ଜୁନ୍ ୨୯, ସୋମବାର: ଆତ୍ମବିଶ୍ୱାସ ବଢ଼ିବ

ମେଷ: ଚିନ୍ତିତ ରହିବେ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ମାଆଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ବୃଷ: ଦିନଟି ଏତେଟା ଭଲରେ କଟିବ ନାହିଁ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

ମିଥୁନ: ଦାମ୍ପତ୍ୟ ଜୀବନ ଭଲରେ କଟିବ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଅପରାହ୍ଣ ପରେ ଅଳସୁଆ ଅନୁଭବ କରିବେ।

କର୍କଟ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ବ୍ୟବସାୟରେ କ୍ଷତି ସହିପାରନ୍ତି। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ।

ସିଂହ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଖାଦ୍ୟପେୟ ଉପରେ ନଜର ରଖନ୍ତୁ।

କନ୍ୟା: ଦିନଟି ଭଲରେ କଟିବ। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଦ୍ୱିପ୍ରହର ପରେ କୌଣସି କଥାକୁ ନେଇ ଚିନ୍ତିତ ହୋଇପାରନ୍ତି।

ତୁଳା: ଆତ୍ମବିଶ୍ୱାସ ବଢ଼ିବ। ମନୋରଞ୍ଜନ ପାଇଁ କୌଣସି ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଧୈର୍ଯ୍ୟ ସହ କାର୍ଯ୍ୟ କରନ୍ତୁ।

ବିଛା: ଘରେ ସୁଖଶାନ୍ତିର ପରିବେଶ ରହିବ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ଛାତ୍ରଛାତ୍ରୀମାନେ ପାଠପଢ଼ାକୁ ନେଇ ଚିନ୍ତିତ ରହିବେ।

ଧନୁ: ବ୍ୟସ୍ତତା ଭିତରେ ଦିନଟି କଟିବ। ଧନପ୍ରାପ୍ତି ଯୋଗ ରହିଛି। ଘରେ ଧାର୍ମିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

ମକର: ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। କଳା ଓ ସାହିତ୍ୟ କ୍ଷେତ୍ରରେ ରୁଚି ବଢ଼ିବ।

କୁମ୍ଭ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଅପରାହ୍ଣ ପରେ ମନ ବିଚଳିତ ରହିବ।

ମୀନ: ଅଧିକ ପରିଶ୍ରମ କରିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। କାହାକୁ ଟଙ୍କା ଦିଅନ୍ତୁ ନାହିଁ, ନମିଳିବାର ସମ୍ଭାବାନା ରହିଛି।

ଆହୁରି ପଢ଼ନ୍ତୁ

ପରିବେଶ ଧ୍ୱଂସ କରିବାକୁ ନିୟମ ହେବ !

ଭୂମି ପୂଜନ ନିମନ୍ତ୍ରଣ କାର୍ଡରେ ମୋଦିଙ୍କ ବ୍ୟତୀତ ଏହି ୩ ଜଣଙ୍କ ନାଁ

ବୁଧବାର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟରେ ଯୋଗଦେଇଥିଲେ ଶାହ

୩ ଅଗଷ୍ଟ, ସୋମବାର: ଜଗିରଖି କାର୍ଯ୍ୟ କରନ୍ତୁ

ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି ହେଲେ ଶାହ, ଚିକିତ୍ସା ପାଇଁ ଏମ୍ସରୁ ଯିବେ ଡାକ୍ତରୀ ଟିମ୍

ଭାରତୀୟ ନ୍ୟୁଜ ଚ୍ୟାନେଲ ଉପରୁ ପ୍ରତିବନ୍ଧକ ହଟାଇଲା ନେପାଳ

ଆଡଭାଣୀ ଓ ଯୋଶୀ ଭୂମି ପୂଜନରେ ଯୋଗଦେବେ, କିନ୍ତୁ…

୨ ଅଗଷ୍ଟ, ରବିବାର: ବ୍ୟସ୍ତତା ଭିତରେ ଦିନଟି କଟିବ

ଭାରତ ବିରୋଧରେ ନେପାଳର ନୂଆ ଚକ୍ରାନ୍ତ

ରିୟା ଚକ୍ରବର୍ତ୍ତୀଙ୍କୁ ଆମେ ପାଉନୁ: ବିହାର ପୁଲିସ ଡିଜି

ରାଷ୍ଟ୍ରୀୟ ଶିକ୍ଷାନୀତି ୨୦୨୦: ମାନସିକ ଦାସତ୍ୱରୁ ମୁକ୍ତିଯାତ୍ରା

୧ ଅଗଷ୍ଟ, ଶନିବାର: ଜଳାଶୟ ଠାରୁ ଦୂରେଇ ରୁହନ୍ତୁ