୨୯ ନଭେମ୍ବର, ବୁଧବାର; ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇ ପାରନ୍ତି

ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ସ୍ଵାର୍ଥକୁ କେନ୍ଦ୍ରକରି ସୁବର୍ଣ୍ଣ ସୁଯୋଗକୁ ହାତଛଡା କଲେ ହଇରାଣ ହେବେ ।

Rashi

Representational Image

Niharika Rout
  • Published: Wednesday, 29 November 2023
  • Updated: 29 November 2023, 07:48 AM IST

ମେଷ: ମାନସିକ ଦୁଃଶ୍ଚିନ୍ତା ଦୂର ହେବା ସହ ସ୍ଵାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି ।ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇପାରେ ।

ବୃଷ: ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ସ୍ଵାର୍ଥକୁ କେନ୍ଦ୍ରକରି ସୁବର୍ଣ୍ଣ ସୁଯୋଗକୁ ହାତଛଡା କଲେ ହଇରାଣ ହେବେ । ନାନା ବାଟରେ ଧନାଗମ ଘଟିବ ଓ ସେହିପରି ଖର୍ଚ୍ଚର ଦ୍ଵାର ସାହାଣ ମେଲା ରହିବ ।

ମିଥୁନ:  ସାଧାରଣ ଲୋକଙ୍କୁ ସହଯୋଗ କରିବା ଦ୍ଵାରା ସାମାଜିକ ପତିଆରା ଅମଳିନ ରହିବ। ଖାଇବା ପିଇବା ଠିକ୍ ରହିବା ଫଳରେ ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ଅପେକ୍ଷା କରିଥିବା କାର୍ଯ୍ୟଟି ପୂରଣ କରିବା ପାଇଁ ସହଜ ହେବ ।

କର୍କଟ: ସମାଜ କଲ୍ୟାଣ ପାଇଁ ନିଜକୁ ଉତ୍ସର୍ଗୀକୃତ କରିବେ ଓ ତଳ ମହଲରୁ ଆଶାତୀତ ଲାଭ ପାଇବେ । ନିଜର କାର୍ଯ୍ୟଗୁଡ଼ିକୁ ଠିକ୍ ସମୟରେ ସମାପ୍ତ କରିବା ପାଇଁ ଚେଷ୍ଟିତ ହେବେ । ଭାଗୀଦାରି କ୍ଷେତ୍ରରେ ଆଖିବନ୍ଦ କରି କୌଣସି ପଦକ୍ଷେପ ନିଅନ୍ତୁ ନାହିଁ ।

ସିଂହ: ଶାରିରୀକ ଅସୁସ୍ଥତା ଦୂର ହେବାସହ କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିସ୍କାର କରିବେ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପୁରାତନ ରୋଗ ପ୍ରକୋପର ଉପଶମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ।

ବିଛା: କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ। କିନ୍ତୁ ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର: ସ୍ୱାସ୍ଥ୍ୟ ସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ । ବ୍ୟବସାୟୀମାନଙ୍କର କାରବାର ବଢିବା ସହ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବା ଫଳରେ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ ।

କୁମ୍ଭ: ବ୍ୟବସାୟରେ ଭଲ ଲାଭ ପାଇବା ସହ ଖର୍ଚ୍ଚ ତୁଳନାରେ ଆୟ ବହୁତ ହେବ । ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନ ଯୋଗଦେଇ ଶୁଭ ସୂଚନା ପାଇବେ । ସରକାରୀ କର୍ମଚାରୀ ମାନଙ୍କର କର୍ମକ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବା ଫଳରେ ପ୍ରଶଂସିତ ହେବେ ।

ମୀନ:  ଆର୍ଥିକ କ୍ଷେତ୍ରରେ ଆଶାତୀତ ପରିବର୍ତ୍ତନ ଆସି ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଲେ ପ୍ରଶଂସା ପାଇବେ।ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ଆଶାତୀତ ଲାଭ ପାଇବେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story