୨୬ ଅଗଷ୍ଟ, ଗୁରୁବାର: ସନ୍ତାନଙ୍କ ଚିନ୍ତା ବଢ଼ିପାରେ

ମେଷ: ସନ୍ତାନସନ୍ତତିଙ୍କ ନିକଟରୁ ଶୁଭ ସମ୍ବାଦ ପାଇ ଖୁସି ହେବେ । ପ୍ରତିକୂଳ ପରିସ୍ଥିତି ଦୂରେଇ ଯିବ । କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି  ନେଇପାରନ୍ତି । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ବୃଷ: ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବା ସହ ସମାଜ ସେବାରେ ସମ୍ମାନ ଅର୍ଜନ କରିପାରିବେ । ଯାନବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବାକୁ ମନ ବଳାଇବେ । ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। ମିଥୁନ: […]

RASI

RASI

Niharika Rout
  • Published: Thursday, 26 August 2021
  • Updated: 26 August 2021, 08:14 AM IST

ମେଷ: ସନ୍ତାନସନ୍ତତିଙ୍କ ନିକଟରୁ ଶୁଭ ସମ୍ବାଦ ପାଇ ଖୁସି ହେବେ । ପ୍ରତିକୂଳ ପରିସ୍ଥିତି ଦୂରେଇ ଯିବ । କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି  ନେଇପାରନ୍ତି । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ ।

ବୃଷ: ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବା ସହ ସମାଜ ସେବାରେ ସମ୍ମାନ ଅର୍ଜନ କରିପାରିବେ । ଯାନବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବାକୁ ମନ ବଳାଇବେ । ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ।

ମିଥୁନ: ଶତ୍ରୁ ପରାଜିତ ହେବେ ଓ ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ। ସାହିତ୍ୟ, କଳା କ୍ଷେତ୍ରରେ ଆକର୍ଷିତ ହେବା ସହ ଶିକ୍ଷା କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ ।  କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଯୋଗେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ।

କର୍କଟ:ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ସନ୍ତାନଙ୍କ ଚିନ୍ତାରେ ମାନସିକ ଚିନ୍ତା ବୃଦ୍ଧି ପାଇପାରେ ।

ସିଂହ:ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ପାରିବାରିକ ମାମଲା ବହୁତ ଆନନ୍ଦଦାୟକ ରହିବ ଓ ପ୍ରେମ ପ୍ରସଙ୍ଗରେ ଶୁଭ ସୂଚନା ଶୁଣିବାକୁ ପାଇବେ । ଆପଣଙ୍କର ଅପ୍ରୀତିକର କଥାବାର୍ତ୍ତାରେ ଲୋକମାନେ ବିରକ୍ତ ହୋଇପାରନ୍ତି।

କନ୍ୟା:ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ । ଫଳରେ ହସ ଖୁସିରେ ସମୟ ବିତାଇବେ । ଶାରିରୀକ ଅସୁସ୍ଥତା ଦୂର ହେବା ସହ ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ ।  ଜମିଜମା ସଂକ୍ରାନ୍ତିୟ  ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ।

ତୁଳା: ଅର୍ଥଲାଭ ହେବ। ସମସ୍ତ ସମସ୍ୟାର ସମାଧାନ ହୋଇଯିବ। କାହା କଥାରେ ପ୍ରଭାବିତ ହୋଇ କିଛି ଗୋଳମାଳିଆ ସ୍ଥିତି ସୃଷ୍ଟି କରିପାରନ୍ତି।

ବିଛା: ମନ ଅଶାନ୍ତ ରହିବ। ନୀରବ ରୁହନ୍ତୁ। ବ୍ୟବସାୟୀଙ୍କ ପାଇଁ ଦିନଟି ବେଶ୍ ଭଲ ଅଛି।

ଧନୁ: ସମସ୍ତ ଆଶା ଓ ଆକାଂକ୍ଷା ପୂରଣ ହେବ। କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ତାହାକୁ ଚତୁରତାର ସହ ସାମ୍ନା କରିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

ମକର: ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟକୁ ସଂପୂର୍ଣ୍ଣ କରିବାକୁ ଚେଷ୍ଟା କରିବେ। ଯେକୌଣସି ନୂଆ କାମ ଆରମ୍ଭ କରିପାରିବେ।

କୁମ୍ଭ: ସମସ୍ତ କାର୍ଯ୍ୟ ଭଲରେ ଭଲରେ ସଂପନ୍ନ ହେବ। ପରିବାରରେ ହସଖୁସିରେ ବାତାବରଣ ରହିବ। ନୂଆ ଲକ୍ଷ୍ୟ ପୂରଣ ଦିଗରେ କାର୍ଯ୍ୟ କରିବେ।

ମୀନ: ପୈତୃକ ସମ୍ପତ୍ତିକୁ ନେଇ ରହିଥିବା ସମସ୍ୟାର ସମାଧାନ ହୋଇପାରେ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story