୨୯ ସେପ୍ଟେମ୍ବର, ଗୁରୁବାର: ସମ୍ପର୍କୀୟଙ୍କୁ ଆର୍ଥିକ ସାହାଯ୍ୟ କରିବାକୁ ପଡିପାରେ

ମେଷ: ସମାଜ ସେବାରେ ସୁନାମ ଅର୍ଜନ କରିପାରିବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି ହେବା ସହ ସମସ୍ତ ଦୁଃଶ୍ଚିନ୍ତା ଦୂର ହେବ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦ ମର୍ଯ୍ୟାଦା ବୃଦ୍ଧି ପାଇବ । ବୃଷ: ଶରୀର ଭଲ ରହିବା ସହ ଜାଗାଜମି, ଯାନବାହନ ଓ ନୂତନ ସମ୍ପତ୍ତି କିଣିପାରିବେ  । ବ୍ୟବସାୟକୁ ବିସ୍ତାର କରିବା  ସହଜ ସରଳ ହେବ । ନିଜର ଇଚ୍ଛା ପୂରଣ କରିବାକୁ ଆପ୍ରାଣ ଚେଷ୍ଟା କରିବେ […]

RASI

RASI

Niharika Rout
  • Published: Thursday, 29 September 2022
  • Updated: 30 September 2022, 07:44 AM IST

ମେଷ: ସମାଜ ସେବାରେ ସୁନାମ ଅର୍ଜନ କରିପାରିବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି ହେବା ସହ ସମସ୍ତ ଦୁଃଶ୍ଚିନ୍ତା ଦୂର ହେବ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦ ମର୍ଯ୍ୟାଦା ବୃଦ୍ଧି ପାଇବ ।

ବୃଷ: ଶରୀର ଭଲ ରହିବା ସହ ଜାଗାଜମି, ଯାନବାହନ ଓ ନୂତନ ସମ୍ପତ୍ତି କିଣିପାରିବେ  । ବ୍ୟବସାୟକୁ ବିସ୍ତାର କରିବା  ସହଜ ସରଳ ହେବ । ନିଜର ଇଚ୍ଛା ପୂରଣ କରିବାକୁ ଆପ୍ରାଣ ଚେଷ୍ଟା କରିବେ ।

ମିଥୁନ: ଉଚିତ ପନ୍ଥା ଗ୍ରହଣ କରି ପୂର୍ବରୁ ଆରମ୍ଭ ହୋଇଥିବା କାର୍ଯ୍ୟ ପୂରଣ କରିପାରିବେ। ନୂତନ ନିଯୁକ୍ତି ପାଇବାର ସୁଯୋଗ ପାଇ ଉତ୍ସାହିତ ହେବେ । ପରିବାର ସଦସ୍ୟଙ୍କଠାରୁ ଉତ୍ତମ ସମର୍ଥନ ପାଇବାର ସମ୍ଭାବନା ଅଛି  ।

କର୍କଟ: କଳା ସଙ୍ଗୀତ ପ୍ରତି ଆଗ୍ରହ ବୃଦ୍ଧି ପାଇବା ସହ ଦିନଟି ବହୁତ ଭଲରେ କଟିବ । ସହକର୍ମୀମାନଙ୍କ ସହିତ ଭଲ ସମ୍ପର୍କ ରହିବ ଓ ନିଜର ଦକ୍ଷତା ବୃଦ୍ଧି ପାଇବ । ଛାତ୍ରଛାତ୍ରୀମାନେ ସେମାନଙ୍କ କ୍ୟାରିଅରରେ କିଛି ପରିବର୍ତ୍ତନ କରିପାରିବେ ।

ସିଂହ: ଶାରିରୀକ ଅସୁସ୍ଥତା ଦୂର ହେବା ସହ ସନ୍ତାନମାନଙ୍କ ଉନ୍ନତି ପାଇଁ ଆନନ୍ଦିତ ହେବେ । କର୍ମକ୍ଷେତ୍ରରେ ସହଯୋଗ ପାଇ ମନ ଖୁସି ରହିବ ଓ ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ । ଖେଳକୁଦ ଓ ବିଦ୍ୟାକ୍ଷେତ୍ରରେ ପ୍ରଶଂସା ପାଇବେ ।

କନ୍ୟା:ସ୍ୱାମୀ ସ୍ତ୍ରୀଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ବୃଦ୍ଧି ପାଇବା ଫଳରେ ପାରିବାରିକ ଜୀବନ ମଧୁମୟ ହେବ । ବନ୍ଦହୋଇ ପଡିଥିବା କାର୍ଯ୍ୟ ସହଜରେ ସମାପ୍ତ କରିବାକୁ ଚେଷ୍ଟିତ ହେବେ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ସୁଦୃଢ ହେବେ ।

ତୁଳା: ସନ୍ତାନଙ୍କ ତରଫରୁ ଆଶାବାଦୀ ହେବେ ଓ କୃଷିଜାତ ଦ୍ରବ୍ୟ ବାଣିଜ୍ୟରେ ଆୟ ଅଧିକ ହେବ। ବନ୍ଧୁ ମିତ୍ରଙ୍କ ଆଗମନ ଫଳରେ ଘରର ପରିବେଶ ଆନନ୍ଦଦାୟକ ହେବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ।

ବିଚ୍ଛା:  ପୁରାତନ ରୋଗର ଉପଶମ ହୋଇଯିବା ସହ କର୍ମକ୍ଷେତ୍ରରେ  ନ୍ୟାୟ ମିଳିବ । ପରିବାରର ସମସ୍ୟା ସମାଧାନ ହୋଇ ଆୟର ସ୍ରୋତ ଖୋଲିଯିବ। ବାଦବିବାଦ, ମାଲିମୋକଦ୍ଦମା,ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତକାରରେ ବିଜୟୀ ହେବେ।

ଧନୁ: ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। କର୍ମକ୍ଷେତ୍ରରେ ପ୍ରମୋଶନର ସୂଚନା ପାଇ ଖୁସି ହୋଇଯିବେ । ଧାର୍ମିକ ଅନୁଷ୍ଠାନରୁ ପ୍ରେରଣା ପାଇ ଭୌତିକ ଐଶ୍ୱର୍ଯ୍ୟ ସାଧନ  ବୃଦ୍ଧି ପାଇବ।

ମକର: ବ୍ୟବସାୟ କ୍ଷେତ୍ରରେ କୌଣସି ନୂଆ ପ୍ରୋଜେକ୍ଟ ଆରମ୍ଭ କରି ଉଚିତ୍ ଲାଭ ପାଇବେ। କର୍ମକ୍ଷେତ୍ରରେ ଉନ୍ନତି ହେତୁ ମନ ଖୁସି ରହିବ ଓ ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ । ରାଜନୈତିକ କ୍ଷେତ୍ରରେ ଅତୀତରେ ନିଆଯାଇଥିବା ନିଷ୍ପତ୍ତିଗୁଡ଼ିକ ଭଲ ଲାଭଦେବ।

କୁମ୍ଭ : ସରକାରୀ କ୍ଷେତ୍ରରେ ସଂଘର୍ଷ ଦ୍ୱାରା ସଫଳତା ମିଳିବ। ବନ୍ଧୁମାନଙ୍କ ସାହାଯ୍ୟ ପାଇ ପାରିବାରିକ ତିକ୍ତତାର ସମାପ୍ତି ହେବ । ଉଚ୍ଚଅଧିକାରୀଙ୍କଠାରୁ ସହଯୋଗ ମିଳିବା ଫଳରେ କର୍ମକ୍ଷେତ୍ରରେ ଆତ୍ମର୍ନିଭରଶୀଳ ହେବେ।

ମୀନ: ଆଚରଣ ଓ ଉଚ୍ଚାରଣରେ ସାଧାରଣ ଲୋକମାନେ ବଶୀଭୂତ ହେବେ। ପରିସ୍ଥିତି ଉପରେ କ୍ରୋଧିତ ହେବା ପରିବର୍ତ୍ତେ, ଶାନ୍ତ ଭାବରେ ଏହାର ମୁକାବିଲା କରନ୍ତୁ । ସମ୍ପର୍କୀୟଙ୍କୁ ଆର୍ଥିକ ସାହାଯ୍ୟ କରିବାକୁ ପଡିପାରେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story