୨୭ ସେପ୍ଟେମ୍ବର, ବୁଧବାର: ସୁବର୍ଣ୍ଣ ସୁଯୋଗ ହାତଛଡା ହୋଇପାରେ

ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବାସହ ନୂତନ କର୍ମ ସଂସ୍ଥାନରେ ନିଯୁକ୍ତି ପାଇବାର ଯୋଗ ରହିଛି । ଯଦି କୌଣସି ପୁରାତନ ଯୋଜନାକୁ କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନେବା ଉଚିତ୍ ।

Rashi

Representational Image

Niharika Rout
  • Published: Wednesday, 27 September 2023
  • Updated: 27 September 2023, 07:44 AM IST

ମେଷ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସହ ମାନସିକ ଶାନ୍ତି ଅନୁଭବ କରିବେ । ପାରିବାରିକ କ୍ଷେତ୍ରରେ ସ୍ନେହ ଭାବ ବୃଦ୍ଧିହୋଇ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ବ୍ୟବସାୟରେ ଆଶାତୀତ ଲାଭ ପାଇ ସୁଖ ଶାନ୍ତିରେ ଦିନଟି କାଟିବେ ।

ବୃଷ: ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବାସହ ନୂତନ କର୍ମ ସଂସ୍ଥାନରେ ନିଯୁକ୍ତି ପାଇବାର ଯୋଗ ରହିଛି । ଯଦି କୌଣସି ପୁରାତନ ଯୋଜନାକୁ କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନେବା ଉଚିତ୍ । ଜମିବାଡ଼ି ନେଇ କେତେକ ସମସ୍ୟାର ସମାଧାନ ହୋଇପାରିବ ।

ମିଥୁନ: ସାଂସାରିକ ଜୀବନ ସୁଖମୟ ହେବାସହ ବ୍ୟବସାୟରେ ବିଶେଷ ଲାଭବାନ ହେବେ । ବିଦ୍ୟାର୍ଥୀମାନଙ୍କ ପାଇଁ ସମୟ ବିଶେଷ ଅନୁକୂଳ ଥିବାରୁ ଉଚ୍ଚଶିକ୍ଷା ପାଇବାର ସୁବିଧା ସୁଯୋଗ ପାଇବେ । ଅନ୍ଧ ଭାବରେ କାହାକୁ ବିଶ୍ଵାସ କରିଲେ କ୍ଷତି ହୋଇପାରେ।

କର୍କଟ: ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ କରିପାରନ୍ତି । ରାଜନୈତିକ କ୍ଷେତ୍ରରେ ଶତ୍ରୁମାନେ ମିତ୍ର ଭାବେ କାର୍ଯ୍ୟ କରିବେ ।ପରିବାରରେ ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ ।

ସିଂହ: ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ପ୍ରେରଣା ପାଇ ଉଚିତ ପନ୍ଥା ଗ୍ରହଣ କରିବେ । ଇନ୍ଦ୍ରିୟପରାୟଣତା ଉପରେ ଅଧିକ ଗୁରୁତ୍ୱ ଦେବେ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପୁରାତନ ରୋଗ ପ୍ରକୋପର ଉପଶମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ।

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର: ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଅଧା ହୋଇ ପଡ଼ିଥିବା କାର୍ଯ୍ୟ ପୂରଣ କରିବେ । ବ୍ୟବସାୟୀମାନେ ବିଶେଷ ଲାଭବାନ ହେବା ସହ ଆର୍ଥିକ ଉନ୍ନତି ହେବ । ଧନଧାନ୍ୟ, ମାନସମ୍ମାନ ପ୍ରତିଷ୍ଠା ପରାକ୍ରମ ବୃଦ୍ଧି ପାଇବାସହ ଗୃହରେ ସୁଖଶାନ୍ତି ବିରାଜମାନ କରିବ ।

କୁମ୍ଭ: ଶରୀର ସୁସ୍ଥ ରହିବା ସହ ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ସୁଯୋଗ ପାଇବେ । ପୈତୃକ ସମ୍ପତ୍ତି ପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବା ଫଳରେ ଉଚ୍ଚ ଆଶାରେ ଆଗେଇବେ । ବନ୍ଧୁ ବାନ୍ଧବ ମାନଙ୍କର ସହଯୋଗରେ ବ୍ୟବସାୟରେ ଉତ୍ସାହବର୍ଦ୍ଧକ ସମାଚାର ପାଇ ଖୁସିହେବେ ।

ମୀନ: ସ୍ଵାର୍ଥକୁ କେନ୍ଦ୍ର କରି ସୁବର୍ଣ୍ଣ ସୁଯୋଗକୁ ହାତଛଡା କରି ପାରନ୍ତି । ଆବଶ୍ୟକସ୍ଥଳେ ଛଳନାର ଆଶ୍ରୟ ନେଇ ନିଜର ବ୍ୟକ୍ତିତ୍ୱ ଅକ୍ଷୁର୍ଣ୍ଣ ରଖିବେ । ଆୟର ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର୍ଯ୍ୟରେ ଖର୍ଚ୍ଚ କରିବେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story