୨୬ ଅକ୍ଟୋବର, ମଙ୍ଗଳବାର: ବ୍ୟବସାୟରେ ଅଧିକ ଲାଭ ହେବ

ମେଷ: କର୍ମକ୍ଷେତ୍ରରେ ଗଠନ ମୂଳକ ପ୍ରସ୍ତାବ ଦେଇ  ପ୍ରଂଶସିତ ହେବେ। ସାମାଜିକ କାର୍ଯ୍ୟରେ ସଫଳତା ମିଳିବା ସହ ମାନସମ୍ମାନ ବୃଦ୍ଧି ହେବ। ବୃଷ: ସାମୂହିକ ପ୍ରୟାସ ଓ ସହଯୋଗ ଦ୍ୱାରା ଆଗକୁ ବଢ଼ିବା ସମ୍ଭବ ହେବ।  ବ୍ୟବସାୟ କ୍ଷେତ୍ରରେ କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ମିଥୁନ: କଠିନ ପରିଶ୍ରମ କରିବାକୁ ପଡ଼ିପାରେ। କୌଣସି କଥାକୁ ନେଇ ଚିନ୍ତିତ ରହିବେ। ବ୍ୟବସାୟରେ ଅଧିକ ଲାଭ ହେବ। କର୍କଟ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। […]

RASI

RASI

Tapaswini Nayak
  • Published: Tuesday, 26 October 2021
  • Updated: 26 October 2021, 08:01 AM IST

Sports

Latest News

ମେଷ: କର୍ମକ୍ଷେତ୍ରରେ ଗଠନ ମୂଳକ ପ୍ରସ୍ତାବ ଦେଇ  ପ୍ରଂଶସିତ ହେବେ। ସାମାଜିକ କାର୍ଯ୍ୟରେ ସଫଳତା ମିଳିବା ସହ ମାନସମ୍ମାନ ବୃଦ୍ଧି ହେବ।

ବୃଷ: ସାମୂହିକ ପ୍ରୟାସ ଓ ସହଯୋଗ ଦ୍ୱାରା ଆଗକୁ ବଢ଼ିବା ସମ୍ଭବ ହେବ।  ବ୍ୟବସାୟ କ୍ଷେତ୍ରରେ କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ।

ମିଥୁନ: କଠିନ ପରିଶ୍ରମ କରିବାକୁ ପଡ଼ିପାରେ। କୌଣସି କଥାକୁ ନେଇ ଚିନ୍ତିତ ରହିବେ। ବ୍ୟବସାୟରେ ଅଧିକ ଲାଭ ହେବ।

କର୍କଟ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ସରକାରୀ କାମରେ ସଫଳତା ପାଇବେ। ସବୁ କାମରେ ସର୍ତକତା ଅବଲମ୍ବନ କରନ୍ତୁ।

ସିଂହ: ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

କନ୍ୟା: ଶତ୍ରୁମାନେ ଦୂରେଇ ଯିବେ। ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ ହେବ।  ଘର ପାଇଁ କିଛି ନୂଆ ଜିନିଷ କ୍ରୟ କରିପାରନ୍ତି।

ତୁଳା: ବିଦ୍ୟାର୍ଥୀମାନେ ପାଠପଢ଼ାରେ ସଫଳତା ପାଇବେ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ବନ୍ଧୁଙ୍କ ସହଯୋଗ ପାଇବେ।

ବିଚ୍ଛା: ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ଘରକୁ ଅତିଥି ଆସିପାରନ୍ତି।

ଧନୁ: ଶରୀର ସୁସ୍ଥ ରହିବ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଖର୍ଚ୍ଚାନ୍ତରେ ପଡ଼ିପାରନ୍ତି।

ମକର: ମାନ-ସମ୍ମାନ ବୃଦ୍ଧି ପାଇବ। ଦାମ୍ପତ୍ୟ କଳହର ସମାପ୍ତି ଘଟିବ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ।

କୁମ୍ଭ: ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଶାନ୍ତି ପାଇବେ।ପଦୋନ୍ନତିର ଯୋଗ ରହିଛି।

ମୀନ: ବ୍ୟବସାୟରେ ଅଧିକ ବ୍ୟୟ ହେବ। ପରିବାର ସଦସ୍ୟଙ୍କ ସହ ବାହାରକୁ ବୁଲିବାକୁ ଯାଇପାରନ୍ତି। ଅସହାୟ ବ୍ୟକ୍ତିଙ୍କୁ ସାହାଯ୍ୟ କରିବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story