୨୭ ଡିସେମ୍ବର, ସୋମବାର: ଖର୍ଚ୍ଚାନ୍ତରେ ପଡ଼ିପାରନ୍ତି

ମେଷ: ପୁରାତନ ରୋଗରୁ ଉପଶମ ମିଳିବ। କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ। ବ୍ୟବସାୟୀମାନେ ଅଧିକ ଲାଭ ପାଇବେ। ବୃଷ: ସାମାଜିକ ସ୍ତରରେ ସୁନାମ ଅର୍ଜନ କରିବେ। ବକେୟା ଅର୍ଥ ଆଦାୟ କରିବେ। ଖର୍ଚ୍ଚାନ୍ତରେ ପଡ଼ିପାରନ୍ତି। ମିଥୁନ: କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ। ରାସ୍ତାଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ। କର୍କଟ: ଶରୀର ସୁସ୍ଥ ରହିବ। ସମ୍ପତ୍ତି ସମ୍ବନ୍ଧୀୟ ଶୁଭ ସମାଚାର ଶୁଣିବାକୁ ମିଳିବ। ଆର୍ଥିକ ସ୍ଥିତିରେ ବୃଦ୍ଧି ହେବ। ସରକାରୀ କାର୍ଯ୍ୟରେ ସଫଳତା […]

RASI

RASI

Tapaswini Nayak
  • Published: Monday, 27 December 2021
  • Updated: 27 December 2021, 08:28 AM IST

Sports

Latest News

ମେଷ: ପୁରାତନ ରୋଗରୁ ଉପଶମ ମିଳିବ। କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ। ବ୍ୟବସାୟୀମାନେ ଅଧିକ ଲାଭ ପାଇବେ।

ବୃଷ: ସାମାଜିକ ସ୍ତରରେ ସୁନାମ ଅର୍ଜନ କରିବେ। ବକେୟା ଅର୍ଥ ଆଦାୟ କରିବେ। ଖର୍ଚ୍ଚାନ୍ତରେ ପଡ଼ିପାରନ୍ତି।

ମିଥୁନ: କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ। ରାସ୍ତାଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ।

କର୍କଟ: ଶରୀର ସୁସ୍ଥ ରହିବ। ସମ୍ପତ୍ତି ସମ୍ବନ୍ଧୀୟ ଶୁଭ ସମାଚାର ଶୁଣିବାକୁ ମିଳିବ। ଆର୍ଥିକ ସ୍ଥିତିରେ ବୃଦ୍ଧି ହେବ। ସରକାରୀ କାର୍ଯ୍ୟରେ ସଫଳତା ମିଳିବ।

ସିଂହ: ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଘର ପାଇଁ କିଛି ଜିନିଷ କିଣିପାରନ୍ତି।

କନ୍ୟା: ମାନ-ସମ୍ମାନ ବୃଦ୍ଧି ହେବ। ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ।

ତୁଳା: ସନ୍ତାନଙ୍କ ସମ୍ବନ୍ଧୀୟ କୌଣସି ମହତ୍ୱପୂର୍ଣ୍ଣ କାମ ଆପଣଙ୍କ ଦ୍ୱାରା ହୋଇପାରେ। କର୍ମକ୍ଷେତ୍ରରେ ସାଧାରଣ ବ୍ୟକ୍ତି ବିଶେଷଙ୍କ ଠାରୁ ବିଶେଷ ଲାଭବାନ ହେବେ।

ବିଚ୍ଛା: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ମାନସିକ ଶାନ୍ତି ମିଳିବ। ପରିବାର ସଦସ୍ୟଙ୍କ ସହ ବାହାରକୁ ବୁଲିବାକୁ ଯାଇପାରନ୍ତି।

ଧନୁ: ଧନପ୍ରାପ୍ତିର ଯୋଗ ରହିଛି।  କର୍ମକ୍ଷେତ୍ରରେ ପରିବର୍ତ୍ତନ ହେବା ଫଳରେ ଶାନ୍ତି ପାଇବେ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ମକର: ବିଦ୍ୟାର୍ଥୀମାନେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇ ପାରିବେ। ସ୍ୱାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ। ଜୀବନସାଥୀଙ୍କ ସହ ଅଯଥା ଯୁକ୍ତିତର୍କ ନକରି ଶାନ୍ତ ରହିବା ଉଚିତ।

କୁମ୍ଭ: କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ। ପାରିବାରିକ ଜୀବନ ସୁଖମୟ ହେବ। ରାଜନେତାଙ୍କର ଖ୍ୟାତି ବଢ଼ିବ।

ମୀନ:  କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତି ପାଇବାର ସୁଯୋଗ ପାଇବେ।  ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ଜମି  ବା ଗାଡ଼ି କ୍ରୟ କରିପାରିବେ।

 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos