୨୮ ଜୁଲାଇ, ଗୁରୁବାର: ସାମାଜିକ ପତିଆରା ଅମଳିନ ରହିବ

ମେଷ: ଅଧା ଅଧୁରା କାର୍ଯ୍ୟ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ପାରିବାରିକ କ୍ଷେତ୍ରରେ ଆର୍ଥିକ ଉନ୍ନତି ହେବା ସହ ଶତ୍ରୁ ପରାଜିତ ହେବେ। ଛାତ୍ରଛାତ୍ରୀମାନେ ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଫଳ ହେବେ। ବୃଷ: ଶାରୀରିକ ଅସୁସ୍ଥତା ଓ ମନର ଭୟ ଆଶଙ୍କା ଦୂରେଇଯିବ। ଦାମ୍ପତ୍ୟ ଜୀବନରେ ଆଶାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟ ପାଇଁ କୌଣସି ଦୂରସ୍ଥାନକୁ ଯାତ୍ରା କରିବା ଫଳରେ ଉତ୍ତମ ଲାଭ ପ୍ରାପ୍ତି ହେବ । ମିଥୁନ: ଶତ୍ରୁମାନେ ଦୂରେଇ ଯିବେ । […]

RASI

RASI

Niharika Rout
  • Published: Thursday, 28 July 2022
  • Updated: 28 July 2022, 07:58 AM IST

Sports

Latest News

ମେଷ: ଅଧା ଅଧୁରା କାର୍ଯ୍ୟ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ପାରିବାରିକ କ୍ଷେତ୍ରରେ ଆର୍ଥିକ ଉନ୍ନତି ହେବା ସହ ଶତ୍ରୁ ପରାଜିତ ହେବେ। ଛାତ୍ରଛାତ୍ରୀମାନେ ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଫଳ ହେବେ।

ବୃଷ: ଶାରୀରିକ ଅସୁସ୍ଥତା ଓ ମନର ଭୟ ଆଶଙ୍କା ଦୂରେଇଯିବ। ଦାମ୍ପତ୍ୟ ଜୀବନରେ ଆଶାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟ ପାଇଁ କୌଣସି ଦୂରସ୍ଥାନକୁ ଯାତ୍ରା କରିବା ଫଳରେ ଉତ୍ତମ ଲାଭ ପ୍ରାପ୍ତି ହେବ ।

ମିଥୁନ: ଶତ୍ରୁମାନେ ଦୂରେଇ ଯିବେ । ନିଜ ଦକ୍ଷତା ବଳରେ ଉଚ୍ଚ ସମ୍ମାନ ପାଇବେ। ରୋଜଗାର ସମସ୍ୟା ସୁଧୁରି ଯାଇ ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। କର୍ମକ୍ଷେତ୍ରରେ ଦାୟିତ୍ୱ ବଢିବା ସହ ଯଶ, ମାନସମ୍ମାନ ପ୍ରତିଷ୍ଠା ମିଳିବ ।

କର୍କଟ: ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । କର୍ମଚାରୀମାନଙ୍କର ଉପରିସ୍ଥ ଅଧିକାରୀମାନଙ୍କ ସହିତ ସୁସମ୍ପର୍କ ସ୍ଥାପନ ହେବ । ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ଥିଲେ ସମାଧାନ କରିପାରିବେ ।

ସିଂହ: ବ୍ୟବସାୟ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ ଓ ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। ରାଜନୀତିରେ ବନ୍ଧୁମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଲୋକପ୍ରିୟତା ହାସଲ କରିବେ। ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ପାଇଁ ଦୂର ଯାତ୍ରାରେ ସଫଳ ହେବେ ।

କନ୍ୟା: ଧୈଯ୍ୟ ଓ ସହନଶୀଳତା କାଏମ ରହିବ ଓ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କଠାରୁ ପ୍ରଶଂସିତ ହେବେ । ରାଜନୀତି କ୍ଷେତ୍ରରେ ସାମାଜିକ ପତିଆରା ଅମଳିନ ରହିବ  ।

ତୁଳା: ସହକର୍ମୀଙ୍କ ସହାୟତା, ବନ୍ଧୁ ମିତ୍ରମାନଙ୍କ ସମର୍ଥନ ପାଇ ଶତ୍ରୁମାନଙ୍କୁ ପରାସ୍ତ କରିବେ । ବ୍ୟବସାୟୀମାନେ କଠିନ ପରିଶ୍ରମ କରି ଆଶାନୁରୂପ ଲାଭବାନ୍ ହେବେ । ରାଜନୈତିକ କ୍ଷେତ୍ରରେ ଅନେକ ସମସ୍ୟାର ସମାଧାନ କରି ପ୍ରଶଂସିତ ହେବେ।

ବିଚ୍ଛା: ବ୍ୟବସାୟୀମାନେ ବକେୟା ପ୍ରାପ୍ୟ ହାତକୁ ଆଣିବାରେ ସଫଳ ହେବେ । ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ  । ପରିବାରରେ ଆର୍ଥିକ ସଙ୍କଟ ଦୂରେଇ ଯାଇ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ  ।

ଧନୁ: ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ମାନସିକ ଦୁଶ୍ଚିନ୍ତା ଦୂରହେବ । ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ପାଇ ବାଦବିବାଦର ଅବସାନ ଘଟିବ। ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହୋଇ ସଫଳତା ମିଳିବ ।

ମକର: ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେକ ସମସ୍ୟାର ସମାଧାନ ହୋଇଯିବ।

କୁମ୍ଭ: ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବା ସହ ଉଚ୍ଚଶିକ୍ଷାରେ ସଫଳତା ଲାଭ କରିବେ । ସହକର୍ମୀମାନଙ୍କ ଦ୍ୱାରା ବିବାଦୀୟ ପରିସ୍ଥିତିର ସମାଧାନ ହୋଇପାରିବ। ରାଜକୀୟ କାର୍ଯ୍ୟ ବା ସରକାରୀ କାର୍ଯ୍ୟରେ ସଫଳତା ପାଇବେ ।

ମୀନ: ସନ୍ତାନ ଯୋଗେ ଆନନ୍ଦିତ ହେବେ ଓ  ସ୍ୱାସ୍ଥ୍ୟରେ କିଛି ପରିବର୍ତ୍ତନ ଘଟିବ।  ଭାତୃ ବିବାଦ ଓ ପଡୋଶୀ କଳହର ସମାଧାନ ହୋଇ ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ କରିପାରନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story