୨୯ ଏପ୍ରିଲ,ସୋମବାର: ଅଧିକ ପରିଶ୍ରମ କରିପାରନ୍ତି

ମେଷ: ଦିନଟି ଭଲରେ କଟିବ। ନୂତନ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ବୃଷ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ବନ୍ଧୁଙ୍କଠାରୁ ଖୁସି ଖବର ଶୁଣି ପାରନ୍ତି। ଆର୍ଥିକ ସ୍ଥିତି ଭଲ ରହିବ। ମିଥୁନ: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ସ୍ୱାସ୍ଥ୍ୟ ଭଲ ରହିବ। ବିଦେଶକୁ ଯିବାକୁ ଯୋଜନା କରିପାରନ୍ତି। କର୍କଟ:  ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଆଧ୍ୟାତ୍ମିକ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇବେ। ସିଂହ: ପରିବାରରେ ହସଖୁସିର ପରିବେଶ ରହିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। […]

astro

astro

Jyoshna Pradhan
  • Published: Monday, 29 April 2019
  • Updated: 29 April 2019, 07:02 AM IST

Sports

Latest News

ମେଷ: ଦିନଟି ଭଲରେ କଟିବ। ନୂତନ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ବୃଷ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ବନ୍ଧୁଙ୍କଠାରୁ ଖୁସି ଖବର ଶୁଣି ପାରନ୍ତି। ଆର୍ଥିକ ସ୍ଥିତି ଭଲ ରହିବ।

ମିଥୁନ: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ସ୍ୱାସ୍ଥ୍ୟ ଭଲ ରହିବ। ବିଦେଶକୁ ଯିବାକୁ ଯୋଜନା କରିପାରନ୍ତି।

କର୍କଟ:  ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଆଧ୍ୟାତ୍ମିକ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇବେ।

ସିଂହ: ପରିବାରରେ ହସଖୁସିର ପରିବେଶ ରହିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

କନ୍ୟା: ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଖର୍ଚ୍ଚ ବଢ଼ିବ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

ତୁଳା: ଶରୀର ଫୂର୍ତ୍ତି ରହିବ। ମାଲି ମକଦ୍ଦମାରେ ବିଜୟୀ ହେବେ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

ବିଚ୍ଛା: ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ଭାଗ୍ୟ ବୃଦ୍ଧି ହେବ।

ଧନୁ: ଅଧିକ ପରିଶ୍ରମ କରିପାରନ୍ତି। ଅପରାହ୍ଣ ପରେ କୌଣିସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ମକର: ପଦୋନ୍ନତିର ଯୋଗ ରହିଛି। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ।

କୁମ୍ଭ:  କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ନୂତନ ପୋଷାକ କିଣିପାରନ୍ତି।

ମୀନ:  ଧନପ୍ରାପ୍ତି ଯୋଗ ରହିଛି। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ମାନ-ସମ୍ମାନ ମିଳିବ। ଋଣ ଦିଅନ୍ତୁ ନାହିଁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story