୨୬ ଡିସେମ୍ବର, ବୁଧବାର: ମୁଣ୍ଡରେ ଯନ୍ତ୍ରଣା ହୋଇପାରେ

ମେଷ: କାର୍ଯ୍ୟକ୍ଷେତ୍ରରେ ଉଚ୍ଚପଦସ୍ଥ ଅଧିକାରୀଙ୍କ ସହ ଝଗଡ଼ା ହୋଇପାରେ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ମୁଣ୍ଡରେ ଯନ୍ତ୍ରଣା ହୋଇପାରେ। ବୃଷ: ବନ୍ଧୁଙ୍କ ସହ ସମୟ ବିତାଇବେ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ଜୀବନସାଥୀଙ୍କ ସହଯୋଗ ମିଳିବ। ମିଥୁନ: ପରିବାର ସଦସ୍ୟଙ୍କ ସହ ଲାଗି ରହିଥିବା ବିବାଦର ଆଜି ସମାଧାନ ହୋଇପାରେ। ଘରକୁ ଅତିଥି ଆସିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। କର୍କଟ: ଅଳସୁଆ ଲାଗିବ। କୌଣସି କାର୍ଯ୍ୟ କରିବାକୁ ଇଚ୍ଛା ହେବ ନାହିଁ। ନିଜ କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ମା’ର […]

Rasi-Fala-2-1-1-3-2-1-2-1-2-1-1-3-3-1-1-1-1-1-1-2-1-1-4-7

Tapaswini Nayak
  • Published: Wednesday, 26 December 2018
  • Updated: 26 December 2018, 08:49 AM IST

Sports

Latest News

ମେଷ: କାର୍ଯ୍ୟକ୍ଷେତ୍ରରେ ଉଚ୍ଚପଦସ୍ଥ ଅଧିକାରୀଙ୍କ ସହ ଝଗଡ଼ା ହୋଇପାରେ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ମୁଣ୍ଡରେ ଯନ୍ତ୍ରଣା ହୋଇପାରେ।

ବୃଷ: ବନ୍ଧୁଙ୍କ ସହ ସମୟ ବିତାଇବେ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ଜୀବନସାଥୀଙ୍କ ସହଯୋଗ ମିଳିବ।

ମିଥୁନ: ପରିବାର ସଦସ୍ୟଙ୍କ ସହ ଲାଗି ରହିଥିବା ବିବାଦର ଆଜି ସମାଧାନ ହୋଇପାରେ। ଘରକୁ ଅତିଥି ଆସିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

କର୍କଟ: ଅଳସୁଆ ଲାଗିବ। କୌଣସି କାର୍ଯ୍ୟ କରିବାକୁ ଇଚ୍ଛା ହେବ ନାହିଁ। ନିଜ କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ମା’ର ଯତ୍ନ ନିଅନ୍ତୁ।

ସିଂହ: ସ୍ଥାନ ପରିବର୍ତ୍ତନର ଯୋଗ ରହିଛି। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ଆର୍ଥିକସ୍ଥିତି ସ୍ୱଚ୍ଛଳ ରହିବ।

କନ୍ୟା: ଧନପ୍ରାପ୍ତି ଯୋଗ ରହିଛି। ଅଟକି ରହିଥିବା କାମ ଆଜି ପୂରା ହୋଇପାରେ। ନୂଆ କାମ ଆରମ୍ଭ କରିପାରନ୍ତି। ଗରିବ ଲୋକଙ୍କୁ ଦାନ କରନ୍ତୁ।

ତୁଳା: କାର୍ଯ୍ୟକ୍ଷେତ୍ରରେ ସମସ୍ୟା ଦେଖାଦେଇପାରେ। ବ୍ୟସ୍ତତା ଭିତରେ ଦିନଟି କଟିବ। ନୂତନ ପୋଷାକ କିଣିପାରନ୍ତି।

ବିଚ୍ଛା: ଖାଦ୍ୟପେୟର ଯତ୍ନ ନିଅନ୍ତୁ। ଯାନବାହାନ ସୁଖ ମିଳିବ। ବନ୍ଧୁଙ୍କ ସହ ଦେଖାହୋଇପାରେ।

ଧନୁ: ମନ ବିଚଳିତ ରହିବ। ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଶରୀରରେ ଯନ୍ତ୍ରଣା ହୋଇପାରେ ।

ମକର: ଜୀବନସାଥୀଙ୍କ ସହଯୋଗ ମିଳିବ। ଆୟ ଅନୁସାରେ ବ୍ୟୟ ବଢ଼ିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

କୁମ୍ଭ: ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ମାନ-ସମ୍ମାନ ବଢ଼ିବ। ଉପହାର ମିଳିପାରେ ।

ମୀନ: ବାଦ-ବିବାଦରୁ ଦୂରେଇ ରୁହନ୍ତୁ। ମା’ଙ୍କ ଆର୍ଶୀବାଦ ମିଳିବ। କୌଣସି ସ୍ଥାନକୁ ବୁଲିବାକୁ ଯାଇପାରନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story