୨୮ ଜୁଲାଇ,ଶୁକ୍ରବାର; ପୁରାତନ ରୋଗର ପ୍ରକୋପ ଅତିଷ୍ଠ କରିବ

 ବ୍ୟବସାୟୀମାନେ କଠିନ ପରିଶ୍ରମ କରି ଆଶାନୁରୂପ ଲାଭବାନ ହେବେ। ବନ୍ଧୁ ମିତ୍ରଙ୍କର ସହଯୋଗ ଓ ଆର୍ଥିକ ସହାୟତାରେ କୌଣସି ପ୍ରକାର ଅସୁବିଧା ହେବ ନାହିଁ ।

Rashi

Representational Image

Niharika Rout
  • Published: Friday, 28 July 2023
  • Updated: 28 July 2023, 07:42 AM IST

Sports

Latest News

ମେଷ: ନିଜର ଯୋଜନା ମୁତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବନାହିଁ । ସନ୍ତାନଙ୍କ ପାଇଁ କୌଣସି ମହତ୍ୱପୂର୍ଣ୍ଣ କାମ ହୋଇପାରେ । ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ ।

ବୃଷ: ଜାଗାଜମି, ଯାନବାହାନ, ସମ୍ପତ୍ତି କ୍ରୟ-ବିକ୍ରୟ କରିବା ପାଇଁ ଯୋଗାଯୋଗ କରିପାରିବେ । ସ୍ୱାସ୍ଥ୍ୟ ଉତ୍ତମ ରହିବ ଓ ମାନସିକ ଶାନ୍ତି ମିଳିବା ସହ କମ୍ ପରିଶ୍ରମ କରି ଅଧିକ ଲାଭ ପାଇବେ । ବାକିଥିବା ଅର୍ଥ ପ୍ରାପ୍ତି ହେବା ଫଳରେ ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ ।

ମିଥୁନ: କର୍ତ୍ତବ୍ୟ ଠିକ୍ ଭାବରେ ତୁଲାଇବା ଫଳରେ ଯଶ, ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ଶିକ୍ଷା କ୍ଷେତ୍ରରେ ବିଜୟୀ ହେବା ସହ ସମ୍ମାନ ବୃଦ୍ଧି ଓ ସୁନାମପ୍ରାପ୍ତି ହେବ । ଆର୍ଥିକ ଉନ୍ନତି ସହ ଶାରିରୀକ ସୁସ୍ଥତା ଦେଖାଦେବ ।

କର୍କଟ: ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବା ଭଳି ମାନ୍ୟତା ଦେବେ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ପାଇବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ ।

ସିଂହ: ସହକର୍ମୀମାନଙ୍କ ସହଯୋଗ ପାଇ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ। ସରକାରୀ କାମରେ ସଫଳତା ପାଇବେ ଓ ଅଚାନକ ଭାବରେ ଧନ ଲାଭ ହେବ । ଶରୀର ଭଲ ରହିବା ସହ ନୂତନ କର୍ମପ୍ରାପ୍ତି ହୋଇପାରେ ।

କନ୍ୟା: ବ୍ୟବସାୟରେ ଆଶାତୀତ ଲାଭ ପାଇବେ ଓ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସିତ ହେବେ । ସନ୍ତାନର ସୁଖବର ଶୁଣି ଖୁସି ହେବେ ଓ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ ।

ତୁଳା: ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ରାଜନୀତିରେ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ ଓ ଦୂରଯାତ୍ରା କରି ମନ ଖୁସି ରହିବ ।

ବିଚ୍ଛା: ଶାରିରୀକ ସୁସ୍ଥତା ଦେଖା ଦେବା ସହ ମାନସିକ ଶାନ୍ତି ମିଳିବ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବା ସହ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ।

ଧନୁ: ବ୍ୟବସାୟୀମାନେ କଠିନ ପରିଶ୍ରମ କରି ଆଶାନୁରୂପ ଲାଭବାନ ହେବେ। ବନ୍ଧୁ ମିତ୍ରଙ୍କର ସହଯୋଗ ଓ ଆର୍ଥିକ ସହାୟତାରେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମ କରିଲେ ଭଲ ହେବ ।

ମକର: ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବା ସହ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବା ସହ ଶୁଭ ସମ୍ବାଦ ପାଇ ଦୂରଯାତ୍ରାରେ ସଫଳ ହେବେ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିଷ୍କାର କରିବେ ।

କୁମ୍ଭ: ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଅଚାନକ ଧନପ୍ରାପ୍ତି ହେବ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ ।ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ ।

ମୀନ: ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଇଛାଶକ୍ତି ଦ୍ୱାରା ଖରାପକୁ ଭଲରେ ପରିଣତ କରିବେ । ରାଜନୀତିରେ କ୍ଷମତା ଶକ୍ତି ବଳରେ ନିଜର ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ । ଯାନବାହନ ସମ୍ବନ୍ଧୀୟ ସମସ୍ୟା ଦେଖାଦେବା ସହ ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହେବେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story