୨୮ ଫେବ୍ରୁଆରୀ, ମଙ୍ଗଳବାର: କର୍ମକ୍ଷେତ୍ରରେ ସମ୍ମାନିତ ହେବେ

ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ବନ୍ଧୁଙ୍କ ସହଯୋଗରେ ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିପାରିବେ ।

Rashi PhotoOR

Rashi

Niharika Rout
  • Published: Tuesday, 28 February 2023
  • Updated: 28 February 2023, 07:39 AM IST

Sports

Latest News

ମେଷ: ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ବନ୍ଧୁଙ୍କ ସହଯୋଗରେ ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିପାରିବେ । ବରିଷ୍ଠ ବ୍ୟକ୍ତି, ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ।

ବୃଷ: ଭ୍ରମଣ, ପ୍ରକାଶନ, ସଂଗଠନ, ଅନୁସନ୍ଧାନମୂଳକ କାର୍ଯ୍ୟରେ ଲାଭ ପାଇବେ । ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପ୍ରତିଯୋଗିତା, ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ।

Also Read

ମିଥୁନ: ବ୍ୟବସାୟ ପାଇଁ ଦୂରଯାତ୍ରାର ସୁଯୋଗ ପାଇ କମ୍ ପରିଶ୍ରମରେ ଆଶାଜନକ ଲାଭପ୍ରାପ୍ତି ହେବ । ପରିବାରରେ ଉପୁଜିଥିବା ଅପ୍ରିତିକର ପରିସ୍ଥିତିକୁ କୌଶଳକ୍ରମେ ସମାଧାନ କରିବେ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ ।

କର୍କଟ: ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚ ମାନ୍ୟତାର ଅଧିକାରୀ ହେବେ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ ।

ସିଂହ: ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । କର୍ମକ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ । ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ ।

କନ୍ୟା: ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘସ୍ଥାୟୀ ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆଶା ପୂରଣ ହେବ । ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ସହଜରେ ପାଇପାରନ୍ତି ।

ତୁଳା: ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନବଳକୁ ବଢେଇଦେବ। ପ୍ରତିଯୋଗିତା, ପରୀକ୍ଷା ଓ ସାକ୍ଷାତକାରରେ ସଫଳତା ମିଳିବ । ଯୋଜନା ମୁତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ ।

ବିଚ୍ଛା: ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ମିଳିବ। କଠିନ ପରିଶ୍ରମ କରିବା ଯୋଗୁ ଶାରିରୀକ ଅସୁସ୍ଥତା ଦେଖାଦେଇପାରେ। ବାହନରେ କୌଣସି ଜାଗାକୁ ଯାତ୍ରା କଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ଧନୁ: ଶତ୍ରୁମାନେ ପରାଜିତ ହେବେ ଓ ଆକସ୍ମିକ ଧନଲାଭ ହେବା ଦ୍ୱାରା ସମସ୍ତକାର୍ଯ୍ୟ ପୂର୍ଣ୍ଣ ହେବ । କର୍ମକ୍ଷେତ୍ରରେ ମନସ୍କାମନା ପୂରଣ ହୋଇ ଲାଭର ମାର୍ଗ ପ୍ରଶସ୍ତ ହେବ । ରାଜନୈତିକ କ୍ଷେତ୍ରରେ ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ ।

ମକର: ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିଷ୍କାର କରିବେ। ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାସ୍ତାଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ ।

କୁମ୍ଭ: ଛାତ୍ରଛାତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ାପଢ଼ିରେ ମନଯୋଗ ଦେବେ । ରାଜନୀତି କ୍ଷେତ୍ରରେ ଉଚ୍ଚ ସମ୍ପର୍କରୁ ଲାଭବାନ ହେବେ ଓ ବନ୍ଧୁ ମିତ୍ରଙ୍କର ସହଯୋଗ ପାଇବେ। କ୍ରିଡା, ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତା ଓ ପରୀକ୍ଷାରେ କୃତକାର୍ଯ୍ୟ ହେବେ ।

ମୀନ: ଶତ୍ରୁ ହାନୀ, ଉଚ୍ଚପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଆର୍ଥିକ ସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ ଓ ବିରୋଧୀମାନେ ଦୂରେଇଯିବେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story