ମାର୍ଚ୍ଚ ୨୯,ଶୁକ୍ରବାର: ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ

ମେଷ: ଅଳସୁଆ ଲାଗିବ। କୌଣସି କାର୍ଯ୍ୟ କରିବାକୁ ଇଚ୍ଛା ହେବ ନାହିଁ। ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ବୃଷ: ଆର୍ଥିକ ସ୍ଥିତି ଭଲ ରହିବ। ବାଦ-ବିବାଦରୁ ଦୂରେଇ ରୁହନ୍ତୁ। ବନ୍ଧୁଙ୍କ ସହ ସମୟ ବିତାଇବେ। ମିଥୁନ: ଦର୍ଶନୀୟ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। କର୍କଟ: ଦିନଟି ଭଲରେ କଟିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ଆୟଠାରୁ ବ୍ୟୟ ଅଧିକ ହେବ। ସିଂହ: ପେଟରେ […]

Rasi-Fala-2-1-1-3-2-1-2-1-2-1-1-3-3-1-1-1-1-1-1-2-1-1-4-4-1-2-2-3-3-1

Rasi-Fala-2-1-1-3-2-1-2-1-2-1-1-3-3-1-1-1-1-1-1-2-1-1-4-4-1-2-2-3-3-1

Tapaswini Nayak
  • Published: Friday, 29 March 2019
  • Updated: 29 March 2019, 08:44 AM IST

Sports

Latest News

ମେଷ: ଅଳସୁଆ ଲାଗିବ। କୌଣସି କାର୍ଯ୍ୟ କରିବାକୁ ଇଚ୍ଛା ହେବ ନାହିଁ। ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି।

ବୃଷ: ଆର୍ଥିକ ସ୍ଥିତି ଭଲ ରହିବ। ବାଦ-ବିବାଦରୁ ଦୂରେଇ ରୁହନ୍ତୁ। ବନ୍ଧୁଙ୍କ ସହ ସମୟ ବିତାଇବେ।

ମିଥୁନ: ଦର୍ଶନୀୟ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।

କର୍କଟ: ଦିନଟି ଭଲରେ କଟିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ଆୟଠାରୁ ବ୍ୟୟ ଅଧିକ ହେବ।

ସିଂହ: ପେଟରେ ଯନ୍ତ୍ରଣା ଅନୁଭବ କରିବେ। କାହାକୁ ଋଣ ଦିଅନ୍ତୁ ନାହିଁ। ସୁନା,ରୁପା ଅଳଙ୍କାର କିଣିପାରନ୍ତି।

କନ୍ୟା: ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। କୌଣସି କଥାକୁ ନେଇ ଚିନ୍ତିତ ରହିବେ। ମା’ଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ତୁଳା: ଆଜି ତରବରିଆ ଭାବରେ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଅସୁସ୍ଥ ଅନୁଭବ କରିବେ। ବାଦ-ବିବାଦରୁ ଦୂରେଇ ରୁହନ୍ତୁ।

ବିଚ୍ଛା: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ ଚିନ୍ତାଧାରାଠାରୁ ଦୂରେଇ ରୁହନ୍ତୁ। ପରିବାରର କୌଣସି ସଦସ୍ୟଙ୍କ ସହ ଝଗଡ଼ା ହୋଇପାରେ।

ଧନୁ: ପିଲାଙ୍କ ପାଠପଢ଼ାକୁ ନେଇ ଚିନ୍ତିତ ରହିବେ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହୋଇପାରନ୍ତି। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

ମକର: ସାମାଜିକ କାର୍ଯ୍ୟରେ ଟଙ୍କା ଖର୍ଚ୍ଚ କରିବେ। କୌଣସି କଥାକୁ ନେଇ ବନ୍ଧୁଙ୍କ ସହ ଝଗଡ଼ା ହୋଇପାରେ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଦୁର୍ଘଟଣା ଘଟିପାରେ, ସତର୍କ ରୁହନ୍ତୁ।

କୁମ୍ଭ: ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ବ୍ୟବସାୟରେ ଆଶା ମୁତାବକ ଫଳ ମିଳିବ। ମାନ-ସମ୍ମାନ ବଢ଼ିବ। ଆୟ ଅଧିକ ହେବ।

ମୀନ: ଚାକିରି କ୍ଷେତ୍ରରେ ପ୍ରଶଂସିତ ହେବେ। ପିତାଙ୍କ ସହଯୋଗ ମିଳିବ। ଆତ୍ମବିଶ୍ୱାସ ବଢ଼ିବ। ଭାଇଭଉଣୀଙ୍କ ସହ ଖୁସିରେ ଦିନଟି କାଟିବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos