୨୯ ଅକ୍ଟୋବର, ସୋମବାର: ଜାଣନ୍ତୁ କେମିତି ରହିବ ଆପଣଙ୍କ ସ୍ୱାସ୍ଥ୍ୟ

ମେଷ: ଦିନଟି ଭଲରେ କଟିବ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ବୃଷ: ଚିନ୍ତିତ ରହିବେ। ଅଧିକ ପରିଶ୍ରମ କରିବେ। କୌଣସି ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଲେଖକ ଓ କଳାକାରଙ୍କ ପାଇଁ ଦିନଟି ଭଲରେ କଟିବ। ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ମିଥୁନ: ବ୍ୟବସାୟରେ ଲାଭ ମିଳିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ସ୍ୱାସ୍ଥ୍ୟ ଭଲ ରହିବେ। ଖର୍ଚ୍ଚ ବଢ଼ିପାରେ। କର୍କଟ: ପରିବାରରେ ହସ ଖୁସିର ବାତାବରଣ ରହିବ। […]

Rasi-Fala

Rasi-Fala

Jyoshna Pradhan
  • Published: Monday, 29 October 2018
  • Updated: 29 October 2018, 08:12 AM IST

ମେଷ: ଦିନଟି ଭଲରେ କଟିବ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

ବୃଷ: ଚିନ୍ତିତ ରହିବେ। ଅଧିକ ପରିଶ୍ରମ କରିବେ। କୌଣସି ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଲେଖକ ଓ କଳାକାରଙ୍କ ପାଇଁ ଦିନଟି ଭଲରେ କଟିବ। ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ।

ମିଥୁନ: ବ୍ୟବସାୟରେ ଲାଭ ମିଳିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ସ୍ୱାସ୍ଥ୍ୟ ଭଲ ରହିବେ। ଖର୍ଚ୍ଚ ବଢ଼ିପାରେ।

କର୍କଟ: ପରିବାରରେ ହସ ଖୁସିର ବାତାବରଣ ରହିବ। ବନ୍ଧୁଙ୍କ ସହ ସାକ୍ଷାତ କରିବେ। ନିଜ ରାଗ ଓ କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ସିଂହ: ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ବୁଝି ବିଚାରି ନିଷ୍ପତ୍ତି ନିଅନ୍ତୁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

କନ୍ୟା: ନୂତନ କାର୍ଯ୍ୟ ଆରମ୍ଭ କରିବେ। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ଖାଦ୍ୟପେୟ ଉପରେ ଧ୍ୟାନ ଦିଅନ୍ତୁ।

ତୁଳା: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଧାର୍ମିକ ସ୍ଥାନକୁ ଯାତ୍ରା କରିପାରନ୍ତି। ଶୁଭ ଖବର ପାଇ ଖୁସି ହେବେ। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

ବିଛା:  ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ପଦନ୍ନୋତିର ଯୋଗ ରହିଛି।

ଧନୁ: ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି। ବନ୍ଧୁଙ୍କ ସହ ବୁଲିବାକୁ ଯାଇ ପାରନ୍ତି। ପେଟ ଯନ୍ତ୍ରଣାଜନିତ ସମସ୍ୟାରେ ପଡ଼ିପାରନ୍ତି।

ମକର: ଘରକୁ କିଛି ନୂଆ ଜିନିଷ କିଣି ଆଣି ପାରନ୍ତି। ବ୍ୟବସାୟରେ ଲାଭ ମିଳିବ। ବିଦେଶ ଯାତ୍ରା ପାଇଁ ଯୋଜନା କରିପାରନ୍ତି।

 କୁମ୍ଭ: କୌଣିସି ଏକ ବିଷୟକୁ ନେଇ ଚର୍ଚ୍ଚା କରିପାରନ୍ତି। ପିଲାଙ୍କ ପାଠ ପଢ଼ାକୁ ନେଇ ଚିନ୍ତିତ ରହିବେ। ଅସୁସ୍ଥ ଅନୁଭବ କରିବେ।

 ମୀନ: ଦିନଟି ମିଶ୍ର ଫଳ ଦେବ। ସ୍ୱାସ୍ଥ୍ୟ ଠିକ୍‌ ରହିବ। ଦୁର୍ଘଟଣାର  ଯୋଗ ରହିଛି, ସତର୍କ ରୁହନ୍ତୁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story