୨୭ ମାର୍ଚ୍ଚ, ଶନିବାର: ପାରିବାରିକ ଦ୍ୱନ୍ଦ୍ୱ ମେଣ୍ଟିଯିବ

ମେଷ:ବିବେକ ବୁଦ୍ଧି ଖଟେଇ ଉଚିତ ମାର୍ଗରେ ଗତି କରିବେ। ପାରିବାରିକ କ୍ଷେତ୍ରରେ ସୁସମ୍ପର୍କ ବଜାୟ ରହିବ । ବିଦ୍ୟାରେ ଉନ୍ନତି ହେବାସହ ଖେଳରେ ବିଜୟୀ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ । ବୃଷ: ମହତ୍ୱପୂର୍ଣ୍ଣ କାର୍ଯ୍ୟ କରି ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। କୌଣସି ପ୍ରିୟମିତ୍ରଙ୍କୁ ଦେଇଥିବା କଥା କାର୍ଯ୍ୟରେ ପୂରଣ କରି ଆନନ୍ଦିତ ହେବେ । ପାଖପଡୋଶୀ ପରିବାରରେ ଶାନ୍ତି ଭଙ୍ଗ କରିବାକୁ ପ୍ରୟାସ କରି ପାରନ୍ତି । ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ। […]

RASI

RASI

Niharika Rout
  • Published: Saturday, 27 March 2021
  • Updated: 27 March 2021, 08:35 AM IST

Sports

Latest News

ମେଷ:ବିବେକ ବୁଦ୍ଧି ଖଟେଇ ଉଚିତ ମାର୍ଗରେ ଗତି କରିବେ। ପାରିବାରିକ କ୍ଷେତ୍ରରେ ସୁସମ୍ପର୍କ ବଜାୟ ରହିବ । ବିଦ୍ୟାରେ ଉନ୍ନତି ହେବାସହ ଖେଳରେ ବିଜୟୀ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ବୃଷ: ମହତ୍ୱପୂର୍ଣ୍ଣ କାର୍ଯ୍ୟ କରି ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। କୌଣସି ପ୍ରିୟମିତ୍ରଙ୍କୁ ଦେଇଥିବା କଥା କାର୍ଯ୍ୟରେ ପୂରଣ କରି ଆନନ୍ଦିତ ହେବେ । ପାଖପଡୋଶୀ ପରିବାରରେ ଶାନ୍ତି ଭଙ୍ଗ କରିବାକୁ ପ୍ରୟାସ କରି ପାରନ୍ତି । ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ: ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି ହେବ। ସମାଜସେବା, ଲୋକସମ୍ପର୍କ, ଧାର୍ମିକ ଅନୁଷ୍ଠାନରେ ଯଶସ୍ୱୀ ହେବେ। ନୂଆ ଯୋଜନାରେ ସଫଳ ହେବେ ଓ ଆର୍ଥିକ ସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ ।  ପ୍ରତିକାର-ମା’ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ: ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦ ମର୍ଯ୍ୟାଦା ବୃଦ୍ଧି ପାଇବ । ଶତ୍ରୁ ଓ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ । ପ୍ରତିକାର-କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ: ସାମାଜିକ କ୍ଷେତ୍ରରେ ସଫଳତା ପାଇବା ପାଇଁ ଅଧିକ ଧାଁ ଦଉଡ଼ କରିବାକୁ ପଡ଼ିବ । ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କନ୍ୟା:ବ୍ୟବସାୟରେ ଆୟ ବୃଦ୍ଧି ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ । କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ । ପ୍ରତିକାର:-ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା: ସରକାରୀ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ହେବା ଫଳରେ ଅତ୍ୟନ୍ତ ଲାଭଦାୟକ ହେବ। କର୍ମକ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ଆର୍ଥିକ ସଙ୍କଟ ଦୂରେଇ ଯାଇ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ପ୍ରତିକାର-ମହୁ ଖାଇ ଘରୁ ବାହାରନ୍ତୁ।

ବିଚ୍ଛା: ସାମାଜିକ ଉତ୍ସବରେ ଯୋଗ ଦେଲେ ସଫଳତା ମିଳିବ। ବ୍ୟବସାୟ କ୍ଷେତ୍ରରେ ପୁରୁଣା ଧନଲାଭ ହେବାରୁ ଖୁସି ହେବେ । ନିଜ ଆତ୍ମୀୟ ଲୋକଙ୍କର ଶୁଭ ସମ୍ବାଦ ପାଇ ପାରନ୍ତି ।

ଧନୁ: ଆର୍ଥିକ ସାହାଯ୍ୟ ପାଇ ବ୍ୟବସାୟୀମାନେ ବିଶେଷ ଲାଭାନ୍ୱିତ ହେବେ।  କର୍ମକ୍ଷେତ୍ରରେ ଶୁଭ ଖବର ପାଇ ଖୁସି ହେବେ । ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ହଠାତ ମିଳିଯିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମକର: ଶିକ୍ଷାକ୍ଷେତ୍ରରେ ଅପେକ୍ଷା କରିଥିବା କାମରେ ଶୁଭ ସୂଚନା ପାଇବେ । କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହଯୋଗରେ ଉନ୍ନତି ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:-ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କୁମ୍ଭ: ବ୍ୟବସାୟୀମାନଙ୍କର କାରବାର ବଢିବା ସହ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି। ଛାତ୍ରଛାତ୍ରୀମାନେ ମିତ୍ରଙ୍କ ସାହାଯ୍ୟ ଦ୍ୱାରା କାର୍ଯ୍ୟ ହାସଲ କରିବେ।  ଆର୍ଥିକ ସମସ୍ୟାର ସମାଧାନ ହେବ। ପ୍ରତିକାର-ଆମିଷ ସେବନ କରନ୍ତୁ ନାହିଁ।

ମୀନ: କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ମିଳିବା ସହ ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ।  ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ୱନ୍ଦ୍ୱ ମେଣ୍ଟିଯିବ। ଅନେକ କାର୍ଯ୍ୟ ସହଜରେ ସମାଧାନ ହୋଇଯାଇ ପାରେ । ପ୍ରତିକାର-ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story