୨୬ ଜୁଲାଇ, ଗୁରୁବାର: ଏହି ରାଶିର ଲୋକେ କଦଳୀ ଦାନ କଲେ ଭଲ

ମେଷ: ଚାକିରିରେ ପରିବର୍ତ୍ତନ କରିପାରନ୍ତି। ବିବାହକୁ ନେଇ ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ଆର୍ଥିକ ସ୍ଥିତି ଭଲ ରହିବ। ବୃଷ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। କଦଳୀ ଦାନ କରନ୍ତୁ। ମିଥୁନ: ପରିବାରରେ ହସ ଓ ଖୁସିର ବାତାବରଣ ରହିବ। ହଠାତ୍ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। କର୍କଟ: କ୍ୟାରିଅର୍‌କୁ ନେଇ ଚିନ୍ତିତ ରହିବେ। ଋଣରୁ ମୁକ୍ତି ପାଇବେ। କୌଣସି ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ […]

zodaic

Rakesh Mallick
  • Published: Thursday, 26 July 2018
  • , Updated: 26 July 2018, 07:40 AM IST

ମେଷ: ଚାକିରିରେ ପରିବର୍ତ୍ତନ କରିପାରନ୍ତି। ବିବାହକୁ ନେଇ ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ଆର୍ଥିକ ସ୍ଥିତି ଭଲ ରହିବ।

ବୃଷ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। କଦଳୀ ଦାନ କରନ୍ତୁ।

ମିଥୁନ: ପରିବାରରେ ହସ ଓ ଖୁସିର ବାତାବରଣ ରହିବ। ହଠାତ୍ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

କର୍କଟ: କ୍ୟାରିଅର୍‌କୁ ନେଇ ଚିନ୍ତିତ ରହିବେ। ଋଣରୁ ମୁକ୍ତି ପାଇବେ। କୌଣସି ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।

ସିଂହ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ପରିବାରରେ କୌଣସି ମାଙ୍ଗଳିକ କାର୍ଯ୍ୟ ହୋଇପାରେ। ଧନପ୍ରାପ୍ତି ଯୋଗ ରହିଛି।

କନ୍ୟା: ମାନ-ସମ୍ମାନ ମିଳିବ। ପ୍ରେମ ସମ୍ପର୍କକୁ ନେଇ ଚିନ୍ତିତ ରହିବେ। ଭଗବାନଙ୍କୁ ହଳଦିଆ ରଙ୍ଗର ଫୁଲ ଅର୍ପଣ କରନ୍ତୁ।

ତୁଳା: କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ଥାନ ପରିବର୍ତ୍ତନର ଯୋଗ ରହିଛି। ଧନପ୍ରାପ୍ତି ଯୋଗ ରହିଛି।

ବିଚ୍ଛା: ଅଫିସ୍‌ରେ ପ୍ରଶଂସିତ ହେବେ। ସହକର୍ମୀଙ୍କ ସହଯୋଗ ମିଳିବ। ସ୍ୱାସ୍ଥ୍ୟ ଭଲ ରହିବ। ତେବେ ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବାକୁ ଚେଷ୍ଟା କରନ୍ତୁ।

ଧନୁ: ଯାନବାହନ କିଣି ପାରନ୍ତି। ବ୍ୟବସାୟରେ ଭଲ ଲାଭ ମିଳିବ। ଚାକିରିଆଙ୍କୁ ପଦନ୍ନୋତି ମିଳିପାରେ।

ମକର: ଆଜି କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ବ୍ୟସ୍ତତା ଭିତରେ ଦିନଟି କଟିବ।

କୁମ୍ଭ: ପରିବାରରେ ହସ ଓ ଖୁସିର ବାତାବରଣ ରହିବ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ସ୍ୱାସ୍ଥ୍ୟ ଭଲ ରହିବ।

ମୀନ: ପରିବାର ଲୋକଙ୍କ ସହଯୋଗ ମିଳିବ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ।

Related story