୨୯ ଜୁଲାଇ,ଶନିବାର; ସାମାଜିକ ପତିଆରା ଅମଳିନ ରହିବ

କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।

Rashi

Representational Image

Niharika Rout
  • Published: Saturday, 29 July 2023
  • Updated: 29 July 2023, 07:46 AM IST

Sports

Latest News

ମେଷ: ରାଜନୈତିକ କ୍ଷେତ୍ରରେ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ଆଚାର ବ୍ୟବହାର କଥାବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ କୌଣସି ଭୁଲ୍ କାମ କରି ଅନୁତାପ କରିପାରନ୍ତି । ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରି ପ୍ରଶଂସିତ ହେବେ ।

ବୃଷ: ସମସ୍ତ ପ୍ରୟାସ ଫଳପ୍ରଦ ହେବା ଫଳରେ ଲୋକମାନେ ଆପଣଙ୍କ ବ୍ୟକ୍ତିତ୍ୱ ପ୍ରତି ଈର୍ଷା କରିପାରନ୍ତି । ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ନ ରଖିଲେ ପ୍ରତି କ୍ଷେତ୍ରରେ ବିଫଳ ହେବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ ।

ମିଥୁନ: କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବା ଫଳରେ ମନରେ ଥିବା କାମନା ପୂର୍ଣ୍ଣ ହେବ । ଦାମୀ ଯାନ ଏବଂ ବିଳାସପୂର୍ଣ୍ଣ ସାମଗ୍ରୀ କ୍ରୟ କରିବା ପାଇଁ ମନ ବଳେଇପାରନ୍ତି । ଜୀବନ ସାଥୀଙ୍କ ସମର୍ଥନ ଓ ବନ୍ଧୁଙ୍କ ପ୍ରେରଣା ଅନେକ ଚିନ୍ତାକୁ ଦୂରେଇଦେବ ।

କର୍କଟ: ସତର୍କତା ଅଭାବରୁ ଅନ୍ୟ ପାଇଁ ନିଜେ ସମସ୍ୟାରେ ପଡ଼ିବେ। ମତପାର୍ଥକ୍ୟ ଜନିତ ବାକ୍ ବିତଣ୍ଡା ସୃଷ୍ଟି ହେବାର ସମ୍ଭାବନା ରହିଛି । ବନ୍ଧୁଙ୍କ ପରାମର୍ଶରେ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇପାରନ୍ତି । କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ନିଜ ସାଧନାରେ ସଫଳତା ପାଇବେ।

ସିଂହ: କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କ ସାହାଯ୍ୟ ଓ ସହଯୋଗ ଲାଭକରି କାର୍ଯ୍ୟ ସାଧନ କରିବେ। ପାରିବାରିକ ଜୀବନରେ ଖଳଲୋକଙ୍କ କାନକୁହା କଥା ସୁଖ ସନ୍ତୋଷରେ ବାଧା ଉପୁଜାଇବ। ଗୁରୁତ୍ୱପୂର୍ଣ୍ଣ କାମଗୁଡିକ ନିର୍ଦ୍ଦିଷ୍ଟ ସମୟରେ ନ ହେବା କାରଣରୁ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବେ ।

କନ୍ୟା: କାର୍ଯ୍ୟ ହାସଲ ସହ ଆର୍ଥିକ ଉନ୍ନତି ଦେଖାଦେବ। ମହିଳାମାନେ ପ୍ରଶଂସନୀୟ ହେବେ । ପାରିବାରିକ କ୍ଷେତ୍ରର କୌଣସି କଥା ମନକୁ ବାରମ୍ବାର ଆଲୋଡିତ କରିପାରେ । ଅର୍ଥ ସମ୍ପର୍କକୁ ନେଇ ପରିବାରରେ ଭାତୃ ବିବାଦ ଦେଖାଦେଇପାରେ । ବିଦ୍ୟାର୍ଥିମାନେ ପଢାପଢିରେ ଏକାଗ୍ରତା ରଖି କୃତକାର୍ଯ୍ୟ ହେବେ ।

 ତୁଳା: ପରିବାରରେ କୌଣସି ପ୍ରସଙ୍ଗକୁ ନେଇ ସମସ୍ୟା ଦେଖାଦେଇପାରେ। ବିଭିନ୍ନ ପ୍ରକାର ବାଧାବିଘ୍ନ ଓ ସମସ୍ୟା ଲାଗି ରହୁଥିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ନକାରାତ୍ମକ ଚିନ୍ତା ମନକୁ ଆକ୍ରାନ୍ତ କରିବ। 

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର: ମାନସିକ ଅସ୍ଥିରତା ସାଙ୍ଗକୁ କଡ଼ା ମିଜାଜର କଥା ପରିସ୍ଥିତିକୁ ସଙ୍ଗିନ କରିଦେଇପାରେ । ଯେତେ ଚେଷ୍ଟା କଲେ ମଧ୍ୟ କାମଗୁଡିକ ଯଥା ସମୟରେ ସମ୍ପନ୍ନ କରିପାରିବେ ନାହିଁ । ନିକଟ ଅତୀତର ବିବାଦୀୟ ଘଟଣାର ଦିଗ ବଦଳି ଯାଇପାରେ। କଥା ଦେଇଥିବା ବନ୍ଧୁ ଠିକ୍ ସମୟରେ ସାହାଯ୍ୟ କରିବେ ନାହିଁ।

କୁମ୍ଭ: ଅଚାନକ ଧନପ୍ରାପ୍ତି ହେବ ଏବଂ ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିପାରନ୍ତି। ଉଚ୍ଚାଧିକାରୀଙ୍କଠାରୁ ସହଯୋଗ ପାଇ ସହକର୍ମୀଙ୍କ ସହ ବିବାଦ ମେଣ୍ଟିଯିବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବା ସହ ସାମାଜିକ ପତିଆରା ଅମଳିନ ରହିବ ।

ମୀନ:ଶରୀର ସୁସ୍ଥ ରହିବା ସହ ଆନୁଷ୍ଠାନିକ କାମରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ପାଇବେ । ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବା ଭଳି ମାନ୍ୟତା ଦେବେ । ବନ୍ଧୁବାନ୍ଧବମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story