୨୯ ଏପ୍ରିଲ, ଶନିବାର: ବାକ୍ୟ ସଂଯମତା ନ ରଖିଲେ ଅସୁବିଧାରେ ପଡ଼ିବେ

ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ଛାତ୍ରଛାତ୍ରୀମାନେ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବା ସହ ପରୀକ୍ଷାରେ ଭଲ ପ୍ରଦର୍ଶନ କରିବେ।

Rashi

Representational Image

Niharika Rout
  • Published: Saturday, 29 April 2023
  • Updated: 29 April 2023, 07:40 AM IST

Sports

Latest News

ମେଷ: ସରକାରୀ କାମରେ ସଫଳତା ପାଇବେ ଓ ଯାତ୍ରା ଫଳରେ ଉତ୍ସାହିତ ହେବେ। ଯାନବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବା ପାଇଁ ମନ ବଳାଇବେ। ଋଣ କରିବାକୁ ଚେଷ୍ଟା କଲେ ଋଣ ମିଳିଯିବ ଓ ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ସମ୍ପନ୍ନ ହେବ ।

ବୃଷ: ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ଛାତ୍ରଛାତ୍ରୀମାନେ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବା ସହ ପରୀକ୍ଷାରେ ଭଲ ପ୍ରଦର୍ଶନ କରିବେ। ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ।

ମିଥୁନ: କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବା ସହ ବ୍ୟବସାୟରେ ଉନ୍ନତି କରିବେ । ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାକୁ ଚେଷ୍ଟା କରନ୍ତୁ । ବାକ୍ୟ ସଂଯମତା ନ ରଖିଲେ ମାଲି ମୋକଦ୍ଦମାର ଭୟ ରହିବ ।

କର୍କଟ: ଶତ୍ରୁମାନେ ଦୂରେଇ ଯିବେ ଓ ଅପେକ୍ଷା କରିଥିବା କାମର ଶୁଭ ସୂଚନା ମିଳିବ। ସ୍ୱାସ୍ଥ୍ୟ ସମସ୍ୟା ସୁଧୁରିଯିବା ଫଳରେ ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ବ୍ୟବସାୟରେ ଆଶାତୀତ ଲାଭ କରି କିଛି ନୂତନ ପଦାର୍ଥ ସଂଗ୍ରହ କରିପାରନ୍ତି ।

ସିଂହ: ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ପ୍ରେରଣା ପାଇ ଉଚିତ ପନ୍ଥା ଗ୍ରହଣ କରିବେ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ୱ ଦେବେ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପୁରାତନ ରୋଗ ପ୍ରକୋପର ଉପଶମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ।

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ଧନୁ: ଦୂର ଯାତ୍ରା କରିବାର ସୁଯୋଗ ପାଇପାରିବେ । ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ। ପାରିବାରିକ ସମସ୍ୟା ସମାଧାନ ହେବା ସକାଶେ ବନ୍ଧୁଙ୍କ ଅବଦାନକୁ ଅସ୍ୱୀକାର କରିହେବନି । ସଭାସମିତି ଓ ନୂତନ କାର୍ଯ୍ୟାରମ୍ଭ ସକାଶେ ଦିନଟି ପ୍ରଶସ୍ତ ରହିବ। କର୍ମକ୍ଷେତ୍ରରେ ସାଧାରଣ ଘଟଣାରେ ମନସ୍ତାପ କରିବାକୁ ପଡିପାରେ।

ମକର: ଉପୁଜିଥିବା ପ୍ରତିବନ୍ଧକକୁ ବନ୍ଧୁଙ୍କ ମାଧ୍ୟମରେ ସମାଧାନ କରିବେ । କୌଣସି ବ୍ୟକ୍ତିଙ୍କୁ ଦୀର୍ଘ ସମୟ ଅପେକ୍ଷା କରି ବ୍ୟସ୍ତତା ଅନୁଭବ କରିପାରନ୍ତି। ପୁରାତନ ରୋଗର ଉପଶମ ହେବ, ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ମନ ଭଲ ରହି ନ ପାରେ । ପରିବାରରେ ସନ୍ଦେହ ଓ ଭୁଲ ବୁଝାମଣା ହେତୁ ସମସ୍ୟା ଦେଖାଦେଇପାରେ ।

କୁମ୍ଭ: ସମ୍ପର୍କୀୟଙ୍କ ସହ ବିବାଦ ଦେଖାଦେଇପାରେ। କର୍ମକ୍ଷେତ୍ରରେ ସୁବିଧା ସୁଯୋଗରୁ ବଞ୍ଚିତ ହୋଇ ମନସ୍ତାପ କରିବେ। ଫେରନ୍ତା ବାଟରେ ହଠାତ୍ ମୂଲ୍ୟବାନ ଦ୍ରବ୍ୟ ଲାଭ ହୋଇପାରେ । ପାଖ ପଡୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପଶାନ୍ତୁ ନାହିଁ।

ମୀନ: ଆଜି ଦିନଟି ଆପଣଙ୍କ ପାଇଁ ଲାଭପ୍ରଦ ହେବ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ମିଳିବ । ବିଦ୍ୟାର୍ଥିମାନେ ଲକ୍ଷ୍ୟ ସ୍ଥଳରେ ପହଞ୍ଚିବେ । ଅବହେଳା ଜନିତ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story