୨୬ ସେପ୍ଟେମ୍ବର, ମଙ୍ଗଳବାର: ପିଲାଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ

 ଜାଗାଜମି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସହଜରେ ସମାଧାନ ହୋଇଯିବ । ରାଜନୀତି କ୍ଷେତ୍ରରେ ଅପେକ୍ଷା କରିଥିବା କାର୍ଯ୍ୟରେ ଶୁଭ ସୂଚନା ମିଳିବ ।

Rashi

Representational Image

Niharika Rout
  • Published: Tuesday, 26 September 2023
  • Updated: 26 September 2023, 07:41 AM IST

ମେଷ: ସନ୍ତାନ କ୍ଷେତ୍ରରେ ଉନ୍ନତି ହେବାସହ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହୋଇ ପଦୋନ୍ନତିର ସୂଚନା ପାଇବେ । ନିଜ ଚେଷ୍ଟାରେ ସାମାନ୍ୟ କଷ୍ଟକଲେ ବାକିପଡିଥିବା ଅର୍ଥ ପାଇପାରିବେ ।

ବୃଷ: ଜାଗାଜମି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସହଜରେ ସମାଧାନ ହୋଇଯିବ । ରାଜନୀତି କ୍ଷେତ୍ରରେ ଅପେକ୍ଷା କରିଥିବା କାର୍ଯ୍ୟରେ ଶୁଭ ସୂଚନା ମିଳିବ । ଦୀର୍ଘ ଦିନ ଧରି ହୋଇପାରୁ ନ ଥିବା କାମ ସୁରୁଖୁରୁରେ ହୋଇଯିବ ।

ମିଥୁନ: ସାମୁହିକ ପ୍ରୟାସ ଓ ସହଯୋଗ ଦ୍ୱାରା ଆଗକୁ ବଢିବା ସମ୍ଭବ ହେବ। ରାଜନୀତି କ୍ଷେତ୍ରରେ ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । କିନ୍ତୁ ବିରକ୍ତି ସ୍ୱଭାବ ପ୍ରକାଶ ପାଇବା ଯୋଗେ କର୍ମକ୍ଷେତ୍ରରେ ମନ ଲାଗିବ ନାହିଁ ।

କର୍କଟ: ସରକାରୀ କ୍ଷେତ୍ରରେ ସଫଳତା ମିଳିବା ସହ ନିଜର କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବା ପାଇଁ କରିଥିବା ଯୋଜନା ସଫଳ ହୋଇପାରିବ । କୌଣସି ଶୁଭ ସମାଚାର ଶୁଣି ହସଖୁସିରେ ସମୟ ବ୍ୟତୀତ ହେବ ।

ସିଂହ: ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବା ସହ ନୂତନ ପନ୍ଥା ଅନୁସରଣ କରିପାରନ୍ତି। କଳା, ସାହିତ୍ୟ, କ୍ରିଡା ଚଳଚ୍ଚିତ୍ର କ୍ଷେତ୍ରରେ ପ୍ରଶଂସା ମିଳିବା ସହ ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପୁରାତନ ରୋଗ ପ୍ରକୋପର ଉପଶମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ।

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର: ବ୍ୟବସାୟୀମାନେ ସ୍ଥଳ ବିଶେଷରେ ବିନା ପରିଶ୍ରମରେ ଅଧିକ ଲାଭ ପାଇବେ । ଧନ ସମ୍ବନ୍ଧୀୟ ମାମଲାରେ ବିବେକ ଦ୍ବାରା ବିଚାର କଲେ ଲାଭ ମିଳିବ । ରାଜନୀତି କ୍ଷେତ୍ରରେ ସମ୍ମାନ ଓ ପ୍ରତିଷ୍ଠା ପାଇ ଅସ୍ଥିରତା ସମ୍ପୂର୍ଣ୍ଣ ଦୂର ହେବ ।

କୁମ୍ଭ: ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ୱ ବିକଶିତ ହେବା ସହ ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବାସହ ଆଶା କରୁଥିବା ଖବର ପାଇ ଖୁସି ହୋଇଯିବେ । ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ ।।

ମୀନ: ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ଚେଷ୍ଟା କରିବେ। ଉଚ୍ଚ ଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ-ସମ୍ପର୍କ ଫଳରେ କର୍ମୋନ୍ନତି ହୋଇପାରେ । ସରକାରୀ କ୍ଷେତ୍ରରେ ଉନ୍ନତି ହେବା ସହ ମାନସିକ ଏକାଗ୍ରତା ବଜାୟ ରଖିପାରିବେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story