୨୮ ଡିସେମ୍ବର, ଶୁକ୍ରବାର: ଗରିବ ଲୋକଙ୍କୁ ଖାଦ୍ୟ ଦାନ କରନ୍ତୁ

ମେଷ: ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ବୃଷ: ଆର୍ଥିକ ସ୍ଥିତି ଭଲ ରହିବ। ମନ ପ୍ରଫୁଲ୍ଲ ରହିବ। ବନ୍ଧୁଙ୍କ ସହ ସାକ୍ଷାତ କରିବେ। ମିଥୁନ: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। କର୍କଟ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଖର୍ଚ୍ଚ ବଢ଼ିବ। ସିଂହ: ମାନ-ସମ୍ମାନ ମିଳିବ। ଧନପ୍ରାପ୍ତି ଯୋଗ […]

Rasi-Fala-2-1-1-3-2-1-2-1-2-1-1-3-3-1-1-1-1-1-1-2-1-1-4-4

Rasi-Fala-2-1-1-3-2-1-2-1-2-1-1-3-3-1-1-1-1-1-1-2-1-1-4-4

Tapaswini Nayak
  • Published: Friday, 28 December 2018
  • Updated: 28 December 2018, 07:34 AM IST

Sports

Latest News

ମେଷ: ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

ବୃଷ: ଆର୍ଥିକ ସ୍ଥିତି ଭଲ ରହିବ। ମନ ପ୍ରଫୁଲ୍ଲ ରହିବ। ବନ୍ଧୁଙ୍କ ସହ ସାକ୍ଷାତ କରିବେ।

ମିଥୁନ: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।

କର୍କଟ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଖର୍ଚ୍ଚ ବଢ଼ିବ।

ସିଂହ: ମାନ-ସମ୍ମାନ ମିଳିବ। ଧନପ୍ରାପ୍ତି ଯୋଗ ରହିଛି। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

କନ୍ୟା: ଶରୀର ଫୂର୍ତ୍ତି ରହିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଅଳସୁଆ ଅନୁଭବ କରିପାରନ୍ତି।

ତୁଳା: ଧନପ୍ରାପ୍ତି ଯୋଗରହିଛି। ନୂତନ ପୋଷାକ କିଣିପାରନ୍ତି। ଘରକୁ ଅତିଥି ଆସିପାରନ୍ତି। ଗରିବ ଲୋକଙ୍କୁ ଖାଦ୍ୟ ଦାନ କରନ୍ତୁ଼।

ବିଚ୍ଛା: ବିଦ୍ୟାର୍ଥୀମାନେ ପାଠପଢ଼ା ପ୍ରତି ଧ୍ୟାନ ଦେବେ। ବାଦ-ବିବାଦରୁ ଦୂରେଇ ରୁହନ୍ତୁ। ପିତାଙ୍କ ସହଯୋଗ ମିଳିବ।

ଧନୁ: ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଅପରାହ୍ଣ ପରେ ଶୁଭଫଳ ମିଳିବ।

ମକର: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ନକାରାତ୍ମକ ଚିନ୍ତାଧାରାଠାରୁ ଦୂରେଇ ରୁହନ୍ତୁ। ଆୟଠାରୁ ବ୍ୟୟ ଅଧିକ ହେବ।

କୁମ୍ଭ: ଖେଳାଳିଙ୍କ ପାଇଁ ଦିନଟି ଭଲରେ କଟିବ। ପିତାମାତାଙ୍କ ଆଶୀର୍ବାଦ ମିଳିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ।

ମୀନ: ଦିନଟି ଭଲରେ କଟିବ। ନୂଆ କାର୍ଯ୍ୟ ଆରମ୍ଭ କରିପାରନ୍ତି। ବନ୍ଧୁଙ୍କ ସହଯୋଗ ମିଳିବ। ଜୀବନସାଥୀଙ୍କ ସହ ଖୁସିରେ ଦିନଟି କଟିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos