୨୯ ଅଗଷ୍ଟ, ଶୁକ୍ରବାର: ଆତ୍ମୀୟମାନେ ବିଶ୍ୱାସଘାତକତା କରିପାରନ୍ତି

ଦୀର୍ଘଦିନ ଧରି ଅଫିସରେ ଅଟକି ରହିଥିବା ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ବ୍ୟବସାୟ କ୍ଷେତ୍ରରେ ପ୍ରଚାର ପ୍ରସାର ଫଳରେ ଆଶାତୀତ ଲାଭ ପାଇବେ ।

Rashi

Representational Image

Niharika Rout
  • Published: Friday, 29 September 2023
  • Updated: 29 September 2023, 07:44 AM IST

Sports

Latest News

ମେଷ: ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜ ମାନ କରିବା ସହ ପୂର୍ବ ଶତ୍ରୁମାନେ ପଛଘୁଞ୍ଚା ଦେବେ । ରାଜନୀତିରେ ଆପଣଙ୍କୁ ଏକ ନୂତନ ଦଳ ସହିତ କାମ କରିବାକୁ ପଡ଼ିପାରେ । ଗୃହୋପକରଣ କ୍ରୟ କରିବା ଯୋଗେ ଆର୍ଥିକ ସଙ୍କଟ ଦେଖାଦେବ ଓ ଆତ୍ମୀୟମାନେ ବିଶ୍ୱାସଘାତକତା କରିପାରନ୍ତି ।

ବୃଷ: ଦୀର୍ଘଦିନ ଧରି ଅଫିସରେ ଅଟକି ରହିଥିବା ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ବ୍ୟବସାୟ କ୍ଷେତ୍ରରେ ପ୍ରଚାର ପ୍ରସାର ଫଳରେ ଆଶାତୀତ ଲାଭ ପାଇବେ । ବ୍ୟକ୍ତିତ୍ୱର ପ୍ରଭାବ ବୃଦ୍ଧି ପାଇବା ସହ କେତେକ କ୍ଷେତ୍ରରେ ବିଶେଷ ଉପକୃତ ହେବେ ।

ମିଥୁନ: ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବା ସହ ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ନିର୍ମାଣ ମୂଳକ ଯୋଜନାରେ ଆଗେଇବେ ଓ ଆଶା ଆକାଂକ୍ଷା ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ଆମଦାନୀ, ରପ୍ତାନି ବାଣିଜ୍ୟରୁ ବଡ଼ ଧରଣର ଆର୍ଥିକ ଲାଭ ହୋଇପାରେ ।

କର୍କଟ: ସକଳ କାର୍ଯ୍ୟରେ ସଫଳତା ମିଳିବା ସହ ଉଚ୍ଚ ଆଶା ପୂରଣ ହୋଇପାରେ । ବ୍ୟବସାୟ କ୍ଷେତ୍ରରେ ପ୍ରଚାର ପ୍ରସାର ଫଳରେ ଆଶାତୀତ ଲାଭ ପାଇବେ । ଇର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇଯିବେ ଓ ଆର୍ଥିକ ଦିଗରୁ ଉନ୍ନତି ହେବ ।

ସିଂହ: ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କ ଦ୍ୱାରା ଲାଭବାନ ହେବେ। କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବାକୁ ଚେଷ୍ଟା କରିବେ । କାର୍ଯ୍ୟକ୍ଷେତ୍ରରେ ଅଧିକ ଚାପ ହେତୁ ମନ ଅଶାନ୍ତି ରହିପାରେ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପୁରାତନ ରୋଗ ପ୍ରକୋପର ଉପଶମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ।

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର : ରାଜନୀତି କରୁଥିବା ବ୍ୟକ୍ତିଙ୍କୁ ଶୁଭଫଳ ମିଳିବ, କିନ୍ତୁ ବନ୍ଧୁଙ୍କ ସହିତ ମତଭେଦ ସୃଷ୍ଟି ହେବ । ବ୍ୟବସାୟୀମାନେ ନୂଆ ବ୍ୟବସାୟ କରିବା ପାଇଁ ମନ ବଳାଇବେ ଓ ଦୂରସ୍ଥାନକୁ ଯାତ୍ରା କରିବେ। ଆଗ ଅପେକ୍ଷା ସ୍ୱାସ୍ଥ୍ୟ ଭଲ ରହିବାରୁ ମନ ଖୁସି ରହିବ। 

କୁମ୍ଭ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ । କର୍ମଚାରୀମାନଙ୍କୁ ଭରସା କଲେ ମାନସିକ ଦୁଶ୍ଚିନ୍ତା, ଋଣଭାର, ଶତ୍ରୁ ବାଧା ଦୂରେଇଯିବ । ରାଜନୀତି କ୍ଷେତ୍ରରେ ସହକର୍ମୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ଫଳରେ ପ୍ରଶଂସା ପାଇବେ ।

ମୀନ: ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ । କୌଣସି ଅନୁଷ୍ଠାନରେ ଯୋଗ ଦେବାର ସୁବିଧା ସୁଯୋଗ ଆସିବ। ସତର୍କତା ଅବଲମ୍ବନ ନ କଲେ ମାନସମ୍ମାନ ହାନୀହେବାର ବିଶେଷ ସମ୍ଭାବନା ଅଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story