୨୮ ଫେବୃଆରୀ, ଗୁରୁବାର: ଶରୀରରେ ଆଘାତ ଲାଗିପାରେ

ମେଷ: ଖର୍ଚ୍ଚ ବଢ଼ିବ। ନୂତନ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ଘରକୁ ଅତିଥି ଆସିପାରନ୍ତି। ବୃଷ: ବ୍ୟବସାୟରେ ପରିବର୍ତ୍ତନ କରିପାରନ୍ତି। ବନ୍ଧୁଙ୍କ ସହ ସାକ୍ଷାତ କରିପାରନ୍ତି। ପରିବାରରେ ହସଖୁସିର ସମୟ ବିତାଇବେ। ମିଥୁନ: ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ସନ୍ଧ୍ୟାରେ ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। କର୍କଟ: ଋଣ ଦିଅନ୍ତୁ ନାହିଁ। ଯାନବାହନ କିଣିବାର ଯୋଗ ରହିଛି। ମାନସମ୍ମାନ ମିଳିବ। ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ସିଂହ: ଆର୍ଥିକ ସ୍ଥିତି ଭଲ ରହିବ। ବିଦେଶକୁ […]

Rasi-Fala

Jyoshna Pradhan
  • Published: Thursday, 28 February 2019
  • , Updated: 28 February 2019, 07:38 AM IST

ମେଷ: ଖର୍ଚ୍ଚ ବଢ଼ିବ। ନୂତନ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ଘରକୁ ଅତିଥି ଆସିପାରନ୍ତି।

ବୃଷ: ବ୍ୟବସାୟରେ ପରିବର୍ତ୍ତନ କରିପାରନ୍ତି। ବନ୍ଧୁଙ୍କ ସହ ସାକ୍ଷାତ କରିପାରନ୍ତି। ପରିବାରରେ ହସଖୁସିର ସମୟ ବିତାଇବେ।

ମିଥୁନ: ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ସନ୍ଧ୍ୟାରେ ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି।

କର୍କଟ: ଋଣ ଦିଅନ୍ତୁ ନାହିଁ। ଯାନବାହନ କିଣିବାର ଯୋଗ ରହିଛି। ମାନସମ୍ମାନ ମିଳିବ। ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ।

ସିଂହ: ଆର୍ଥିକ ସ୍ଥିତି ଭଲ ରହିବ। ବିଦେଶକୁ ଯାତ୍ରା କରିପାରନ୍ତି। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଅସୁସ୍ଥ ଅନୁଭବ କରିବେ।

କନ୍ୟା: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ଶରୀରରେ ଆଘାତ ଲାଗି ପାରେ। ଦାମ୍ପତ୍ୟ ଜୀବନରେ ଖୁସିରେ କଟିବ।

ତୁଳା: ଘର ପାଇଁ କୌଣସି ଦାମୀ ଜିନିଷ କିଣିପାରନ୍ତି। ପିଲାଙ୍କୁ ନେଇ ଚିନ୍ତିତ ରହିପାରନ୍ତି। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ।

ବିଚ୍ଛା: ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ପ୍ରେମରେ ସଫଳତା ମିଳିବ। ମନ ଖୁସି ରହିବ।

ଧନୁ: ବ୍ୟସ୍ତତା ଭିତରେ ଦିନଟି କଟିବ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ଦୁର୍ଘଟଣା ଯୋଗ ରହିଛି। ସତର୍କ ରୁହନ୍ତୁ।

ମକର: ଘର ସଫା ରଖନ୍ତୁ। ଭାଇଙ୍କଠାରୁ ପରାମର୍ଶ ନେଇପାରନ୍ତି। ବନ୍ଧୁଙ୍କ ସହ ପର୍ଯ୍ୟଟନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି।

କୁମ୍ଭ: ବ୍ୟବସାୟରେ ଲାଗି ରହିଥିବା ସମସ୍ୟା ଦୂର ହେବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ଅଫିସ୍‌ରେ ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ।

ମୀନ: ସ୍ୱାସ୍ଥ୍ୟ ଭଲ ରହିବ। ମିଠା କଥା କହି ଲୋକଙ୍କ ମନ ଜିତିବେ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ।

Related story