୨୬ ସେପ୍ଟେମ୍ବର, ସୋମବାର: ନିଜ କାମ ଅନ୍ୟକୁ ହସ୍ତାନ୍ତର କରନ୍ତୁ ନାହିଁ

ମେଷ:କୌଣସି ବିଚାରାଧୀନ ଯୋଜନାକୁ ପୁନର୍ବାର ଆରମ୍ଭ କରିବାରେ ସଫଳତା ମିଳିବ । ନିଜ ବ୍ୟକ୍ତିତ୍ୱର ବିକାଶ ହେବ, ମାନସମ୍ମାନ ପ୍ରତିଷ୍ଠା ବୃଦ୍ଧି ପାଇବ । ଆଖପାଖର ଲୋକ ସାହାଯ୍ୟ କରିବା ପାଇଁ ଆଗେଇ ଆସିବେ । ବୃଷ: ଯତ୍ନର ସହିତ ବୈଦ୍ୟୁତିକ ଉପକରଣ ବ୍ୟବହାର କରନ୍ତୁ । ଦିନର ଆରମ୍ଭ ବହୁତ ଶୁଭ ହେବ, ଯାହା ଆପଣଙ୍କୁ ଖୁସିର ସନ୍ଦେଶ ଆଣିଦେବ । ଧୈର୍ଯ୍ୟ ଏବଂ ଦୃଢତା ସହିତ କାର୍ଯ୍ୟ କରନ୍ତୁ, ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। […]

RASI

RASI

Niharika Rout
  • Published: Monday, 26 September 2022
  • Updated: 26 September 2022, 10:57 AM IST

Sports

Latest News

ମେଷ:କୌଣସି ବିଚାରାଧୀନ ଯୋଜନାକୁ ପୁନର୍ବାର ଆରମ୍ଭ କରିବାରେ ସଫଳତା ମିଳିବ । ନିଜ ବ୍ୟକ୍ତିତ୍ୱର ବିକାଶ ହେବ, ମାନସମ୍ମାନ ପ୍ରତିଷ୍ଠା ବୃଦ୍ଧି ପାଇବ । ଆଖପାଖର ଲୋକ ସାହାଯ୍ୟ କରିବା ପାଇଁ ଆଗେଇ ଆସିବେ ।

ବୃଷ: ଯତ୍ନର ସହିତ ବୈଦ୍ୟୁତିକ ଉପକରଣ ବ୍ୟବହାର କରନ୍ତୁ । ଦିନର ଆରମ୍ଭ ବହୁତ ଶୁଭ ହେବ, ଯାହା ଆପଣଙ୍କୁ ଖୁସିର ସନ୍ଦେଶ ଆଣିଦେବ । ଧୈର୍ଯ୍ୟ ଏବଂ ଦୃଢତା ସହିତ କାର୍ଯ୍ୟ କରନ୍ତୁ, ସମସ୍ତ କାର୍ଯ୍ୟରେ ସଫଳତା ମିଳିବ।

ମିଥୁନ: ନିଜର କାମକୁ ଅନ୍ୟମାନଙ୍କୁ ଦେବାଠାରୁ ଦୂରେଇ ରୁହନ୍ତୁ । ଲୋକମାନେ ଆପଣଙ୍କ ମତ ସହିତ ସହମତ ହେବା ଫଳରେ ଆନନ୍ଦିତ ହେବେ ।ଅଦରକାରୀ ଜିନିଷ ଉପରେ ଓ ଅଦରକାରୀ ଭାବନା ଉପରେ ଅଧିକ ସମୟ ନଷ୍ଟ କରନ୍ତୁ ନାହିଁ ।

କର୍କଟ: ପ୍ରଶାସନ କ୍ଷେତ୍ରରେ ଆତ୍ମ ସମ୍ମାନ ବୃଦ୍ଧି ପାଇବା ସହ ଦିନଟି ବହୁତ ଉତ୍ସାହଜନକ ହେବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ଚାକିରିରେ ଉଚ୍ଚ ପଦାଧିକାରୀମାନେ ଆପଣଙ୍କ ଉପରେ ବହୁତ ଖୁସି ହେବେ।

ସିଂହ: କୌଶଳ ପ୍ରୟୋଗ କରି ନିଜର କାର୍ଯ୍ୟକୁ ବିସ୍ତାର କରିବାକୁ ସକ୍ଷମ ହେବେ । କର୍ମକ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ପାଇବା ସହ ନୂତନ ବନ୍ଧୁ ସୃଷ୍ଟି ହୋଇ ପାରନ୍ତି। ପର୍ଯ୍ୟଟନ ବ୍ୟବସାୟ ସହିତ ଜଡିତଥିଲେ ବଡ଼ ଧରଣର କାରବାର କରିପାରିବେ ।

କନ୍ୟା:  ବ୍ୟବସାୟ ବୃଦ୍ଧି କରିବା ପାଇଁ ଯାତ୍ରା କରିବାର ବିଶେଷ ସମ୍ଭାବନା ଅଛି । ପରିବେଶ ଆପଣଙ୍କ ସପକ୍ଷରେ ରହିବ ଓ ନୂତନ ଆୟର ଉତ୍ସ ବିକାଶ ହେବ । ନୂତନ କାର୍ଯ୍ୟ ଆରମ୍ଭ କରିଲେ ଭଲ ଲାଭ ପାଇବେ କିନ୍ତୁ ସରକାରୀ ଆଦେଶକୁ ଅବମାନନା କରନ୍ତୁ ନାହିଁ ।

ତୁଳା: ସନ୍ତାନମାନଙ୍କ ସ୍ୱାସ୍ଥ୍ୟକୁ ନେଇ ବାପାମା’ ଚିନ୍ତାଗ୍ରସ୍ତ ରହିବେ । ବ୍ୟବସାୟ ପାଇଁ ଦୂରସ୍ଥାନକୁ ଯାତ୍ରା କରିବେ କିନ୍ତୁ ସଫଳତା ପାଇବେ ନାହିଁ। ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ସମାଜସେବାରେ ମନ ବଳାଇବେ ।

ବିଚ୍ଛା:  କୌଣସି କଥାକୁ ନେଇ ନିଜ ସମ୍ପର୍କୀୟଙ୍କ ସହିତ ମନୋମାଳିନ୍ୟ ହେବ ।  ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଯିବ ଓ ଗୁପ୍ତଶତ୍ରୁ ବୃଦ୍ଧି ପାଇବେ।  ଅପରାହ୍ନ ପରେ ପରିବାରରେ ହସଖୁସିରେ ସମୟ ଅତିବାହିତ କରିବେ । କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କଠାରୁ ସମ୍ମାନ ମିଳିବ ।

ଧନୁ: କର୍ମକ୍ଷେତ୍ରରେ ଅପଦସ୍ତ ହେବେ, ଜଗିରଖି ରହିବାକୁ ପଡିବ । ନୂଆ ଲୋକଙ୍କ ସହିତ ସମ୍ପର୍କ ସ୍ଥାପନ ହେବ, ଦୂରସ୍ଥାନକୁ ଯାତ୍ରା କଲାବେଳେ  ସତର୍କତାର ସହ  ଯାଆନ୍ତୁ । ମାଙ୍ଗଳିକ କାର୍ଯ୍ୟ ପାଇଁ ବ୍ୟସ୍ତ ରହିପାରନ୍ତି ଏବଂ ଘର ପାଇଁ ନୂତନ ଦ୍ରବ୍ୟ କ୍ରୟ କରିବେ ।

ମକର: ପିଲାମାନଙ୍କର ସଫଳତା ଦେଖି ବାପାମା’ ଖୁସି ଅନୁଭବ କରିବେ । ଦୂରସ୍ଥାନକୁ ଯାତ୍ରା କରିବେ ଓ ବ୍ୟବସାୟରେ ଉନ୍ନତି କରିବେ । ରାଜନୀତିରେ ଥିବା ବ୍ୟକ୍ତି ସଫଳତା ପାଇବେ।

କୁମ୍ଭ : ସାଧାରଣ କଥାକୁ କେନ୍ଦ୍ର କରି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ଭୁଲ୍ ବୁଝାମଣା ହେତୁ ପତ୍ନୀଙ୍କ ସହ ମନୋମାଳିନ୍ୟ ଦେଖାଦେଇପାରେ। ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ ।

ମୀନ: ଆଜିର  ଆପଣ ଆତ୍ମୀୟଙ୍କ ସାହାଯ୍ୟ ସହଯୋଗ ପାଇବାରୁ ଆନନ୍ଦିତ ରହିବେ  । ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ କିନ୍ତୁ କୌଣସି କ୍ଷେତ୍ରରୁ ବାଧା ଦେଇପାରିବେ ନାହିଁ  ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story