ମେଷ: ପାରିବାରିକ ଜୀବନ ସୁଖମୟ ହେବ। ଆଶା କରୁଥିବା ଦିଗରୁ ସଫଳତା ମିଳିବ। କଠିନ ପରିଶ୍ରମ କରିବେ।
ବୃଷ: ମାନ-ସମ୍ମାନ ବଢ଼ିବ। ବ୍ୟବସାୟରେ ଅଧିକ ଲାଭ ମିଳିବ। ହସଖୁସିରେ ଦିନଟି ଅତିବାହିତ କରିବେ।
କର୍କଟ: ପ୍ରତ୍ୟେକ କାର୍ଯ୍ୟରେ ବାଧା ବିଘ୍ନ ସୃଷ୍ଟି ହୋଇପାରେ। ଆଶା କରୁଥିବା ଦିଗରୁ ନିରାଶ ହେବାକୁ ପଡିପାରେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ କାମରେ ଅସନ୍ତୁଷ୍ଟ ହୋଇପାରନ୍ତି।
ସିଂହ: ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ।
କନ୍ୟା: ବନ୍ଧୁଙ୍କ ଠାରୁ ସାହାଯ୍ୟ ପାଇ ଆନନ୍ଦିତ ହେବେ। ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ, କିନ୍ତୁ ହଇରାଣ କରିପାରିବେ ନାହିଁ।
ତୁଳା: ଅର୍ଥଲାଭ ହେବ। ସମସ୍ତ ସମସ୍ୟାର ସମାଧାନ ହୋଇଯିବ। କାହା କଥାରେ ପ୍ରଭାବିତ ହୋଇ, କିଛି ଗୋଳମାଳିଆ ସ୍ଥିତି ସୃଷ୍ଟି କରିପାରନ୍ତି।
ବିଛା: ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ପାରିବାରିକ କ୍ଷେତ୍ରରେ ମନାନ୍ତର ଦେଖାଦେଇପାରେ। କିଛି କହିବା ଅପେକ୍ଷା ବରଂ ନୀରବ ରହିପାରିଲେ ଭଲ ହେବ।
ଧନୁ: ବ୍ୟସ୍ତତା ଭିତରେ ଦିନଟି କଟିବ। ଆଜି ସମସ୍ତ ଆଶା ଓ ଆକାଂକ୍ଷା ପୂରଣ ହେବ। କର୍ମକ୍ଷେତ୍ରରେ ସାଧାରଣ ସମସ୍ୟା ଆସିଲେ ମଧ୍ୟ ତାହାକୁ ଚତୁରତାର ସହ ସାମନା କରି କୃତକାର୍ଯ୍ୟ ହେବେ।
ମକର: ପରିବାର ଲୋକଙ୍କ ଗହଣରେ ଦିନଟି ହସଖୁସିରେ ଅତିବାହିତ କରିବେ। ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ଅଗ୍ନି, ଜଳ ଓ ବିଦ୍ୟୁତ୍ ପ୍ରତି ସାବଧାନ ରୁହନ୍ତୁ।
କୁମ୍ଭ: ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ବ୍ୟବସାୟ ବାଣିଜ୍ୟରେ ଲାଭବାନ ହେବେ।
ମୀନ: ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ।