୨୬ ଏପ୍ରିଲ, ବୁଧବାର: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବନି

କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କଠାରୁ ସମ୍ମାନ ମିଳିବ ଓ ଅର୍ଥପ୍ରାପ୍ତି ହେବ। ବହୁଦିନରୁ ଅଟକିଥିବା କାର୍ଯ୍ୟ ପାଇଁ ଶୁଭଖବର ପ୍ରାପ୍ତି ହେବ। 

Rashi PhotoOR

Representational Image

Niharika Rout
  • Published: Wednesday, 26 April 2023
  • Updated: 26 April 2023, 07:40 AM IST

Sports

Latest News

ମେଷ : କୌଣସି ଖବର ଶୁଣିକି ମନରେ ଅସ୍ଥିରତା ସୃଷ୍ଟି ହେବ । ବ୍ୟବସାୟରେ ଲାଭ ହେବ ନାହିଁ । ବାକି ପଡିଥିବା ଅର୍ଥ ଆଦାୟ ନ ହେବାରୁ ମନ ବ୍ୟସ୍ତ ରହିବ । ଛୋଟ କଥାକୁ ନେଇ କଳହ ହେ॥ ସନ୍ତାନ ମାନଙ୍କର ପାଠପଢ଼ାରେ ଉନ୍ନତି ହେବା ସହ ଚାକିରି କ୍ଷେତ୍ରରେ ସଫଳତା ମିଳିବ ।

ବୃଷ : କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କଠାରୁ ସମ୍ମାନ ମିଳିବ ଓ ଅର୍ଥପ୍ରାପ୍ତି ହେବ। ବହୁଦିନରୁ ଅଟକିଥିବା କାର୍ଯ୍ୟ ପାଇଁ ଶୁଭଖବର ପ୍ରାପ୍ତି ହେବ। ଫଳରେ ମନ ପ୍ରଫୁଲ୍ଲ ରହିବ । ମାଙ୍ଗଳିକ କାର୍ଯ୍ୟ ସମ୍ପାଦନ ହେବ, ନିର୍ମାଣଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବ।

ମିଥୁନ : ଦାମ୍ପତ୍ୟ ଜୀବନ ସୁଖମୟ ହେବ । କମ୍ପ୍ୟୁଟର ବିଭାଗରେ କାର୍ଯ୍ୟରତ ଥିବା ବ୍ୟକ୍ତି ଶୁଭଫଳ ପାଇବେ । ଶତ୍ରୃମାନେ ମିତ୍ରତାର ହାତ ବଢ଼ାଇବେ । ଯାନବାହାନ କ୍ରୟ କରିବା ପାଇଁ ସୁଯୋଗ ମିଳିବ

କର୍କଟ : କୌଣସି ଖବର ଶୁଣିକି ମନସ୍ତାପ କରିବେ । କର୍ମକ୍ଷେତ୍ରରେ ଶତ୍ରୃ ଭୟ ରହିବ । ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି । ଘରକୁ ନୂଆ ଅତିଥିଙ୍କର ଆଗମନ ହେବ । ନିର୍ମାଣଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବ। ପାରିବାରିକ ଜୀବନ ସୁଖମୟ ହେବ।

ସିଂହ : ବ୍ୟବସାୟରେ ଲାଭ ପାଇବାରୁ ମନ ଖୁସି ରହିବ ଓ ଦୂରସ୍ଥାନକୁ ଯାତ୍ରା କରିବେ । ଛାତ୍ରଛାତ୍ରୀ ମାନେ ଚାକିରି କ୍ଷେତ୍ରକୁ ନେଇ ଚିନ୍ତାରେ ରହିବେ । କୌଣସି ସମସ୍ୟା ପାଇଁ ମନ ଚଳଚଞ୍ଚଳ ରହିବ । ଗୁପ୍ତଶତ୍ରୃ ବୃଦ୍ଧି ହେବେ ।

କନ୍ୟା : ସାମାଜିକ କ୍ଷେତ୍ରରେ ମାନସମ୍ମାନ ମିଳିବ କିନ୍ତୁ ଦୂରସ୍ଥାନକୁ ଯାତ୍ରା କଲାବେଳେ ସାବଧାନ ହୋଇ ଯାଆନ୍ତୁ। ଚାକିରି କ୍ଷେତ୍ରରେ ପଦ ମର୍ଯ୍ୟାଦା ବୃଦ୍ଧି ହେବ ଓ ନୂତନ କାର୍ଯ୍ୟ କରିବା ପାଇଁ ଆଗ୍ରହ ବଢିବ। ସନ୍ତାନମାନଙ୍କ ସ୍ୱଭାବ ଦେଖି ବାପାମା’ ଖୁସି ହେବେ ।

ତୁଳା: ପୁରାତନ ରୋଗ ପ୍ରକୋପର ଉପଶମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ।

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର: ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ନୂତନ ବ୍ୟବସାୟ ଆରମ୍ଭ କରିପାରିବେ ଓ ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। ଶିକ୍ଷାର୍ଥୀ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ ।

କୁମ୍ଭ: ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବା ସହ ସାଧାରଣ ବ୍ୟକ୍ତିଙ୍କଠାରୁ ବିଶେଷ ଲାଭବାନ ହେବେ। ରାଜନୈତିକ କ୍ଷେତ୍ରରେ ବ୍ୟକ୍ତିଗତ ଓ ସାର୍ବଜନୀନ ସମ୍ପର୍କରେ ବିକଶିତ ହେବ । ଛାତ୍ରଛାତ୍ରୀଙ୍କର ମାନସିକ ବିକାଶ ଘଟିବ।

ମୀନ: ପୁରାତନ ରୋଗର ଉପଶମ ହୋଇ ଶରୀର ସୁସ୍ଥ ରହିବ । ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘସ୍ଥାୟୀ ହେବ । ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story