୨୬ ଅଗଷ୍ଟ, ଶୁକ୍ରବାର: କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ

ମେଷ: ମିତ୍ରଙ୍କଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ରାଜନୈତିକ କ୍ଷେତ୍ରରେ ଶତୃମାନେ ମିତ୍ରତାର ହାତ ବଢେଇବେ । ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ। ବୃଷ:ନୂତନ ବ୍ୟବସାୟ ଆରମ୍ଭ କଲେ ଲାଭ ହେବ ଓ ନୂତନ କର୍ମ ନିଯୁକ୍ତିର ସୂଚନା ପାଇବେ। ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ। କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ପରୀକ୍ଷାରେ ସଫଳତା ମିଳିବ। ମିଥୁନ: ସାମାଜିକ ପତିଆରା ଅମଳିନ ରହିବା ସହ ବକେୟା ଅର୍ଥ ଆଦାୟ ହେବ।  କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ […]

RASI

RASI

Niharika Rout
  • Published: Friday, 26 August 2022
  • Updated: 26 August 2022, 07:46 AM IST

Sports

Latest News

ମେଷ: ମିତ୍ରଙ୍କଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ରାଜନୈତିକ କ୍ଷେତ୍ରରେ ଶତୃମାନେ ମିତ୍ରତାର ହାତ ବଢେଇବେ । ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ।

ବୃଷ:ନୂତନ ବ୍ୟବସାୟ ଆରମ୍ଭ କଲେ ଲାଭ ହେବ ଓ ନୂତନ କର୍ମ ନିଯୁକ୍ତିର ସୂଚନା ପାଇବେ। ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ। କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ପରୀକ୍ଷାରେ ସଫଳତା ମିଳିବ।

ମିଥୁନ: ସାମାଜିକ ପତିଆରା ଅମଳିନ ରହିବା ସହ ବକେୟା ଅର୍ଥ ଆଦାୟ ହେବ।  କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ।  ନିର୍ମାଣାଧୀନ କାର୍ଯ୍ୟ ସମ୍ପନ୍ନ କରିବାକୁ ଚେଷ୍ଟିତ ହେବେ।

କର୍କଟ: ବ୍ୟବସାୟ କ୍ଷେତ୍ରରେ ପୂର୍ବ ସମସ୍ୟାର ସମାଧାନ ହୋଇ ପୂର୍ଣ୍ଣ ସଫଳତା ପାଇବେ। ପାରିବାରିକ କ୍ଷେତ୍ରରେ ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ବନ୍ଧୁ ମିତ୍ରଙ୍କର ସହଯୋଗରେ ନୂତନ ସମ୍ପତି କ୍ରୟ କରିପାରନ୍ତି।

ସିଂହ: ଶିକ୍ଷାକ୍ଷେତ୍ରରେ ଯଶ ସହ ଉତ୍ତୀର୍ଣ୍ଣ ହେବେ ଓ ଅନେକ ଶୁଭ କର୍ମର ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବା ସହ ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ । ବ୍ୟବସାୟୀମାନେ ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ।

କନ୍ୟା: ସ୍ୱାସ୍ଥ୍ୟ ଭଲ ରହିବା ସହ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । ଶିକ୍ଷାକ୍ଷେତ୍ରରେ ହସ ଖୁସିରେ ସମୟ କଟିବ ଓ ଉଚ୍ଚ ଶିକ୍ଷା ଲାଭ କରିବାର ସୁଯୋଗ ପାଇବେ।  ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ  ।

ତୁଳା: ନିଜର ଯୋଗ୍ୟତା, ଦକ୍ଷତା ଓ କ୍ଷମତାର ସଦୁପଯୋଗ କରିବା ଫଳରେ ବହୁତ ଲାଭ ମିଳିବ।  ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ।

ବିଚ୍ଛା: ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ ।

ଧନୁ: ଶତ୍ରୁମାନେ ପରାଜିତ ହେବେ ଓ ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ । ଅଧସ୍ତନଙ୍କ ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ। ପିଲାମାନଙ୍କ ପାଠପଢା ନେଇ ବହୁ ଦିଗରୁ ମନୋବଳ ଓ ସାମର୍ଥ୍ୟ ବୃଦ୍ଧି ପାଇବ ।

ମକର: ନୂଆ ଜ୍ଞାନର ବୃଦ୍ଧି ହେବ ଓ ସୁଖ ସମ୍ପଦ ପ୍ରାପ୍ତି ହେବ। ପିଲାମାନଙ୍କ ଗବେଷଣା କ୍ଷେତ୍ର ପ୍ରାୟତଃ ପ୍ରଶସ୍ତ ରହିବ। ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିପାରେ।

କୁମ୍ଭ: ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ ଓ ଆର୍ଥିକ ସ୍ଥିତି ସନ୍ତୋଷପ୍ରଦ ରହିବ । କର୍ମକ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ପାରିବାରିକ ଅଶାନ୍ତି ଦୂରେଇ ଯାଇ ପରିବାରରେ ସୁସ୍ଥ ବାତାବରଣ ଜାରିରହିବ ।

ମୀନ:  ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଏକାଗ୍ରତା ଆସିପାରିବ । କର୍ମକ୍ଷେତ୍ରରେ ଅଧିକ ପରିଶ୍ରମ କରିବା ଫଳରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ । ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିବ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story