୨୭ ନଭେମ୍ୱର, ମଙ୍ଗଳବାର: ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ

ମେଷ: ନୂତନ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଅଯଥା ଖର୍ଚ୍ଚ ବଢ଼ିବ। ବୃଷ: ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ଆଗରେ ରହିବେ। କୌଣସି ସ୍ଥାନକୁ ଯାତ୍ରା କରିପାରନ୍ତି। ନିଜ କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ମିଥୁନ: ପରିବାରରେ ହସ ଖୁସିର ବାତାବରଣ ରହିବ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଅସୁସ୍ଥତା ଅନୁଭବ କରିବେ। କର୍କଟ: ମାନ-ସମ୍ମାନ ବୃଦ୍ଧି ପାଇବ। ବ୍ୟବସାୟରେ ଲାଭ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। ସିଂହ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। […]

Rasi-Fala-

Rasi-Fala-

Jyoshna Pradhan
  • Published: Tuesday, 27 November 2018
  • Updated: 27 November 2018, 07:31 AM IST

Sports

Latest News

ମେଷ: ନୂତନ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଅଯଥା ଖର୍ଚ୍ଚ ବଢ଼ିବ।

ବୃଷ: ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ଆଗରେ ରହିବେ। କୌଣସି ସ୍ଥାନକୁ ଯାତ୍ରା କରିପାରନ୍ତି। ନିଜ କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ମିଥୁନ: ପରିବାରରେ ହସ ଖୁସିର ବାତାବରଣ ରହିବ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଅସୁସ୍ଥତା ଅନୁଭବ କରିବେ।

କର୍କଟ: ମାନ-ସମ୍ମାନ ବୃଦ୍ଧି ପାଇବ। ବ୍ୟବସାୟରେ ଲାଭ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ।

ସିଂହ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ପଦନ୍ନୋତିର ଯୋଗ ରହିଛି।

କନ୍ୟା: ଅନୈତିକ କାର୍ଯ୍ୟଠାରୁ ଦୂରେଇ ରୁହନ୍ତୁ। ଖାଦ୍ୟପେୟ ଉପରେ ଧ୍ୟାନ ରଖନ୍ତୁ। ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି।

 ତୁଳା: ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବ। ଧାର୍ମିକ ସ୍ଥାନକୁ ଯାଇପାରନ୍ତି।

 ବିଛା: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ଯାନବାହନ ଦୁର୍ଘଟଣା ଯୋଗ ରହିଛି, ସତର୍କ ରୁହନ୍ତୁ।

 ଧନୁ: ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ଦାମ୍ପତ୍ୟ ଜୀବନ ଭଲରେ କଟିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

 ମକର: ଦିନଟି ଭଲରେ କଟିବ। ଋଣ ଦିଅନ୍ତୁ ନାହିଁ। ପରିବାରରେ ହସ ଖୁସିର ବତାବାରଣ ରହିବ।

 କୁମ୍ଭ: ପେଟ ଯନ୍ତ୍ରଣା ଅନୁଭବ କରିପାରନ୍ତି। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଖର୍ଚ୍ଚ ବଢ଼ିବ।

 ମୀନ: ଚିନ୍ତିତ ରହିବେ। ବୌଦ୍ଧିକ ଚର୍ଚ୍ଚାରେ ଭାଗ ନେଇ ପାରନ୍ତି। ଆର୍ଥିକ ସ୍ଥିତ ଭଲ ରହିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story