୨୭ ଏପ୍ରିଲ,ଶନିବାର: ଆଣ୍ଠୁଗଣ୍ଠିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି

ମେଷ: ଦିନଟି ଭଲରେ କଟିବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ବୃଷ:  ବନ୍ଧୁଙ୍କ ସହ ଦେଖା ହୋଇପାରେ।  ଧାର୍ମିକ ସ୍ଥାନକୁ ଯାତ୍ରା କରିପାରନ୍ତି। ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ମିଥୁନ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ମାନ-ସମ୍ମାନ ମିଳିବ। ଦୁର୍ଘଟଣାର ଯୋଗ ରହିଛି। ସତର୍କ ରୁହନ୍ତୁ। କର୍କଟ: ମନ ଖୁସି ରହିବ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ। ସିଂହ: ଆତ୍ମବିଶ୍ୱାସ ବଢ଼ିବ। ଆଣ୍ଠୁଗଣ୍ଠିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି। କନ୍ୟା: ତରବରିଆ ହୋଇ କୌଣସି […]

astro

astro

Jyoshna Pradhan
  • Published: Saturday, 27 April 2019
  • Updated: 27 April 2019, 07:21 AM IST

ମେଷ: ଦିନଟି ଭଲରେ କଟିବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ବୃଷ:  ବନ୍ଧୁଙ୍କ ସହ ଦେଖା ହୋଇପାରେ।  ଧାର୍ମିକ ସ୍ଥାନକୁ ଯାତ୍ରା କରିପାରନ୍ତି। ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

ମିଥୁନ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ମାନ-ସମ୍ମାନ ମିଳିବ। ଦୁର୍ଘଟଣାର ଯୋଗ ରହିଛି। ସତର୍କ ରୁହନ୍ତୁ।

କର୍କଟ: ମନ ଖୁସି ରହିବ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ।

ସିଂହ: ଆତ୍ମବିଶ୍ୱାସ ବଢ଼ିବ। ଆଣ୍ଠୁଗଣ୍ଠିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି।

କନ୍ୟା: ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଋଣ ଦିଅନ୍ତୁ ନାହିଁ। ସ୍ୱାସ୍ଥ୍ୟର ଯନ୍ତ୍ର ନିଅନ୍ତୁ।

ତୁଳା:  ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଖର୍ଚ୍ଚ ଅଧିକ ହେବ।

ବିଚ୍ଛା: ପରିଶ୍ରମ ଅନୁସାରେ ସଫଳତା ପାଇବେ। ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିବେ। ଜଳାଶୟଠାରୁ ଦୂରେଇ ରୁହନ୍ତୁ।

ଧନୁ:  ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ପରିବାରରେ ହସଖୁସିର ପରିବେଶ ରହିବ। ମୁଣ୍ଡରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

ମକର: ଘରକୁ ଅତିଥି ଆସିପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି।

କୁମ୍ଭ:  ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ପ୍ରତିଦ୍ୱନ୍ଦ୍ୱୀଙ୍କ ଠାରୁ ବିଜୟୀ ହେବେ। ବନ୍ଧୁଙ୍କ ସହ ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି।

ମୀନ: ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story