୨୭ ଡିସେମ୍ବର, ବୁଧବାର; ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ

ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ଓ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ। ବନ୍ଧୁ ମିତ୍ରଙ୍କର ସହଯୋଗରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ ।

Rashi

Representational Image

Niharika Rout
  • Published: Wednesday, 27 December 2023
  • Updated: 27 December 2023, 07:43 AM IST

Sports

Latest News

ମେଷ: ଶାରୀରିକ ପୀଡା ଦୂର ହୋଇ ମାନସିକ ସ୍ଥିରତା ଦେଖାଦେବ । ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରିପାରିବେ । ବିରାଟ ଯୋଜନାର ସଂକଳ୍ପ ନେବା ଫଳରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ।

ବୃଷ: ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ଓ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ। ବନ୍ଧୁ ମିତ୍ରଙ୍କର ସହଯୋଗରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଅନାବଶ୍ୟକ ଖର୍ଚ୍ଚ ଉପରେ ଅଙ୍କୁଶ ଲଗେଇଲେ ଆର୍ଥିକ ସମସ୍ୟା ଦୂର ହୋଇଯିବ ।

ମିଥୁନ: ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ, ଯେକୌଣସି କାର୍ଯ୍ୟରେ ହାତ ଦେବେ ସେଥିରେ ସଫଳ ହେବେ । ବୃତ୍ତିଗତ ଦୃଷ୍ଟିରୁ ସ୍ୱାଭିମାନ ସୁରକ୍ଷିତ ରହିବା ଫଳରେ ପ୍ରଶଂସିତ ହେବେ । ଛାତ୍ରଛାତ୍ରୀ ଶିକ୍ଷାକୁ ଉଚିତ୍ ମନେକରି ପାଠପଢାରେ ମନଯୋଗ ଦେବେ ।

କର୍କଟ: କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ଗୃହରେ ଭାତ୍ରୁବିବାଦ, ପଡ଼ୋଶୀ କଳହ, ଜମି ପାଇଁ ମାଲିମକଦ୍ଦମାର ଅବସାନ ହେବ । ପାରିବାରିକ ସମସ୍ୟା ସମାଧାନ କରି ଶାନ୍ତି ପାଇବେ ଓ ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିପାରେ।

ସିଂହ: ସହକର୍ମୀମାନଙ୍କ ସହଯୋଗ ପାଇ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ। ସରକାରୀ କାମରେ ସଫଳତା ପାଇବେ ଓ ଅଚାନକ ଭାବରେ ଧନ ଲାଭ ହେବ । ଶରୀର ଭଲ ରହିବା ସହ ନୂତନ କର୍ମପ୍ରାପ୍ତି ହୋଇପାରେ ।

କନ୍ୟା: ବ୍ୟବସାୟରେ ଆଶାତୀତ ଲାଭ ପାଇବେ ଓ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସିତ ହେବେ । ସନ୍ତାନର ସୁଖବର ଶୁଣି ଖୁସି ହେବେ ଓ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ ।

ତୁଳା: ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ରାଜନୀତିରେ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ ଓ ଦୂରଯାତ୍ରା କରି ମନ ଖୁସି ରହିବ ।

ବିଚ୍ଛା: ଶାରିରୀକ ସୁସ୍ଥତା ଦେଖା ଦେବା ସହ ମାନସିକ ଶାନ୍ତି ମିଳିବ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବା ସହ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ।

ଧନୁ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ମନ ଭଲ ରହିବ ଓ ଶତୃମାନେ ଦୂର ହେବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ ।

ମକର: ନିଜ କାମ ପାଇଁ ପ୍ରଶଂସା ଓ ପୁରସ୍କାର ପାଇବେ । ଦେବ ଦର୍ଶନ କରିବା ସହିତ ଧର୍ମ ଦିଗରେ ମନୋନିବେଶ କରିବେ । ଧନ ସଂପତ୍ତି ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ପ୍ରତିଦ୍ୱନ୍ଦୀମାନଙ୍କୁ ପରାସ୍ତ କରି ବିଜୟୀ ହେବେ ।

କୁମ୍ଭ: ଦିନଟି ଆପଣଙ୍କୁ ମିଶ୍ରିତ ଫଳ ପ୍ରଦାନ କରିବ । ଶରୀରର କୈାଣସି ଅଙ୍ଗରେ ଆଘାତ ଲାଗିବାର ସମ୍ଭାବନା ରହିଛି। ନିଜର ଲୋକ ବିରୁଦ୍ଧାଚରଣ କରିବେ । ଦାମ୍ପତ୍ୟ ଜୀବନରେ ମନାନ୍ତର ହେବାରୁ ମନ ଭାରାକ୍ରାନ୍ତ ରହିବ ।

ମୀନ: ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆନନ୍ଦିତ ହେବେ । ସାମୁଦାୟିକ ମାମଲା ବା ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ । ବ୍ୟବସାୟ କ୍ଷେତ୍ରରେ ଭୁଲ ବୁଝାମଣା କଟିଯାଇ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story