୨୯ ଜୁଲାଇ, ଗୁରୁବାର: କଠିନ ପରିଶ୍ରମ କରିବାକୁ ପଡିବ

ମେଷ: ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ପ୍ରତିକାର-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ। ବୃଷ: କାର୍ଯ୍ୟ କ୍ଷେତ୍ରରେ ଉଚ୍ଚ ସମ୍ଭାବନାର ଆଶା ଥିବାରୁ ମାନସିକ ଶାନ୍ତି ପାଇବେ। ଜାଗା, ଜମି, ଗୃହପୋକରଣ କ୍ରୟ କରି ପାରନ୍ତି । ବିଦ୍ୟାକ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ପ୍ରତିକାର-ତୁଲସୀ ମୂଳ […]

RASI

RASI

Niharika Rout
  • Published: Thursday, 29 July 2021
  • Updated: 29 July 2021, 08:23 AM IST

Sports

Latest News

ମେଷ: ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ପ୍ରତିକାର-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ବୃଷ: କାର୍ଯ୍ୟ କ୍ଷେତ୍ରରେ ଉଚ୍ଚ ସମ୍ଭାବନାର ଆଶା ଥିବାରୁ ମାନସିକ ଶାନ୍ତି ପାଇବେ। ଜାଗା, ଜମି, ଗୃହପୋକରଣ କ୍ରୟ କରି ପାରନ୍ତି । ବିଦ୍ୟାକ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ପ୍ରତିକାର-ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

 ମିଥୁନ: ସାମାଜିକ କାର୍ଯ୍ୟରେ ସଫଳତା ମିଳିବା ସହ ମାନସମ୍ମାନ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତିର ସୁଯୋଗ ପାଇବେ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ୱାରା ଆଗକୁ ବଢିବା ସମ୍ଭବ ହେବ। ପ୍ରତିକାର-ମହୁ ଟିକେ ଖାଇ ଘରୁ ବାହାରନ୍ତୁ।

କର୍କଟ: ଉଚ୍ଚପଦସ୍ଥ କର୍ମକର୍ତ୍ତାମାନଙ୍କର ଆପଣଙ୍କ  କର୍ମ ଉପରେ ନଜର ପଡ଼ିପାରେ। ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ଛାତ୍ରଛାତ୍ରୀ ଶିକ୍ଷାକୁ ଉଚିତ୍ ମନେ କରି ପାଠ ପଢାରେ ମନଯୋଗ ଦେବେ । ପ୍ରତିକାର-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ସିଂହ: ବ୍ୟବସାୟ କ୍ଷେତ୍ରରେ କର୍ମଚାରୀମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ପ୍ରତିକାର-ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

କନ୍ୟା:ସାମାଜିକ ପତିଆରା ଅମଳିନ ରହିବ ଓ ଆର୍ଥିକ ଅବସ୍ଥାରେ ପରିବର୍ତ୍ତନ ଆସିବ। ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରନ୍ତି। ପ୍ରତିକାର-ମିଠା ଦହି ଖାଇ ଘରୁ ବାହାରନ୍ତୁ।

ତୁଳା: ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ନୂଆ ଲକ୍ଷ୍ୟ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା: ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବା ଫଳରେ ଅଧିକାରୀ ଆପଣଙ୍କ କାମରେ ପ୍ରସନ୍ନ ରହିବେ । ମିତ୍ରଙ୍କ ସାହାଯ୍ୟରେ ବିଗିଡି ଥିବା କାର୍ଯ୍ୟଟି ସଜାଡି ଦେଇ ପାରିବେ। ପ୍ରତିକାର-ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ଧନୁ: ସରକାରୀ କାମରେ ସଫଳତା ପାଇବା ସହ ସୁଖ ସମୃଦ୍ଧି ବୃଦ୍ଧି ହେବ। ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:ଶାରୀରିକ ସୁସ୍ଥତା ଅନୁଭବ କରିବା ସହ ମାନସିକ ଶାନ୍ତି ମିଳିବ। ଯଦି କୌଣସି ନୂତନ ଯୋଜନା କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା ହେଲେ ଆଗେଇ ନେବା ଉଚିତ୍ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ପାଇ ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରନ୍ତି। ପ୍ରତିକାର-ମା’ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ ଓ ପରିଶ୍ରମର ଫଳ ପାଇବେ। ନିଜର ଇଚ୍ଛା ପୂରଣ ପାଇଁ କୌଣସି କର୍ମ କରି ପ୍ରଶଂସା ପାଇବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର-କୁକୁରକୁ ଖାଇବାକୁ ଦିଅନ୍ତୁ ।

ମୀନ: ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁ ରୂପେ ହେବ । ଶତ୍ରୁମାନେ ଦୂରେଇ ଯିବେ ଓ  ପ୍ରିୟଜନ ଆଗକୁ ବଢିବାରେ ସାହାଯ୍ୟ କରିବେ। ପ୍ରତିକାର-କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story