୨୮ ଏପ୍ରିଲ,ରବିବାର: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ

ମେଷ: ମାନ-ସମ୍ମାନ ମିଳିବ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଘରେ ହସଖୁସିର ପରିବେଶ ରହିବ। ବୃଷ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଖର୍ଚ୍ଚ ବଢ଼ିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ମିଥୁନ:  ଦିନଟି ଭଲରେ କଟିବ। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇବେ। କର୍କଟ: ବାଦ-ବିବାଦ ଠାରୁ ଦୂରରେ ରୁହନ୍ତୁ। ଛାତିରେ ଯନ୍ତ୍ରଣା ଅନୁଭବ କରିବେ। ଅପରାହ୍ଣ ପରେ ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ସିଂହ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ଆର୍ଥିକ […]

astro

astro

Jyoshna Pradhan
  • Published: Sunday, 28 April 2019
  • Updated: 28 April 2019, 07:09 AM IST

Sports

Latest News

ମେଷ: ମାନ-ସମ୍ମାନ ମିଳିବ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଘରେ ହସଖୁସିର ପରିବେଶ ରହିବ।

ବୃଷ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଖର୍ଚ୍ଚ ବଢ଼ିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ମିଥୁନ:  ଦିନଟି ଭଲରେ କଟିବ। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇବେ।

କର୍କଟ: ବାଦ-ବିବାଦ ଠାରୁ ଦୂରରେ ରୁହନ୍ତୁ। ଛାତିରେ ଯନ୍ତ୍ରଣା ଅନୁଭବ କରିବେ। ଅପରାହ୍ଣ ପରେ ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ।

ସିଂହ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ଆର୍ଥିକ ସ୍ଥିତି ଭଲ ରହିବ। ସାଙ୍ଗସାଥୀଙ୍କ ସହ ଆଜି ଦିନଟି କଟିବ।

କନ୍ୟା: ନକାରାତ୍ମକ ଚିନ୍ତାଠାରୁ ଦୂରରେ ରୁହନ୍ତୁ। ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ। ଛାତ୍ରଛାତ୍ରୀମାନେ ପାଠପଢ଼ାରେ ଧ୍ୟାନ ଦେବେ ନାହିଁ।

ତୁଳା: ସାହିତ୍ୟ ଓ କଳାକ୍ଷେତ୍ରରେ ରୁଚି ବଢ଼ିବ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ଆୟ ବଢ଼ିବ।

ବିଛା: ବିଦେଶରୁ ଖୁସି ଖବର ଶୁଣିପାରନ୍ତି। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

ଧନୁ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ମକର: ଯାନବାହନ ଚଲାଇଲା ବେଳେ ସତର୍କତା ଅବଲମ୍ବନ କରନ୍ତୁ। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ମନ ବିଚଳିତ ରହିବ।

କୁମ୍ଭ: ଅସୁସ୍ଥ ଅନୁଭବ କରିବେ। କୌଣସି କାର୍ଯ୍ୟରେ ମନ ଲାଗିବ ନାହିଁ। ଧାର୍ମିକ ସ୍ଥାନକୁ ଯାତ୍ରା କରିପାରନ୍ତି।

ମୀନ: ଧନପ୍ରାପ୍ତି ଯୋଗ ରହିଛି। ଅଧିକ ପରିଶ୍ରମ କରିବାକୁ ପଡ଼ିପାରେ। ଖର୍ଚ୍ଚ ବଢ଼ିବ।

 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos