୨୭ ସେପ୍ଟେମ୍ୱର, ଗୁରୁବାର: ଏହି ରାଶିର ବ୍ୟକ୍ତି ପେଟରେ ଯନ୍ତ୍ରଣା ଅନୁଭବ କରିବେ

ମେଷ: ଦିନଟି ଖୁସିରେ କଟିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମଳିବ। ଘରେ ହସଖୁସିର ବାତାବରଣ ରହିବ। ଆର୍ଥିକ ସ୍ଥିତି ଭଲ ରହିବ। ବୃଷ: ଚିନ୍ତିତ ରହିବେ। ଖର୍ଚ୍ଚ ବଢ଼ିବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଅସୁସ୍ଥ ଅନୁଭବ କରିବେ। ମିଥୁନ: ବ୍ୟବସାୟରେ ଲାଭ ମିଳିବ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ବିବାହ ସ୍ଥିର ହୋଇପାରେ। ଅଧିକ ପରିଶ୍ରମ କରିବାକୁ ପଡ଼ିବ। କର୍କଟ: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ପଦୋନ୍ନତିର ଯୋଗ ରହିଛି। ମାଆଙ୍କ ଆଶୀର୍ବାଦ ମିଳିବ। ମନ ପ୍ରଫୁଲ୍ଲିତ ରହିବ। […]

Rasi-Falal

Rasi-Falal

Jyoshna Pradhan
  • Published: Thursday, 27 September 2018
  • Updated: 27 September 2018, 07:44 AM IST

Sports

Latest News

ମେଷ: ଦିନଟି ଖୁସିରେ କଟିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମଳିବ। ଘରେ ହସଖୁସିର ବାତାବରଣ ରହିବ। ଆର୍ଥିକ ସ୍ଥିତି ଭଲ ରହିବ।

ବୃଷ: ଚିନ୍ତିତ ରହିବେ। ଖର୍ଚ୍ଚ ବଢ଼ିବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଅସୁସ୍ଥ ଅନୁଭବ କରିବେ।

ମିଥୁନ: ବ୍ୟବସାୟରେ ଲାଭ ମିଳିବ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ବିବାହ ସ୍ଥିର ହୋଇପାରେ। ଅଧିକ ପରିଶ୍ରମ କରିବାକୁ ପଡ଼ିବ।

କର୍କଟ: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ପଦୋନ୍ନତିର ଯୋଗ ରହିଛି। ମାଆଙ୍କ ଆଶୀର୍ବାଦ ମିଳିବ। ମନ ପ୍ରଫୁଲ୍ଲିତ ରହିବ।

ସିଂହ: ଅଳସୁଆ ଅନୁଭବ କରିବେ। ପେଟରେ ଯନ୍ତ୍ରଣା ଅନୁଭବ କରିବେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ।

କନ୍ୟା: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଖାଦ୍ୟପେୟ ଉପରେ ଧ୍ୟାନ ଦିଅନ୍ତୁ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ତୁଳା: ଘରେ ହସଖୁସିରେ ସମୟ କଟିବ। କୌଣସି ସାମାଜିକ କାର୍ଯ୍ୟ ପାଇଁ ବାହାରକୁ ଯାଇ ପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି।

ବିଚ୍ଛା: ଫୂର୍ତ୍ତି ରହିବେ। ଶତ୍ରୁଙ୍କ ଠାରୁ ଦୂରେଇ ରୁହନ୍ତୁ। ସହକର୍ମୀଙ୍କ ସହଯୋଗ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ।

ଧନୁ: ଅଯଥା କଥାରେ ରାଗନ୍ତୁ ନାହିଁ। କଳାସଂସ୍କୃତି କ୍ଷେତ୍ରରେ ରୁଚି ବଢ଼ିବ। ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଚିନ୍ତିତ ରହିବେ।

ମକର: ଦିନଟି ଅନୁକୂଳ ରହିବ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଗୋଡ଼ରେ ଆଘାତ ଲାଗିପାରେ।

କମ୍ଭ: ଲାଗି ରହିଥିବା ଚିନ୍ତାରୁ ମୁକ୍ତି ମିଳିବ। ଧାର୍ମିକ ସ୍ଥାନକୁ ଯାତ୍ରା କରି ପାରନ୍ତି। ଯାନବାହନ କିଣି ପାରନ୍ତି। ଘରକୁ ଅତିଥି ଆସିପାରନ୍ତି।

ମୀନ: ନକାରାତ୍ମକ ଚିନ୍ତାକୁ ମନରୁ ବାହାର କରନ୍ତୁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।  ରାସ୍ତାରେ ଯା’ଆସ କଲା ବେଳେ ସାବଧାନତା ଅବଳମ୍ବନ କରନ୍ତୁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story