ମେଷ: ଆଧ୍ୟାତ୍ମିକ ସ୍ଥାନକୁ ଯାଇପାରନ୍ତି। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।
ବୃଷ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି।
ମିଥୁନ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ପରିବାରରେ ହସଖୁସିର ପରିବେଶ ରହିବ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।
କର୍କଟ: କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ନୂଆ କାମ ଆରମ୍ଭ କରନ୍ତୁ ନାହିଁ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ।
ସିଂହ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ବାପାମା’ଙ୍କ ଆଶୀର୍ବାଦ ମିଳିବ। ମାଲିମକଦ୍ଦମାରେ ବିଜୟୀ ହେବେ।
କନ୍ୟା: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ଆର୍ଥିକ ସ୍ଥିତି ଭଲ ରହିବ। ମାନସମ୍ମାନ ମିଳିବ।
ତୁଳା: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।
ବିଚ୍ଛା: ମନ ଖୁସି ରହିବ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ଜଳାଶୟ ଠାରୁ ଦୂରେଇ ରୁହନ୍ତୁ।
ଧନୁ: ଦିନଟି ଏତେଟା ଭଲରେ କଟିବ ନାହିଁ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଖର୍ଚ୍ଚ ବଢ଼ିବ। ଘରକୁ ଅତିଥି ଆସିପାରନ୍ତି।
ମକର: ବ୍ୟବସାୟରେ ଆଶା ମୁତବାକ ଲାଭ ମିଳିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ବିବାହ ସ୍ଥିର ହୋଇପାରେ।
କୁମ୍ଭ: କାର୍ଯ୍ୟକ୍ଷେତ୍ରରେ ସହଯୋଗୀଙ୍କ ସହଯୋଗ ମିଳିବ। ପଦୋନ୍ନତିର ଯୋଗ ରହିଛି। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।
ମୀନ: ଚାକିରିକୁ ନେଇ ଚିନ୍ତିତ ରହିପାରନ୍ତି। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି।