୨୯ ଅଗଷ୍ଟ, ମଙ୍ଗଳବାର: ଜମିବାଡି ସମସ୍ୟାର ସହଜ ସମାଧାନ ହେବ

ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ମନ ଭଲ ରହିବ ଓ ଶତୃମାନେ ଦୂର ହେବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ ।

Rashi

Representational Image

Niharika Rout
  • Published: Tuesday, 29 August 2023
  • Updated: 29 August 2023, 07:43 AM IST

Sports

Latest News

ମେଷ: ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବାସହ ନୂତନ ଯୋଜନାରେ ସଫଳହେବେ । ଆକସ୍ମିକ ଧନପ୍ରାପ୍ତି ହୋଇ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ଯୋଗେ ଦୂର ଯାତ୍ରାର ସୁଯୋଗ ପାଇ ଆଶାତୀତ ଲାଭ ମିଳିବ।

ବୃଷ :ସବୁଦିଗରୁ ଶୁଭ ସମାଚାର ପାଇ ଖୁସି ହେବେ। ନୂତନ କର୍ମ ନିଯୁକ୍ତି ପାଇପାରନ୍ତି । ଭ୍ରମଣ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବା ସହ ଶୁଭ ସୂଚନା ମଧ୍ୟ ପାଇବେ ।

ମିଥୁନ: ବ୍ୟବସାୟରେ ଶତ୍ରୁ ମାନେ ପରାଜିତ ହୋଇ ବାକିଥିବା ଅର୍ଥ ପାଇଯିବେ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଯୋଗିତାରେ କୃତକାର୍ଯ୍ୟ ହେବେ । ଛାତ୍ରୀମାନେ ଉତ୍ତମ ଆଚରଣ ଓ ମଧୁର ସ୍ୱଭାବ ଯୋଗୁ ଖ୍ୟାତି ଅର୍ଜନ କରିବେ ।

କର୍କଟ: ଛାତ୍ରଛାତ୍ରୀମାନେ ବିଦ୍ୟାରେ ମନଯୋଗ ଦେଇ ଅଧୁରା କାର୍ଯ୍ୟ ପୂରଣ କରିବେ । ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ ଓ ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ ।

ସିଂହ: ସହକର୍ମୀମାନଙ୍କ ସହଯୋଗ ପାଇ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ। ସରକାରୀ କାମରେ ସଫଳତା ପାଇବେ ଓ ଅଚାନକ ଭାବରେ ଧନ ଲାଭ ହେବ । ଶରୀର ଭଲ ରହିବା ସହ ନୂତନ କର୍ମପ୍ରାପ୍ତି ହୋଇପାରେ ।

କନ୍ୟା: ବ୍ୟବସାୟରେ ଆଶାତୀତ ଲାଭ ପାଇବେ ଓ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସିତ ହେବେ । ସନ୍ତାନର ସୁଖବର ଶୁଣି ଖୁସି ହେବେ ଓ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ ।

ତୁଳା: ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ରାଜନୀତିରେ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ ଓ ଦୂରଯାତ୍ରା କରି ମନ ଖୁସି ରହିବ ।

ବିଚ୍ଛା: ଶାରିରୀକ ସୁସ୍ଥତା ଦେଖା ଦେବା ସହ ମାନସିକ ଶାନ୍ତି ମିଳିବ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବା ସହ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ।

ଧନୁ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ମନ ଭଲ ରହିବ ଓ ଶତୃମାନେ ଦୂର ହେବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ ।

ମକର: କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟାର ସମାଧାନ ହୋଇଯିବ । କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବା ସହ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ ।

କୁମ୍ଭ: ଅଧସ୍ତନ କର୍ମୀ ଓ ସାଧାରଣ ବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ । ଯୌଥ ପରିବାର ସମ୍ପର୍କୀୟ ଜମିବାଡି ନେଇ କେତେକ ସମସ୍ୟା ସହଜରେ ସମାଧାନ ହେବ ।

ମୀନ: ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହୋଇ ସ୍ୱାସ୍ଥ୍ୟ ଭଲ ରହିବ । ବ୍ୟବସାୟ କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି କାରବାର ବଢେଇ ପାରିବେ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇପାରିବ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story