୨୬ ଜାନୁଆରୀ, ବୁଧବାର: ଆୟର ନୂତନ ମାର୍ଗ ଖୋଜିବେ

ମେଷ: ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପୁରାତନ ରୋଗର ଉପସମ ହୋଇ ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ବୃଷ: ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଅସହାୟଙ୍କୁ ସାହାଯ୍ୟ କରନ୍ତୁ। ମିଥୁନ: ଶତ୍ରୁମାନେ ପରାଜିତ ହେବେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। କର୍କଟ: ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ପ୍ରତିଯୋଗୀତାରେ କୃତକାର୍ଯ୍ୟ ହେବେ। ରାସ୍ତାଘାଟରେ ଯଥେଷ୍ଟ ସତର୍କ ହୋଇ ଚଳପ୍ରଚଳ ହେବା ଉଚିତ୍। ସିଂହ: […]

RASI

RASI

Tapaswini Nayak
  • Published: Wednesday, 26 January 2022
  • Updated: 26 January 2022, 07:52 AM IST

ମେଷ: ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପୁରାତନ ରୋଗର ଉପସମ ହୋଇ ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ।

ବୃଷ: ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ: ଶତ୍ରୁମାନେ ପରାଜିତ ହେବେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ।

କର୍କଟ: ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ପ୍ରତିଯୋଗୀତାରେ କୃତକାର୍ଯ୍ୟ ହେବେ। ରାସ୍ତାଘାଟରେ ଯଥେଷ୍ଟ ସତର୍କ ହୋଇ ଚଳପ୍ରଚଳ ହେବା ଉଚିତ୍।

ସିଂହ: ମାନସିକ ସ୍ଥିରତା ଦେଖାଦେବ।  ପରିବାର ସଦସ୍ୟଙ୍କ ସହ ଖୁସିରେ ଦିନଟି କାଟିବେ।  ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ।

କନ୍ୟା: ବକେୟା ଅର୍ଥ ଆଦାୟ ହେବ। କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ସହଜରେ ସମ୍ପୂର୍ଣ୍ଣ ହେବ।

ତୁଳା: ବ୍ୟବସାୟରେ ଅଶା ମୁତାବକ ଲାଭ ମିଳିବ। କିଛି ଦାମୀ ଜିନିଷ କ୍ରୟ କରିପାରନ୍ତି। ପରିବାରରେ ଶାନ୍ତିର ବାତାବରଣ ରହିବ।

ବିଛା: ଆପଣା ଲୋକଙ୍କ ସାହାଯ୍ୟ ପାଇ କେତେକ ସମସ୍ୟାର ମୁକ୍ତି ପାଇବେ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ।

ଧନୁ: ଆୟର ନୂତନ ମାର୍ଗ ଖୋଜିବେ। ଅର୍ଥ ପ୍ରାପ୍ତି ହେବ। ଉତ୍ତମ ଭୋଜନ ପାଇବେ। କାହାକୁ କଡ଼ା କଥା କୁହନ୍ତୁ ନାହିଁ।

ମକର: ପତିପତ୍ନୀଙ୍କ ମଧ୍ୟରେ ଥିବା ମତଭେଦ ଓ ତିକ୍ତତା ଦୂର ହେବ। ପଢ଼ାପଢ଼ିରେ ମନ ଦେବେ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି।

କୁମ୍ଭ: ନୂତନ କାର୍ଯ୍ୟ ଆରମ୍ଭ କରିପାରିବେ। ବକେୟା ଅର୍ଥ ପ୍ରାପ୍ତି ହେବ। କିଛି ପୁରୁଣା ସମସ୍ୟାର ସମାଧାନ ହେବ।

ମୀନ: ପାରିବାରିକ ସମସ୍ୟାର ସମାଧାନ ହେବ। ପନିପରିବା ବ୍ୟବସାୟୀମାନେ ଭଲ ଲାଭ ପାଇବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story