୨୭ ଜାନୁଆରୀ, ରବିବାର: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ

ମେଷ: ଆର୍ଥିକ ସ୍ଥିତି ଭଲ ରହିବ। ଶରୀର ଫୂର୍ତ୍ତି ରହିବ। ବନ୍ଧୁଙ୍କଠାରୁ ଉପହାର ପାଇ‍ବେ। ବୃଷ: ମିଠା କଥା କହି ଲୋକଙ୍କ ମନ ଜିତିବେ। ଶୁଭ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ସାହିତ୍ୟ କ୍ଷେତ୍ରରେ ରୁଚି ବଢ଼ିବ। ମିଥୁନ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ପାଣି ଠାରୁ ଦୂରେଇ ରୁହନ୍ତୁ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। କର୍କଟ: ଘରେ ହସଖୁସିର ବାତାବରଣ ରହିବ। ବନ୍ଧୁଙ୍କ ସହ ସାକ୍ଷାତ କରିପାରନ୍ତି। ମନ ଖୁସି ରହିବ। ସିଂହ: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। […]

Rasi-Fala

Jyoshna Pradhan
  • Published: Sunday, 27 January 2019
  • , Updated: 27 January 2019, 07:30 AM IST

ମେଷ: ଆର୍ଥିକ ସ୍ଥିତି ଭଲ ରହିବ। ଶରୀର ଫୂର୍ତ୍ତି ରହିବ। ବନ୍ଧୁଙ୍କଠାରୁ ଉପହାର ପାଇ‍ବେ।

ବୃଷ: ମିଠା କଥା କହି ଲୋକଙ୍କ ମନ ଜିତିବେ। ଶୁଭ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ସାହିତ୍ୟ କ୍ଷେତ୍ରରେ ରୁଚି ବଢ଼ିବ।

ମିଥୁନ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ପାଣି ଠାରୁ ଦୂରେଇ ରୁହନ୍ତୁ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ।

କର୍କଟ: ଘରେ ହସଖୁସିର ବାତାବରଣ ରହିବ। ବନ୍ଧୁଙ୍କ ସହ ସାକ୍ଷାତ କରିପାରନ୍ତି। ମନ ଖୁସି ରହିବ।

ସିଂହ: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

କନ୍ୟା: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ । ନୂତନ ବସ୍ତ୍ର କିଣିପାରନ୍ତି। ଘରକୁ ଅତିଥି ଆସିପାରନ୍ତି।

ତୁଳା: ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ଯାନବାହନ କିଣିପାରନ୍ତି। ଅନୈତିକ କାର୍ଯ୍ୟ ଠାରୁ ଦୂରେଇ ରୁହନ୍ତୁ।

ବିଚ୍ଛା: ନୂତନ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ବିବାହ ସ୍ଥିର ହୋଇପାରେ।

ଧନୁ: ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ। ଉଚ୍ଚଅଧିକାରୀଙ୍କ ସହଯୋଗ ମିଳିବ।

ମକର: ଶରୀର ସୁସ୍ଥ ରହିବ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ଉନ୍ନତି କରିବେ। ଅଳସୁଆ ଅନୁଭବ କରିବେ।

କୁମ୍ଭ: ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ଦୁର୍ଘଟଣା ଯୋଗ ରହିଛି। ସତର୍କ ରୁହନ୍ତୁ।

ମୀନ: ମାନ-ସମ୍ମାନ ମିଳିବ। ମାଲି ମକଦ୍ଦମାରେ ବିଜୟୀ ହେବେ। ଈଶ୍ୱରଙ୍କୁ ଆରାଧନା କରନ୍ତୁ।

Related story