୨୮ ଡିସେମ୍ବର, ଶୁକ୍ରବାର: ଗରିବ ଲୋକଙ୍କୁ ଖାଦ୍ୟ ଦାନ କରନ୍ତୁ

ମେଷ: ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

ବୃଷ: ଆର୍ଥିକ ସ୍ଥିତି ଭଲ ରହିବ। ମନ ପ୍ରଫୁଲ୍ଲ ରହିବ। ବନ୍ଧୁଙ୍କ ସହ ସାକ୍ଷାତ କରିବେ।

ମିଥୁନ: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।

କର୍କଟ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଖର୍ଚ୍ଚ ବଢ଼ିବ।

ସିଂହ: ମାନ-ସମ୍ମାନ ମିଳିବ। ଧନପ୍ରାପ୍ତି ଯୋଗ ରହିଛି। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

କନ୍ୟା: ଶରୀର ଫୂର୍ତ୍ତି ରହିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଅଳସୁଆ ଅନୁଭବ କରିପାରନ୍ତି।

ତୁଳା: ଧନପ୍ରାପ୍ତି ଯୋଗରହିଛି। ନୂତନ ପୋଷାକ କିଣିପାରନ୍ତି। ଘରକୁ ଅତିଥି ଆସିପାରନ୍ତି। ଗରିବ ଲୋକଙ୍କୁ ଖାଦ୍ୟ ଦାନ କରନ୍ତୁ଼।

ବିଚ୍ଛା: ବିଦ୍ୟାର୍ଥୀମାନେ ପାଠପଢ଼ା ପ୍ରତି ଧ୍ୟାନ ଦେବେ। ବାଦ-ବିବାଦରୁ ଦୂରେଇ ରୁହନ୍ତୁ। ପିତାଙ୍କ ସହଯୋଗ ମିଳିବ।

ଧନୁ: ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଅପରାହ୍ଣ ପରେ ଶୁଭଫଳ ମିଳିବ।

ମକର: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ନକାରାତ୍ମକ ଚିନ୍ତାଧାରାଠାରୁ ଦୂରେଇ ରୁହନ୍ତୁ। ଆୟଠାରୁ ବ୍ୟୟ ଅଧିକ ହେବ।

କୁମ୍ଭ: ଖେଳାଳିଙ୍କ ପାଇଁ ଦିନଟି ଭଲରେ କଟିବ। ପିତାମାତାଙ୍କ ଆଶୀର୍ବାଦ ମିଳିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ।

ମୀନ: ଦିନଟି ଭଲରେ କଟିବ। ନୂଆ କାର୍ଯ୍ୟ ଆରମ୍ଭ କରିପାରନ୍ତି। ବନ୍ଧୁଙ୍କ ସହଯୋଗ ମିଳିବ। ଜୀବନସାଥୀଙ୍କ ସହ ଖୁସିରେ ଦିନଟି କଟିବ।