୨୮ ଜାନୁଆରୀ, ସୋମବାର: ପର୍ଯ୍ୟଟନ ସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି

ମେଷ: ମାନ-ସମ୍ମାନ ମିଳିବ। ଧନପ୍ରାପ୍ତି ଯୋଗ ରହିଛି। ମନୋରଞ୍ଜନ ସ୍ଥାନକୁ ବୁଲି ଯିବାକୁ ଯୋଜନା କରିପାରନ୍ତି।

ବୃଷ: ଦିନଟି ଭଲରେ କଟିବ। ସ୍ୱାସ୍ଥ୍ୟ ଭଲ ରହିବ। ଉପହାର ମିଳିବ।

ମିଥୁନ: ସନ୍ତାନଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ବାଦ-ବିବାଦରୁ ଦୂରେଇ ରୁହନ୍ତୁ। ମାନ-ସମ୍ମାନ ମିଳିବ।

କର୍କଟ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି।

ସିଂହ: ପରିବାର ସଦସ୍ୟଙ୍କ ସହ ଖୁସିରେ ଦିନଟି କାଟିବେ। ଜୀବନସାଥୀଙ୍କ ସହଯୋଗ ମିଳିବ। କୌଣସି ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି।

କନ୍ୟା: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଆୟଠାରୁ ବ୍ୟୟ ଅଧିକ ହେବ। ନୂତନ ପୋଷାକ କିଣିବେ।

ତୁଳା: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ପଦୋନ୍ନତିର ଯୋଗ ରହିଛି। ସହକର୍ମୀଙ୍କ ସହଯୋଗ ମିଳିବ।

ବିଚ୍ଛା: ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ଆତ୍ମବିଶ୍ୱାସ ବଢ଼ିବ। ପିତାମାତାଙ୍କ ସହଯୋଗ ମିଳିବ।

ଧନୁ: ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ। କୌଣସି କଥାକୁ ନେଇ ପଡ଼ୋଶୀଙ୍କ ସହ ମତାନ୍ତର ହୋଇପାରେ। ଯାତ୍ରା କରିପାରନ୍ତି।

ମକର: ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ମନ ଖୁସି ରହିବ।

କୁମ୍ଭ: ଆଜି କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ନକାରାତ୍ମକ ଚିନ୍ତାଧାରାଠାରୁ ଦୂରେଇ ରୁହନ୍ତୁ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

ମୀନ: ବିଦାର୍ଥୀମାନେ ପଠପଢ଼ାରେ ସଫଳତା ପାଇବେ। ଯାତ୍ରା କରନ୍ତୁ ନାହିଁ। ଦୁର୍ଘଟଣା ଘଟିପାରେ। ସତର୍କ ରୁହନ୍ତୁ।

ଆହୁରି ପଢ଼ନ୍ତୁ

‘ଆମେ ୟେସ କହିଲୁ’: ଇନଷ୍ଟାଗ୍ରାମରେ ନିର୍ବନ୍ଧ ସମ୍ପର୍କରେ ଘୋଷଣା କଲେ ଚହଲ

ଦୁର୍ଘଟଣାଗ୍ରସ୍ତ ବିମାନର ବ୍ଲାକବକ୍ସ ଠାବ, ଘଟଣାସ୍ଥଳରେ କେନ୍ଦ୍ରମନ୍ତ୍ରୀ

୮ ଅଗଷ୍ଟ, ଶନିବାର: ମନ ବିଚଳିତ ରହିବ

୨୦୨୧ରେ ଭାରତରେ ହେବ ଟି-୨୦ ବିଶ୍ୱକପ, ୨୦୨୨ରେ ଅଷ୍ଟ୍ରେଲିଆ ପାଳି

ସୁଶାନ୍ତଙ୍କ ମୃତ୍ୟୁ ଘଟଣା: ସୁପ୍ରିମକୋର୍ଟ ଗଲା ସିବିଆଇ

ଚୀନରୁ ଆସୁଛି ଆଉ ଏକ ଭୂତାଣୁ: ଗଲାଣି ୭ ଜଣଙ୍କ ଜୀବନ, ୬୦ ସଂକ୍ରମିତ

ଭାରତ ପରେ ଆମେରିକାରେ ବ୍ୟାନ୍‌ ହେଲା ଟିକଟକ, ଟ୍ରମ୍ପ ଦେଲେ ଏମିତି ନିର୍ଦ୍ଦେଶ

ଏବେ ‘କ’ଣ ଭାବିବା’ ନୁହେଁ ‘କିପରି ଭାବିବା’: ମୋଦି

୭ ଅଗଷ୍ଟ, ଶୁକ୍ରବାର: ଅଧିକ ପରିଶ୍ରମ କରିବେ

ସିବିଆଇ ପଞ୍ଝାରେ ରିୟା, ରୁଜୁ ହେଲା ମାମଲା

ରିୟାଙ୍କ ପାଇଁ ବେଙ୍ଗଲି ଝିଅ ଓ ମହିଳାଙ୍କୁ ଟାର୍ଗେଟ, ତଦନ୍ତ ଆରମ୍ଭ କଲା କୋଲକାତା ପୁଲିସ୍‌

ଦିଶାଙ୍କ ମୃତ୍ୟୁ ପରେ ସୁଶାନ୍ତଙ୍କଠାରୁ ଦୂରେଇ ଯାଇଥିଲେ ରିୟା, କିନ୍ତୁ କାହିଁକି?