୨୭ ନଭେମ୍ବର, ସୋମବାର; ସୁସ୍ୱାଦୁ ଭୋଜନ କରିବେ

 କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟାର ସମାଧାନ ହୋଇଯିବ।

Rasi PhotoOR

Rasi

Tapaswini Nayak
  • Published: Monday, 27 November 2023
  • Updated: 27 November 2023, 07:43 AM IST

Sports

Latest News

ମେଷ: ରାଜନୀତି କରୁଥିବା ବ୍ୟକ୍ତି ସଫଳତା ପାଇବେ ଓ ଦୂରସ୍ଥାନକୁ ଯାତ୍ରା କରିବେ। ପାରିବାରିକ ସମସ୍ୟା ଯାହାଥିଲା ତାହା ସମାଧାନ ହେବାରୁ ମନ ଖୁସି ରହିବେ। ଦାମ୍ପତ୍ୟ ଜୀବନ ସୁଖମୟ ରହିବ ଓ ସୁସ୍ୱାଦୁ ଭୋଜନ କରିବେ ।

ବୃଷ: ଦୂରସ୍ଥାନକୁ ଯାତ୍ରା କରିବା ସହିତ ନୂଆ ବନ୍ଧୁଙ୍କ ସହିତ ମିଳନ ହେବ । ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବ ଓ ବ୍ୟବସାୟରେ ଲାଭ ପାଇବେ । ଛାତ୍ରଛାତ୍ରୀ ମାନେ ପାଠପଢ଼ାରେ ଉନ୍ନତି କରିବେ ଓ ଚାକିରି କ୍ଷେତ୍ରରେ ସଫଳତା ପାଇବେ ।

Also Read

ମିଥୁନ: ସନ୍ତାନମାନଙ୍କର ସ୍ଵଭାଵ, ଆଚରଣ ବାପାମାଙ୍କ ମନରେ କଷ୍ଟ ଦେବ । ବ୍ୟବସାୟରେ କ୍ଷତି ସହିବାରୁ ମନରେ ଅସ୍ଥିରତା ବୃଦ୍ଧି ହେବ । ପୂଜାପୁଜିରେ ଅଧିକ ସମୟ ଅତିବାହିତ କରିବେ ଓ ଘରକୁ ବନ୍ଧୁଙ୍କର ଆଗମନ ହେବ ।

କର୍କଟ: ସାମୂହିକ ପ୍ରୟାସ ଓ ସହଯୋଗ ଦ୍ୱାରା ଆଗକୁ ବଢିବା ସମ୍ଭବ ହେବ । ପ୍ରକୃତିସ୍ଥ ହୋଇ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହିହେବ। ପୁରୁଣା ରୋଗର ପ୍ରକୋପ ବୃଦ୍ଧି ପାଇବା ସହ ଶତ୍ରୃମାନେ ପୁଣି ଥରେ ପଛରେ ପଡ଼ି ପାରନ୍ତି।

ସିଂହ: ଶୁଭ କାମ କରି ପ୍ରଶଂସିତ ହେବେ ଓ ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ଭାଗିଦାରଙ୍କ ସହ ମିଶି ବ୍ୟବସାୟ ବୃଦ୍ଧି କରିବେ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। ରାଜନୀତିରେ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ ଓ ଦୂରଯାତ୍ରା କରି ମନ ଖୁସି ରହିବ ।

ବିଚ୍ଛା: ଶାରିରୀକ ସୁସ୍ଥତା ଦେଖା ଦେବା ସହ ମାନସିକ ଶାନ୍ତି ମିଳିବ। ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବା ସହ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ।

ଧନୁ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ମନ ଭଲ ରହିବ ଓ ଶତୃମାନେ ଦୂର ହେବେ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ ।

ମକର: କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟାର ସମାଧାନ ହୋଇଯିବ। କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବା ସହ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ ।

କୁମ୍ଭ: ପିଲାମାନଙ୍କର କିଛି ସମସ୍ୟା ଓ ପରିବାରରେ ହଠାତ୍ କୌଣସି ଘଟଣା ମନକୁ ବିବ୍ରତ କରିପାରେ। ବନ୍ଧୁଙ୍କ ଉପରେ ବୃଥା ସନ୍ଦେହ କରନ୍ତୁ ନାହିଁ । ଯାହାଦ୍ୱାରା ଲାଭ ବଦଳରେ କ୍ଷତି ହିଁ ହେବ । ଜମିଜମା, ପରିବହନରେ ସମସ୍ୟା ଦେଖା ଦେଇପାରେ ।

ମୀନ: ପ୍ରତ୍ୟେକ ଦିଗରୁ ଅନୁକୂଳ ବାତାବରଣ ସୃଷ୍ଟି ହେବ । ଅଟକି ରହିଯାଇଥିବା କାମଗୁଡିକ ସମ୍ପନ୍ନ ହେବ । ରାଜନୀତି କ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦନ କରିବେ । ଧାର୍ମିକ ଅନୁଷ୍ଠାନରୁ ସମ୍ମାନ ଲାଭ କରିବାର ସୁଯୋଗ ପାଇବେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story