୨୬ ଜାନୁଆରୀ, ଶନିବାର: ବ୍ରାହ୍ମଣଙ୍କୁ ବସ୍ତ୍ର ଦାନ କରନ୍ତୁ

ମେଷ: ଦିନଟି ଭଲରେ କଟିବ। ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି। ବୃଷ: ମନକୁ ସ୍ଥିର ରଖନ୍ତୁ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଲେଖକ ଓ କଳାକାରଙ୍କ ପାଇଁ ଦିନଟି ଭଲରେ କଟିବ। ମିଥୁନ: ଆଜି କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। କର୍କଟ: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଖର୍ଚ୍ଚ ବଢ଼ିବ। ଘରେ ହସଖୁସିର ପରିବେଶ ରହିବ। ସିଂହ: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। […]

Rasi-Fala-2-1-1-3-2-1-2-1-2-1-1-3-3-1-1-1-1-1-1-2-1-1-4-4-1-2-2-3-2-1-1-1-1

Tapaswini Nayak
  • Published: Saturday, 26 January 2019
  • , Updated: 26 January 2019, 07:32 AM IST

ମେଷ: ଦିନଟି ଭଲରେ କଟିବ। ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି।

ବୃଷ: ମନକୁ ସ୍ଥିର ରଖନ୍ତୁ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଲେଖକ ଓ କଳାକାରଙ୍କ ପାଇଁ ଦିନଟି ଭଲରେ କଟିବ।

ମିଥୁନ: ଆଜି କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

କର୍କଟ: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଖର୍ଚ୍ଚ ବଢ଼ିବ। ଘରେ ହସଖୁସିର ପରିବେଶ ରହିବ।

ସିଂହ: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ପଦୋନ୍ନତିର ଯୋଗ ରହିଛି। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

କନ୍ୟା: ତରବରିଆ ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ। ଯାତ୍ରା କରନ୍ତୁ ନାହିଁ। ଦୁର୍ଘଟଣା ଘଟିପାରେ। ସତର୍କ ରୁହନ୍ତୁ।

ତୁଳା: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ମାଆ ଲକ୍ଷ୍ମୀଙ୍କ ଆଶୀର୍ବାଦ ମିଳିବ। ଖାଦ୍ୟପେୟ ପ୍ରତି ଧ୍ୟାନ ଦିଅନ୍ତୁ।

ବିଚ୍ଛା: ବିଦେଶକୁ ଯାତ୍ରା କରିପାରନ୍ତି। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

ଧନୁ: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ନୂଆ ପୋଷାକ କିଣିପାରନ୍ତି। ବ୍ରାହ୍ମଣଙ୍କୁ ବସ୍ତ୍ର ଦାନ କରନ୍ତୁ।

ମକର: କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଆଣ୍ଠୁଗଣ୍ଠିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

କୁମ୍ଭ: ମାନସିକ ଅଶାନ୍ତିରେ ରହିବେ। ଅଳସୁଆ ଲାଗିବ। କୌଣସି କାର୍ଯ୍ୟ କରିବାକୁ ଇଚ୍ଛା ହେବ ନାହିଁ। ନକାରାତ୍ମକ ଚିନ୍ତାଧାରା ଠାରୁ ଦୂରେଇ ରୁହନ୍ତୁ।

ମୀନ: ଶରୀର ଫୂର୍ତ୍ତି ରହିବ। ଭାଇଭଉଣୀଙ୍କ ସହ ଖୁସିରେ ଦିନଟି ବିତେଇବେ। ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

Related story