୨୬ ଫେବ୍ରୁଆରୀ, ସୋମବାର; ସ୍ୱାସ୍ଥ୍ୟଜନିତ ସମସ୍ୟା ଦେଖାଯିବ

ପରିବାରରେ ଛୋଟ କଥାକୁ ନେଇ ଅଶାନ୍ତି ସୃଷ୍ଟି ହେବ । ଫଳରେ ମନରେ ଅସ୍ଥିରତା ବୃଦ୍ଧି ହେବ। ବ୍ୟବସାୟରେ କାହାରି ସହିତ କଳହ ହେଇପାରେ

Rasi

representation image

Tapaswini Nayak
  • Published: Monday, 26 February 2024
  • Updated: 26 February 2024, 07:32 AM IST

Sports

Latest News

ମେଷ: କର୍ମକ୍ଷେତ୍ରରେ ଉନ୍ନତି ହେବ ଓ ବାକି ପଡିଥିବା ଅର୍ଥ ଆଦାୟ ହେବ । ଛାତ୍ରଛାତ୍ରୀ ଚାକିରି ପାଇଁ ଦୂରସ୍ଥାନକୁ ଯାତ୍ରା କରିବେ। ରାଜନୀତିରେ ଥିବା ବ୍ୟକ୍ତି ସଫଳତା ପାଇବେ ଓ ସୁସ୍ୱାଦୁ ଭୋଜନ କରିବେ ।

ବୃଷ: ପରିବାରରେ ଛୋଟ କଥାକୁ ନେଇ ଅଶାନ୍ତି ସୃଷ୍ଟି ହେବ । ଫଳରେ ମନରେ ଅସ୍ଥିରତା ବୃଦ୍ଧି ହେବ। ବ୍ୟବସାୟରେ କାହାରି ସହିତ କଳହ ହେଇପାରେ। ତେଣୁ ସତର୍କ ରୁହନ୍ତୁ । ମାଙ୍ଗଳିକ କାର୍ଯ୍ୟ ପାଇଁ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି । କିନ୍ତୁ ସାବଧାନ ସହିତ ଯାତ୍ରା କରିବେ ।

Also Read

ମିଥୁନ: ସ୍ୱାସ୍ଥ୍ୟଜନିତ ସମସ୍ୟା ଦେଖାଯିବ । ଫଳରେ ମନ ଭଲ ରହିବ ନାହିଁ । କର୍ମକ୍ଷେତ୍ରରେ ପରିଶ୍ରମ ଅନୁସାରେ ପାରିଶ୍ରମିକ ମିଳିବ ନାହିଁ । ଗୁପ୍ତଶତ୍ରୁ ଅସୁବିଧାରେ ପକାଇପାରନ୍ତି । ରାଜନୀତି କରୁଥିବା ବ୍ୟକ୍ତିଙ୍କୁ ଶୁଭଫଳ ମିଳିବ ନାହିଁ ।

କର୍କଟ: ସାମାଜିକ ପ୍ରତିଷ୍ଠା ସହ ପ୍ରତ୍ୟେକ ପ୍ରତିଯୋଗିତା କ୍ଷେତ୍ରରେ ଆପଣ ବିଜୟୀ ହେବେ । ପରିବାରରେ ସୁଖ ଶାନ୍ତି ଫେରାଇ ଆଣିବା ଦିଗରେ ଚେଷ୍ଟା କରି ସଫଳ ହେବେ, ଅପରାହ୍ନରେ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ଶିଳ୍ପ, ବ୍ୟବସାୟ ଓ ପରିବହନରେ ସଫଳତା ଅବଶ୍ୟ ମିଳିବ, ବନ୍ଧୁ ଦର୍ଶନର ସୁଯୋଗ ଅଛି।

ସିଂହ: ସହକର୍ମୀମାନଙ୍କ ସହଯୋଗ ପାଇ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ। ସରକାରୀ କାମରେ ସଫଳତା ପାଇବେ ଓ ଅଚାନକ ଭାବରେ ଧନ ଲାଭ ହେବ । ଶରୀର ଭଲ ରହିବା ସହ ନୂତନ କର୍ମପ୍ରାପ୍ତି ହୋଇପାରେ ।

କନ୍ୟା: ବ୍ୟବସାୟରେ ଆଶାତୀତ ଲାଭ ପାଇବେ ଓ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସିତ ହେବେ । ସନ୍ତାନର ସୁଖବର ଶୁଣି ଖୁସି ହେବେ ଓ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ ।

ତୁଳା: ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ରାଜନୀତିରେ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ ଓ ଦୂରଯାତ୍ରା କରି ମନ ଖୁସି ରହିବ ।

ବିଚ୍ଛା: ଶାରିରୀକ ସୁସ୍ଥତା ଦେଖା ଦେବା ସହ ମାନସିକ ଶାନ୍ତି ମିଳିବ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବା ସହ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ।

ଧନୁ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ମନ ଭଲ ରହିବ ଓ ଶତୃମାନେ ଦୂର ହେବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ ।

ମକର: କୌଣସି ଗୁରୁତ୍ୱପୂର୍ଣ୍ଣ କର୍ମ ନେଇ ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ସଫଳତା ମିଳିବ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବାସହ ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ସୁଖଶାନ୍ତି ବୃଦ୍ଧି ହେବାସହ କର୍ମକ୍ଷେତ୍ରରେ ଉତ୍ସାହିତ ହେବେ ।

କୁମ୍ଭ: ପରିବାରରେ କାହାରି ସହିତ ଅଶାନ୍ତି ସୃଷ୍ଟି ହେବ। ସେଥିପାଇଁ ମନ ଭଲ ରହିବ ନାହିଁ । ଜମିବାଡ଼ିକୁ ନେଇ ବନ୍ଧୁଙ୍କ ସହିତ ବଚସା ହେବ ଓ ଗୁପ୍ତଶତ୍ରୃ ବୃଦ୍ଧି ହେବେ । ଛାତ୍ରଛାତ୍ରୀ ପାଠପଢ଼ାରେ ଉନ୍ନତି କରିବେ ଓ ଚାକିରୀ କ୍ଷେତ୍ରରେ ସଫଳତା ପାଇବେ।

ମୀନ: କର୍ମକ୍ଷେତ୍ରରେ ଶୁଭଖବର ମିଳିବ ଏବଂ ନୂଆ ବନ୍ଧୁଙ୍କ ସହିତ ମିଳନ ହେବ । ବ୍ୟବସାୟରେ ଲାଭ ପାଇବେ ଏବଂ ନୂଆ ବ୍ୟବସାୟ ପାଇଁ ମନ ବଳାଇବେ । ଦାମ୍ପତ୍ୟ ଜୀବନ ସୁଖମୟ ରହିବ ଓ ସୁସ୍ୱାଦୁ ଭୋଜନ କରିବେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story