୨୬ ଅଗଷ୍ଟ, ଶନିବାର: ପାରିବାରିକ ତିକ୍ତତା ଦୂର ହେବ

କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

Rashi

Representational Image

Niharika Rout
  • Published: Saturday, 26 August 2023
  • Updated: 26 August 2023, 07:45 AM IST

Sports

Latest News

ମେଷ: କର୍ମଚାରୀମାନେ କର୍ତ୍ତବ୍ୟ ନିଷ୍ଠା ରକ୍ଷା କରି ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବେ । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ବ୍ୟବସାୟରେ ଅଧିକ ଲାଭ କରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତକାରରେ ସଫଳ ହେବେ।

ବୃଷ: ଛାତ୍ରଛାତ୍ରୀମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ସନ୍ତାନ ଯୋଗେ ଚିନ୍ତିତ ରହିବା ସହ ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହେବେ। ରାସ୍ତାଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ ।

ମିଥୁନ: ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆଶା ପୂରଣ ହେବ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘସ୍ଥାୟୀ ହେବ । ପରିବାରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ।

କର୍କଟ: ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା, ପରୀକ୍ଷା ଓ ସାକ୍ଷାତକାରରେ ସଫଳ ହେବେ । ଶତ୍ରୁମାନେ ଶତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ଦୂରଯାତ୍ରା କଲେ ହଇରାଣ ହେବାକୁ ପଡିପାରେ ।

ସିଂହ: ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ପ୍ରେରଣା ପାଇ ଉଚିତ ପନ୍ଥା ଗ୍ରହଣ କରିବେ । ଇନ୍ଦ୍ରିୟପରାୟଣତା ଉପରେ ଅଧିକ ଗୁରୁତ୍ୱ ଦେବେ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପୁରାତନ ରୋଗ ପ୍ରକୋପର ଉପଶମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ।

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର: ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇବ । ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ କରିବା ପାଇଁ ବହୁତ କଷ୍ଟ କରିବାକୁ ପଡିବ ।

କୁମ୍ଭ: ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବା ଫଳରେ ପାରିବାରିକ ତିକ୍ତତା ଦୂର ହେବ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ୱନ୍ଦିତା, ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହେବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ ।

ମୀନ: ଶତ୍ରୁମାନଙ୍କୁ ପରାଜିତ କରିବେ। ଆକସ୍ମିକ ଧନଲାଭ ହେବା ଦ୍ୱାରା ସମସ୍ତ କାର୍ଯ୍ୟ ପୂର୍ଣ୍ଣ ହେବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସା ପାଇବେ । ମାଲିମୋକଦ୍ଦମାରେ ସଫଳତା ପାଇବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story