୨୮ ଅଗଷ୍ଟ, ସୋମବାର: ଜମିଜମା ପାଇଁ ବାଦବିବାଦ ସୃଷ୍ଟି ହୋଇପାରେ

ମାନସିକ ଅସ୍ଥିରତା ସାଙ୍ଗକୁ କଡ଼ା ମିଜାଜର କଥା ପରିସ୍ଥିତିକୁ ସଙ୍ଗିନ କରିଦେଇପାରେ । ଯେତେ ଚେଷ୍ଟା କଲେ ମଧ୍ୟ କାମଗୁଡିକ ଯଥା ସମୟରେ ସମ୍ପନ୍ନ କରିପାରିବେ ନାହିଁ ।

Rasi PhotoOR

Rasi

Tapaswini Nayak
  • Published: Monday, 28 August 2023
  • Updated: 28 August 2023, 08:02 AM IST

ମେଷ: ଅଯଥା ଖର୍ଚ୍ଚ ବୃଦ୍ଧି ହେବାରୁ ମନ ଭଲ ରହିବ ନାହିଁ । କିନ୍ତୁ ନିର୍ମାଣଧୀନ କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । କର୍ମକ୍ଷେତ୍ରରେ ପରିଶ୍ରମ ଅଧିକ କରିବାରୁ ସମସ୍ତେ ପ୍ରଶଂସା କରିବେ । ସ୍ୱାମୀସ୍ତ୍ରୀ ମଧ୍ୟରେ ଦାମ୍ପତ୍ୟ ଜୀବନ ଖୁସି ରହିବ ଓ ଘରକୁ ବନ୍ଧୁ ଆସିବେ।

ବୃଷ: ବହୁଦିନର ବନ୍ଧୁଙ୍କ ସହିତ ମିଳନ ହେବ ଓ ସୁସ୍ୱାଦୁ ଭୋଜନ କରିବେ । ବ୍ୟବସାୟରେ ଲାଭ ମିଳିବାରୁ ମନ ଖୁସି ରହିବ ଏବଂ ଘର ପାଇଁ ନୂତନ ଦ୍ରବ୍ୟ କ୍ରୟ କରିବେ । ଛାତ୍ରଛାତ୍ରୀ ପାଠପଢ଼ାରେ ଉନ୍ନତି କରିବେ ଓ ଚାକିରି କ୍ଷେତ୍ରରେ ସଫଳତା ପାଇବେ ।

Also Read

ମିଥୁନ: ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହେବାରୁ ମନରେ ଅସ୍ଥିରତା ବୃଦ୍ଧି ହେବ । ପାରିବାରିକ ଜୀବନ ମଧ୍ୟମ ଧରଣ ଦେଇ ଗତି କରିବ। ଗୁପ୍ତଶତୃ ବୃଦ୍ଧି ହେବେ । ରାଜନୀତି କରୁଥିବା ବ୍ୟକ୍ତିଙ୍କୁ ସଫଳତା ମିଳିବ ଓ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି ।

କର୍କଟ: ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗ ଦେଇ ସମ୍ମାନିତ ହେବାରୁ ମନ ଖୁସି ରହିବ । ରାଜନୀତି ଓ ବ୍ୟବସାୟ କରୁଥିବା ବ୍ୟକ୍ତି ସଫଳତା ପାଇବେ । ଅର୍ଥ ପ୍ରାପ୍ତି ହେବା ସହ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ସିଂହ: କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କ ସାହାଯ୍ୟ ଓ ସହଯୋଗ ଲାଭକରି କାର୍ଯ୍ୟ ସାଧନ କରିବେ। ପାରିବାରିକ ଜୀବନରେ ଖଳଲୋକଙ୍କ କାନକୁହା କଥା ସୁଖ ସନ୍ତୋଷରେ ବାଧା ଉପୁଜାଇବ। ଗୁରୁତ୍ୱପୂର୍ଣ୍ଣ କାମଗୁଡିକ ନିର୍ଦ୍ଦିଷ୍ଟ ସମୟରେ ନ ହେବା କାରଣରୁ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବେ ।

କନ୍ୟା: କାର୍ଯ୍ୟ ହାସଲ ସହ ଆର୍ଥିକ ଉନ୍ନତି ଦେଖାଦେବ। ମହିଳାମାନେ ପ୍ରଶଂସନୀୟ ହେବେ । ପାରିବାରିକ କ୍ଷେତ୍ରର କୌଣସି କଥା ମନକୁ ବାରମ୍ବାର ଆଲୋଡିତ କରିପାରେ । ଅର୍ଥ ସମ୍ପର୍କକୁ ନେଇ ପରିବାରରେ ଭାତୃ ବିବାଦ ଦେଖାଦେଇପାରେ । ବିଦ୍ୟାର୍ଥିମାନେ ପଢାପଢିରେ ଏକାଗ୍ରତା ରଖି କୃତକାର୍ଯ୍ୟ ହେବେ ।

ତୁଳା: ପରିବାରରେ କୌଣସି ପ୍ରସଙ୍ଗକୁ ନେଇ ସମସ୍ୟା ଦେଖାଦେଇପାରେ। ବିଭିନ୍ନ ପ୍ରକାର ବାଧାବିଘ୍ନ ଓ ସମସ୍ୟା ଲାଗି ରହୁଥିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ନକାରାତ୍ମକ ଚିନ୍ତା ମନକୁ ଆକ୍ରାନ୍ତ କରିବ।

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି। ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର: ମାନସିକ ଅସ୍ଥିରତା ସାଙ୍ଗକୁ କଡ଼ା ମିଜାଜର କଥା ପରିସ୍ଥିତିକୁ ସଙ୍ଗିନ କରିଦେଇପାରେ । ଯେତେ ଚେଷ୍ଟା କଲେ ମଧ୍ୟ କାମଗୁଡିକ ଯଥା ସମୟରେ ସମ୍ପନ୍ନ କରିପାରିବେ ନାହିଁ । ନିକଟ ଅତୀତର ବିବାଦୀୟ ଘଟଣାର ଦିଗ ବଦଳି ଯାଇପାରେ। କଥା ଦେଇଥିବା ବନ୍ଧୁ ଠିକ୍ ସମୟରେ ସାହାଯ୍ୟ କରିବେ ନାହିଁ।

କୁମ୍ଭ: ଜମିଜମା ପାଇଁ ବାଦବିବାଦ ସୃଷ୍ଟି ହେବାର ସମ୍ଭାବନା ରହିଛି । ସେଥିପାଇଁ ସତର୍କ ରୁହନ୍ତୁ। ବ୍ୟବସାୟକୁ ନେଇ କାହାରି ସହିତ କଳହ ହେବାରୁ ମନ ଭଲ ରହିବ ନାହିଁ । ସ୍ୱାମୀସ୍ତ୍ରୀ ମଧ୍ୟରେ ଭୁଲ ବୁଝାମଣା ହେତୁ ମନ ଅଶାନ୍ତ ରହିବ ।

ମୀନ: ବ୍ୟବସାୟ ହେଉ କିମ୍ବା ଚାକିରି ହେଉ, ସେଥିପାଇଁ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି । ମାଙ୍ଗଳିକ କାର୍ଯ୍ୟ ପାଇଁ ଶୁଭ ଖବର ମିଳିବ ଓ ଘରକୁ ଅତିଥିଙ୍କର ଆଗମନ ହେବ । ରାଜନୀତି କରୁଥିବା ବ୍ୟକ୍ତି ସଫଳତା ପାଇବେ ଏବଂ ସାଂସ୍କୃତିକ କାର୍ଯ୍ୟରେ ଯୋଗ ଦେଇ ସମ୍ମାନିତ ହେବେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story