୨୮ ଜାନୁଆରୀ, ସୋମବାର: ପର୍ଯ୍ୟଟନ ସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି

ମେଷ: ମାନ-ସମ୍ମାନ ମିଳିବ। ଧନପ୍ରାପ୍ତି ଯୋଗ ରହିଛି। ମନୋରଞ୍ଜନ ସ୍ଥାନକୁ ବୁଲି ଯିବାକୁ ଯୋଜନା କରିପାରନ୍ତି। ବୃଷ: ଦିନଟି ଭଲରେ କଟିବ। ସ୍ୱାସ୍ଥ୍ୟ ଭଲ ରହିବ। ଉପହାର ମିଳିବ। ମିଥୁନ: ସନ୍ତାନଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ବାଦ-ବିବାଦରୁ ଦୂରେଇ ରୁହନ୍ତୁ। ମାନ-ସମ୍ମାନ ମିଳିବ। କର୍କଟ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ସିଂହ: ପରିବାର ସଦସ୍ୟଙ୍କ ସହ ଖୁସିରେ ଦିନଟି କାଟିବେ। ଜୀବନସାଥୀଙ୍କ […]

Rasi-Fala-2-1-1-3-2-1-2-1-2-1-1-3-3-1-1-1-1-1-1-2-1-1-4-4-1-2-2-3-2-1-1-1-1-1

Tapaswini Nayak
  • Published: Monday, 28 January 2019
  • , Updated: 28 January 2019, 07:39 AM IST

ମେଷ: ମାନ-ସମ୍ମାନ ମିଳିବ। ଧନପ୍ରାପ୍ତି ଯୋଗ ରହିଛି। ମନୋରଞ୍ଜନ ସ୍ଥାନକୁ ବୁଲି ଯିବାକୁ ଯୋଜନା କରିପାରନ୍ତି।

ବୃଷ: ଦିନଟି ଭଲରେ କଟିବ। ସ୍ୱାସ୍ଥ୍ୟ ଭଲ ରହିବ। ଉପହାର ମିଳିବ।

ମିଥୁନ: ସନ୍ତାନଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ବାଦ-ବିବାଦରୁ ଦୂରେଇ ରୁହନ୍ତୁ। ମାନ-ସମ୍ମାନ ମିଳିବ।

କର୍କଟ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି।

ସିଂହ: ପରିବାର ସଦସ୍ୟଙ୍କ ସହ ଖୁସିରେ ଦିନଟି କାଟିବେ। ଜୀବନସାଥୀଙ୍କ ସହଯୋଗ ମିଳିବ। କୌଣସି ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି।

କନ୍ୟା: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଆୟଠାରୁ ବ୍ୟୟ ଅଧିକ ହେବ। ନୂତନ ପୋଷାକ କିଣିବେ।

ତୁଳା: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ପଦୋନ୍ନତିର ଯୋଗ ରହିଛି। ସହକର୍ମୀଙ୍କ ସହଯୋଗ ମିଳିବ।

ବିଚ୍ଛା: ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ଆତ୍ମବିଶ୍ୱାସ ବଢ଼ିବ। ପିତାମାତାଙ୍କ ସହଯୋଗ ମିଳିବ।

ଧନୁ: ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ। କୌଣସି କଥାକୁ ନେଇ ପଡ଼ୋଶୀଙ୍କ ସହ ମତାନ୍ତର ହୋଇପାରେ। ଯାତ୍ରା କରିପାରନ୍ତି।

ମକର: ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ମନ ଖୁସି ରହିବ।

କୁମ୍ଭ: ଆଜି କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ନକାରାତ୍ମକ ଚିନ୍ତାଧାରାଠାରୁ ଦୂରେଇ ରୁହନ୍ତୁ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

ମୀନ: ବିଦାର୍ଥୀମାନେ ପଠପଢ଼ାରେ ସଫଳତା ପାଇବେ। ଯାତ୍ରା କରନ୍ତୁ ନାହିଁ। ଦୁର୍ଘଟଣା ଘଟିପାରେ। ସତର୍କ ରୁହନ୍ତୁ।

Related story