୨୯ ଡିସେମ୍ବର,ଶନିବାର: ଶତ୍ରୁଙ୍କ ଠାରୁ ଦୂରେଇ ରୁହନ୍ତୁ

ମେଷ: ଆର୍ଥିକ ସ୍ଥିତି ଭଲ ରହିବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଶରୀର ସୁସ୍ଥ ରହିବ। ବୃଷ: ବିବାହ ସ୍ଥିର ହୋଇପାରେ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ମିଥୁନ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ମାଲି-ମକଦ୍ଦମାରେ ବିଜୟୀ ହେବ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। କର୍କଟ: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ପିଲାଙ୍କ ପାଠପଢ଼ାକୁ ନେଇ ଚିନ୍ତିତ ରହିବେ। ଘରେ ମାଙ୍ଗଳିକ କାର୍ଯ୍ୟର ଆୟୋଜନ କରିପାରନ୍ତି। ସିଂହ: ଜୀବନସାଥୀଙ୍କ ସହଯୋଗ ମିଳିବ। […]

Rasi-Fala-2-1-1-3-2-1-2-1-2-1-1-3-3-1-1-1-1-1-1-2-1-1-4-4-1

Tapaswini Nayak
  • Published: Saturday, 29 December 2018
  • Updated: 29 December 2018, 07:35 AM IST

Sports

Latest News

ମେଷ: ଆର୍ଥିକ ସ୍ଥିତି ଭଲ ରହିବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଶରୀର ସୁସ୍ଥ ରହିବ।

ବୃଷ: ବିବାହ ସ୍ଥିର ହୋଇପାରେ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି।

ମିଥୁନ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ମାଲି-ମକଦ୍ଦମାରେ ବିଜୟୀ ହେବ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

କର୍କଟ: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ପିଲାଙ୍କ ପାଠପଢ଼ାକୁ ନେଇ ଚିନ୍ତିତ ରହିବେ। ଘରେ ମାଙ୍ଗଳିକ କାର୍ଯ୍ୟର ଆୟୋଜନ କରିପାରନ୍ତି।

ସିଂହ: ଜୀବନସାଥୀଙ୍କ ସହଯୋଗ ମିଳିବ। ଶତ୍ରୁଙ୍କ ଠାରୁ ଦୂରେଇ ରୁହନ୍ତୁ। ନୂତନ ବସ୍ତ୍ର କିଣିପାରନ୍ତି।

କନ୍ୟା: ମାନ-ସମ୍ମାନ ମିଳିବ। ଉପହାର ମିଳିବ। ପଦୋନ୍ନତିର ଯୋଗ ରହିଛି।

ତୁଳା: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଦୁର୍ଘଟଣା ଘଟିପାରେ। ସତର୍କ ରୁହନ୍ତୁ। ଗଣେଶଙ୍କ ପାଖରେ ଦୀପ ଦାନ କରନ୍ତୁ।

ବିଚ୍ଛା: ଦିନଟି ଭଲରେ କଟିବ। ବନ୍ଧୁଙ୍କ ସହ ଦେଖା ହୋଇପାରେ। ବିବାହ ଯୋଗ୍ୟ ଯୁବକଯୁବତୀଙ୍କର ବିବାହ ସ୍ଥିର ହୋଇପାରେ।

ଧନୁ: ନୂଆ କାର୍ଯ୍ୟ ଆରମ୍ଭ କରିବାକୁ ଥିଲେ ଆଜି ହିଁ ଆରମ୍ଭ କରନ୍ତୁ। ଶୁଭଫଳ ମିଳିବ। ପରିବାର ସଦସ୍ୟଙ୍କ ସହ ଖୁସିରେ ଦିନଟି କାଟିବେ।

ମକର: ଶତ୍ରୁଙ୍କ ଠାରୁ ଦୂରେଇ ରୁହନ୍ତୁ। ନୂତନ ବସ୍ତ୍ର କିଣିପାରନ୍ତି। ଗରିବଙ୍କୁ ଫଳ ଦାନ କରନ୍ତୁ।

କୁମ୍ଭ: ନକାରାତ୍ମକ ଚିନ୍ତାଧାରାଠାରୁ ଦୂରେଇ ରୁହନ୍ତୁ। କୌଣସି କଥାକୁ ପରିବାର ସଦସ୍ୟଙ୍କ ସହ ଝଗଡ଼ା ହୋଇପାରେ। ଇଷ୍ଟଦେବୀଙ୍କୁ ଆରାଧନା କରନ୍ତୁ।

ମୀନ: ଧାର୍ମିକ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। କଳା ଓ ସାହିତ୍ୟକ୍ଷେତ୍ରରେ ରୁଚି ବଢ଼ିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story