୨୬ ଡିସେମ୍ବର, ମଙ୍ଗଳବାର; ଅଚାନକ ଆର୍ଥିକ ସହାୟତା ମିଳିବ

ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାରେ ପ୍ରଯତ୍ନ କରିବେ । ଦୀର୍ଘଦିନରୁ ଅଟକି ରହିଥିବା କାମଟି ଉପରିସ୍ଥଙ୍କର ସୌଜନ୍ୟରୁ ହୋଇଯାଇପାରେ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ବିଭିନ୍ନ ଆଡୁ ଲାଭ ପାଇବେ ।

Rashi

Representational Image

Niharika Rout
  • Published: Tuesday, 26 December 2023
  • Updated: 26 December 2023, 07:37 AM IST

Sports

Latest News

ମେଷ: ସରକାରୀ କର୍ମଚାରୀ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । ପୁରାତନ ରୋଗ ପୀଡ଼ାରୁ ଉପସମ ପାଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ନୂତନ ସମ୍ବନ୍ଧ ସୃଷ୍ଟି ହେବ ଓ ଖୁସିର ବାତାବରଣ ସ୍ଥାୟୀ ରହିବ ।

ବୃଷ: ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାରେ ପ୍ରଯତ୍ନ କରିବେ । ଦୀର୍ଘଦିନରୁ ଅଟକି ରହିଥିବା କାମଟି ଉପରିସ୍ଥଙ୍କର ସୌଜନ୍ୟରୁ ହୋଇଯାଇପାରେ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ବିଭିନ୍ନ ଆଡୁ ଲାଭ ପାଇବେ ।

ମିଥୁନ: ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ମନକାମନା ପୂର୍ଣ୍ଣ ହେବ। ବ୍ୟବସାୟରେ ପରିଶ୍ରମ ଫଳରେ ଉନ୍ନତି ହେବ ଓ ରାଜନୀତି କ୍ଷେତ୍ରରେ ଖୁବ୍ ଆଶାବାଦୀ ହେବେ। ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ଆୟ ଅପେକ୍ଷା ବ୍ୟୟ ବୃଦ୍ଧି ପାଇବ।

କର୍କଟ:ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନ ଅସନ୍ତୁଷ୍ଟ ରହିବ ଓ ନୂତନ ସମ୍ବନ୍ଧ ସୃଷ୍ଟିହେବ । ସହନଶୀଳତା କାଏମ ରହିବ ଓ ସାମାଜିକ ପତିଆରା ଅମଳିନ ରହିବ । ଛାତ୍ରଛାତ୍ରୀଙ୍କୁ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ।

ସିଂହ: ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ପ୍ରେରଣା ପାଇ ଉଚିତ ପନ୍ଥା ଗ୍ରହଣ କରିବେ । ଇନ୍ଦ୍ରିୟପରାୟଣତା ଉପରେ ଅଧିକ ଗୁରୁତ୍ୱ ଦେବେ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପୁରାତନ ରୋଗ ପ୍ରକୋପର ଉପଶମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ।

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର: ନୂଆ ନୂଆ ବ୍ୟବସାୟିକ ସଂପର୍କ ସ୍ଥାପନ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । ପରିବାରରେ ବନ୍ଧୁମିତ୍ରଙ୍କ ସହ ହସ ଖୁସିର ବାତାବରଣ ସୃଷ୍ଟି ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ।

କୁମ୍ଭ: ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବା ସହ ଆର୍ଥିକ ସଙ୍କଟ ଦୂରେଇଯିବ । ବନ୍ଧୁଙ୍କ ଚେଷ୍ଟାରେ ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ।

ମୀନ: ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ ଓ ନୂଆ ଚାକିରି ହେବାର ସୁଯୋଗ ମିଳିବ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ୱନ୍ଦର ସମାଧାନ ହୋଇପାରେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ଆଶାତୀତ ଲାଭ ପାଇବେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story