ଏପ୍ରିଲ୍ ୨୬, ଶୁକ୍ରବାର: ମନ ବିଚଳିତ ରହିବ

ମେଷ: ତରବରିଆ ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ। ଦାମ୍ପତ୍ୟ ଜୀବନ ଭଲରେ କଟିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ବୃଷ: ରଚନାତ୍ମକ ଓ କଳାତ୍ମକ ଶକ୍ତି ବୃଦ୍ଧି ହେବ। ଆର୍ଥିକ ସ୍ଥିତି ଭଲ ରହିବ। ନୂତନ ବସ୍ତ୍ର ଓ ଅଳଙ୍କାର କିଣି ପାରନ୍ତି। ମିଥୁନ: ମନ ବିଚଳିତ ରହିବ। ନୂତନ କାର୍ଯ୍ୟ କରିବା ପାଇଁ ଯୋଜନା କରିପାରନ୍ତି। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। କର୍କଟ: ବ୍ୟବସାୟରେ ଲାଭ ମିଳିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ବାପାଙ୍କ ଆଶୀର୍ବାଦ ମିଳିବ। […]

astro

astro

Jitendra Garnayak
  • Published: Friday, 26 April 2019
  • Updated: 26 April 2019, 07:46 AM IST

Sports

Latest News

ମେଷ: ତରବରିଆ ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ। ଦାମ୍ପତ୍ୟ ଜୀବନ ଭଲରେ କଟିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

ବୃଷ: ରଚନାତ୍ମକ ଓ କଳାତ୍ମକ ଶକ୍ତି ବୃଦ୍ଧି ହେବ। ଆର୍ଥିକ ସ୍ଥିତି ଭଲ ରହିବ। ନୂତନ ବସ୍ତ୍ର ଓ ଅଳଙ୍କାର କିଣି ପାରନ୍ତି।

ମିଥୁନ: ମନ ବିଚଳିତ ରହିବ। ନୂତନ କାର୍ଯ୍ୟ କରିବା ପାଇଁ ଯୋଜନା କରିପାରନ୍ତି। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

କର୍କଟ: ବ୍ୟବସାୟରେ ଲାଭ ମିଳିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ବାପାଙ୍କ ଆଶୀର୍ବାଦ ମିଳିବ।

ସିଂହ: ଆୟ ବୃଦ୍ଧି ହେବ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

କନ୍ୟା: ଧାର୍ମିକ ସ୍ଥାନକୁ ଯାତ୍ରା କରିପାରନ୍ତି। ଉଚ୍ଚ ଅଧିକାରୀଙ୍କ ଠାରୁ ସହଯୋଗ ମିଳିବ।  ବିଦେଶରୁ ଖୁସି ଖବର ଶୁଣି ପାରନ୍ତି।

ତୁଳା: ଧନପ୍ରାପ୍ତି ଯୋଗ ରହିଛି। ଘରେ ସୁଖଶାନ୍ତିର ପରିବେଶ ରହିବ। ମାନ-ସମ୍ମାନ ମିଳିବ।

ବିଛା: ବନ୍ଧୁଙ୍କ ସହ ବୁଲିବାକୁ ଯାଇ ପାରନ୍ତି। ନୂତନ ଯାନବାହନ କିଣିପାରନ୍ତି। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

ଧନୁ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଶତ୍ରୁଙ୍କ ଠାରୁ ଦୂରେଇ ରୁହନ୍ତୁ। ଅସୁସ୍ଥ ଅନୁଭବ କରିବେ।

ମକର: ଦେଖିଚାହିଁ କାର୍ଯ୍ୟ କରନ୍ତୁ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

କୁମ୍ଭ: ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରନ୍ତୁ ନାହିଁ। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଅଳସୁଆ ଅନୁଭବ କରିବେ।

ମୀନ: ଦିନଟି ଭଲରେ କଟିବ। ଧାର୍ମିକ କାର୍ଯ୍ୟରେ ଅର୍ଥ ଖର୍ଚ୍ଚ ହୋଇପାରେ। ଋଣ ଦିଅନ୍ତୁ ନାହିଁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story