୨୮ ଜୁଲାଇ, ବୁଧବାର: ଅଚାନକ ଧନ ପ୍ରାପ୍ତି ହେବ

ମେଷ: ସହକର୍ମୀଙ୍କ ସହ ବାଦବିବାଦର ଅବସାନ ଘଟିବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ । ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ । ବୃଷ:ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ । ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ । ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହୋଇ ହସଖୁସିରେ ସମୟ ବିତାଇବେ । ମିଥୁନ:ସ୍ୱାସ୍ଥ୍ୟ ଦିଗରୁ […]

RASI

RASI

Niharika Rout
  • Published: Wednesday, 28 July 2021
  • Updated: 28 July 2021, 08:37 AM IST

Sports

Latest News

ମେଷ: ସହକର୍ମୀଙ୍କ ସହ ବାଦବିବାଦର ଅବସାନ ଘଟିବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ । ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ।

ବୃଷ:ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ । ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ । ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହୋଇ ହସଖୁସିରେ ସମୟ ବିତାଇବେ ।

ମିଥୁନ:ସ୍ୱାସ୍ଥ୍ୟ ଦିଗରୁ ଆଶ୍ୱସ୍ତି ଲାଭ କରିବେ ଓ କର୍ମକ୍ଷେତ୍ରରେ ଆୟ ବୃଦ୍ଧି ହେବ। ପରିବାର ଲୋକଙ୍କର ସାହାଯ୍ୟ ସହଯୋଗ ହେତୁ ଖୁସି ହେବେ । ଅଚାନକ ଭାବରେ ଧନ ପ୍ରାପ୍ତି କରିବାର ସୁଯୋଗ ମିଳିବ।

କର୍କଟ:ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ବ୍ୟବସାୟ ବାଣିଜ୍ୟ କାରବାରରେ ଲାଭବାନ ହେବେ। ନିମ୍ନବର୍ଗଙ୍କ ସହାୟତା ପାଇ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବା ସହ ସୁନାମ ଅର୍ଜନ କରିବେ।ପ୍ରତିକାର-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ

ସିଂହ:ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ।   ସହକର୍ମୀ ଓ ପଦାଧିକାରୀମାନେ ସହଯୋଗ କରିବେ। ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବା ସହ ପାରିବାରିକ ଜୀବନ ଆନନ୍ଦମୟ ହେବ ।ପ୍ରତିକାର:-ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

କନ୍ୟା:ସ୍ୱାସ୍ଥ୍ୟ ଠିକ୍ ରହିବା ସହ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ । ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବା ଫଳରେ ଆନନ୍ଦିତ ହେବେ।

ତୁଳା: ବିପୁଳ ଅର୍ଥଲାଭର ଯୋଗ ରହିଛି। ନୂତନ ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିପାରନ୍ତି। ବନ୍ଧୁଙ୍କ ସାହାଯ୍ୟ ସହଯୋଗ ପାଇବେ, ସାମାନ୍ୟ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ବିଛା: ବ୍ୟବସାୟରେ ଲାଭବାନ ହେବେ। ମହିଳା ଏବଂ ପିଲାମାନେ ଆନନ୍ଦିତ ହେବେ। ଶରୀରରେ ସାମାନ୍ୟ ଆଘାତ ଲାଗିପାରେ, ସତର୍କ ରୁହନ୍ତୁ।

ଧନୁ: କର୍ମକ୍ଷେତ୍ରରେ ବାଦବିବାଦ ଦେଖା ଦେଇପାରେ। ବ୍ୟବସାୟରେ ଲାଭବାନ ହେବେ । ମହିଳା ଓ ଛାତ୍ରଛାତ୍ରୀ ମାନେ ଖୁସି ରହିବେ।

ମକର: ଛାତ୍ରଛାତ୍ରୀମାନେ କ୍ୟାରିଅରକୁ ନେଇ ଚିନ୍ତିତ ରହିବେ। ସହଜରେ ସବୁ କାମ ହୋଇ ନପାରେ। ଗାଡ଼ିରେ ଯା’ଆସ କଲା ବେଳେ ସାବଧାନତା ଅବଲମ୍ବନ କରନ୍ତୁ।

କୁମ୍ଭ: ସଫଳତା ମିଳିବ। ବିଦେଶରେ ବ୍ୟବସାୟ କରୁଥିବା ବ୍ୟକ୍ତି ବଡ଼ ଡିଲ୍ କରିପାରନ୍ତି। ବକେୟା ଅର୍ଥକୁ ନେଇ ବିବାଦ ହୋଇପାରେ।

ମୀନ: ଗୁପ୍ତଶତ୍ରୁଙ୍କ କାର୍ଯ୍ୟକଳାପ ମନରେ ଭୟ ସୃଷ୍ଟି କରିବ। କର୍ମକ୍ଷେତ୍ରରେ ଅଶାନ୍ତି ଓ ବିବାଦ ଦେଖାଦେବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story