୨୮ ଅଗଷ୍ଟ, ଗୁରୁବାର: ବ୍ୟବସାୟରେ ବିଶେଷ ଲାଭବାନ ହେବେ

କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ।

Rashi

Representational Image

Niharika Rout
  • Published: Thursday, 28 September 2023
  • Updated: 28 September 2023, 08:01 AM IST

Sports

Latest News

ମେଷ: ସନ୍ତାନଙ୍କ ସହଯୋଗ ପାଇ ଗୃହସ୍ଥ ଜୀବନରେ ଭରପୂର ସୁଖ ପ୍ରାପ୍ତି ହେବ । ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ ଓ ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ୱନ୍ଦ୍ୱ ମେଣ୍ଟିଯିବା ଫଳରେ ମାନସିକ ଏକାଗ୍ରତା ବଜାୟ ରହିବ ।

ବୃଷ: କୌଣସି ନୂତନ ବ୍ୟକ୍ତିଙ୍କୁ ଭରସା କରି କାର୍ଯ୍ୟ କଲେ ପ୍ରଚୁର ଲାଭ ପାଇବେ । ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ-ସମ୍ପର୍କ ଫଳରେ କର୍ମୋନ୍ନତିର ସୂଚନା ପାଇପାରନ୍ତି । ରାଜନୀତିରେ ଫାଇଦା ଉଠାଇବା ସହ ସାମାଜିକ କ୍ଷେତ୍ରରେ ସମ୍ମାନ ବଢିବ ।

ମିଥୁନ:  ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁ ଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିପାରନ୍ତି । ରାଜନୀତି କ୍ଷେତ୍ରରେ ସହଯୋଗୀ ବା ଭାଇ ଭଳି ଚଳୁଥିବା ବ୍ୟକ୍ତିମାନେ ବିଶ୍ୱାସଘାତକତା କରିପାରନ୍ତି ।

କର୍କଟ: ସମାଜ କଲ୍ୟାଣ ପାଇଁ ନିଜକୁ ଉତ୍ସର୍ଗୀକୃତ କରିବେ ଓ ତଳ ମହଲରୁ ଆଶାତୀତ ଲାଭ ପାଇବେ । ନିଜର କାର୍ଯ୍ୟଗୁଡ଼ିକୁ ଠିକ୍ ସମୟରେ ସମାପ୍ତ କରିବା ପାଇଁ ଚେଷ୍ଟିତ ହେବେ । ଭାଗୀଦାରି କ୍ଷେତ୍ରରେ ଆଖିବନ୍ଦ କରି କୌଣସି ପଦକ୍ଷେପ ନିଅନ୍ତୁ ନାହିଁ ।

ସିଂହ: ଶାରିରୀକ ଅସୁସ୍ଥତା ଦୂର ହେବାସହ କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିସ୍କାର କରିବେ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପୁରାତନ ରୋଗ ପ୍ରକୋପର ଉପଶମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ।

ବିଛା: କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ। କିନ୍ତୁ ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର: ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ନୂତନ ବ୍ୟବସାୟ ଆରମ୍ଭ କରିପାରିବେ ଓ ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। ଶିକ୍ଷାର୍ଥୀ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ ।

କୁମ୍ଭ: ବ୍ୟବସାୟୀମାନଙ୍କର କାରବାର ବଢ଼ିବ ଓ ଭାଗୀଦାରି ବ୍ୟବସାୟରେ ବିଶେଷ ଲାଭବାନ୍ ହେବେ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳ କରି ପାରିବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ।

ମୀନ:  ଘରଠୁ କର୍ମକ୍ଷେତ୍ରକୁ ଅଗ୍ରାଧିକାର ଦେଇ ସେଥିପାଇଁ ଅଧିକ ସମୟ ମଧ୍ୟ ଉତ୍ସର୍ଗ କରିବାକୁ ପଡିବ । ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ୱ ଲାଭ କରିବାସହ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼ାଇବ । ଆୟ ତୁଳନାରେ ବ୍ୟୟ ଅଧିକ ହୋଇପାରେ ଓ ଆର୍ଥିକ ସଙ୍କଟ ଭୋଗିପାରନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story