୨୭ ଅକ୍ଟୋବର,ବୁଧବାର: ଆୟ ଅପେକ୍ଷା ବ୍ୟୟ ଅଧିକ ହେବ

ମେଷ: ସନ୍ତାନଙ୍କର ଉନ୍ନତିରେ ଉତ୍ସାହିତ ହେବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ। ଶରୀର ସୁସ୍ଥ ରହିବ। ଶତ୍ରୁମାନେ ପରାସ୍ତ ହେବେ। ବୃଷ: ମାନ-ସମ୍ମାନ ବୃଦ୍ଧି ହେବ। ବନ୍ଧୁଙ୍କ ସାହାଯ୍ୟ ପାଇବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ମିଥୁନ: ପିଲାମାନଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ଘର ପାଇଁ କିଛି ଜିନିଷ କିଣିପାରନ୍ତି। କର୍କଟ: କଳା ଓ ସାହିତ୍ୟ ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପତିପତ୍ନୀଙ୍କ ମଧ୍ୟରେ […]

RASI

Tapaswini Nayak
  • Published: Wednesday, 27 October 2021
  • , Updated: 27 October 2021, 10:05 AM IST

ମେଷ: ସନ୍ତାନଙ୍କର ଉନ୍ନତିରେ ଉତ୍ସାହିତ ହେବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ। ଶରୀର ସୁସ୍ଥ ରହିବ। ଶତ୍ରୁମାନେ ପରାସ୍ତ ହେବେ।

ବୃଷ: ମାନ-ସମ୍ମାନ ବୃଦ୍ଧି ହେବ। ବନ୍ଧୁଙ୍କ ସାହାଯ୍ୟ ପାଇବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ।

ମିଥୁନ: ପିଲାମାନଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ଘର ପାଇଁ କିଛି ଜିନିଷ କିଣିପାରନ୍ତି।

କର୍କଟ: କଳା ଓ ସାହିତ୍ୟ ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପତିପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ। ଯାତ୍ରା କରନ୍ତୁ ନାହିଁ।

ସିଂହ: ବ୍ୟବସାୟରେ ଅଧିକ ଲାଭ ମିଳିବ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହୋଇ ପାରନ୍ତି। ମାଲିମୋକଦ୍ଦମାର ଆପୋଷ ସମାଧାନର ରାସ୍ତା ଖୋଲିଯିବ।

କନ୍ୟା: ଦିନଟି ଭଲରେ କଟିବ। ପରିବାର ସଦସ୍ୟଙ୍କ ସହ ବାହାରକୁ ବୁଲିବାକୁ ଯାଇପାରନ୍ତି। ଆୟ ଅପେକ୍ଷା ବ୍ୟୟ ଅଧିକ ହେବ।

ତୁଳା: ଧାର୍ମିକ କାର୍ଯ୍ୟରେ ଯୋଗ ଦେଇଇପାରନ୍ତି। ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡ଼ିବ।

ବିଚ୍ଛା: ସରକାରୀ କ୍ଷେତ୍ରରୁ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। ଛାତ୍ରଛାତ୍ରୀମାନେ ପାଠପଢ଼ାରେ ଉନ୍ନତି କରିବେ।

ଧନୁ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ଆୟ ଅଧିକ ହେବ। ବନ୍ଧୁଙ୍କ ସହ ବାହାରକୁ ବୁଲିବାକୁ ଯାଇପାରନ୍ତି।

ମକର: କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ଘର ପାଇଁ କିଛି ଜିନିଷ କିଣିପାରନ୍ତି।

କୁମ୍ଭ: କାର୍ଯ୍ୟକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ। ଦୁର୍ବଳ ବା ବୃଦ୍ଧ ଲୋକମାନଙ୍କୁ ସାହାଯ୍ୟର ହାତ ବଢ଼େଇବେ। କୌଣସି ସହକର୍ମୀ ଆପଣଙ୍କ ପ୍ରତି ଈର୍ଷାନ୍ୱିତ ହେବେ, ତେବେ କିଛି କ୍ଷତି କରିପାରିବେ ନାହିଁ।

ମୀନ: ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ।  ପରିବାରରେ ହସ ଖୁସିରେ ବାତାବରଣ  ରହିବ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହେବ।

 

 

 

Related story